Galatians 2:18 — Compare Translations
7 translations compared side by side
Odia - 1840
"କିନ୍ତୁସଯଉଁ ବିଷୟଗୁଡ଼ିକୁ ଆମ୍ଲଭ ଛାଡ଼ିସଦଇ ସାରିଛୁ, ମୁଁ ଯଦିସସହିଗୁଡ଼ିକର ପୁନଃ ପ୍ରଚାର ଆରମ୍ଭ କଲର, ତାସହଲଲ ଏହା ଭୂଲସହବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ମୁଁ ଯାହା ଯାହା ଭାଙ୍ଗିଅଛି, ସେହିସବୁ ଯଦି ଆଉ ଥରେ ନିର୍ମାଣ କରେ, ତେବେ ମୁଁ ନିଜକୁ ଅପରାଧୀ ବୋଲି ପ୍ରମାଣ କରୁଅଛି ।
Odia BSI (ପବିତ୍ର ବାଇବଲ (CL) NT (BSI))
ବରଂ ଯେଉଁ ବ୍ୟବସ୍ଥାର ବନ୍ଧନକୁ ମୁଁ ଚ୍ଛିନ୍ନ କରିଛି, ତା’ର ପୁନଃ-ପ୍ରତିଷ୍ଠା କରିବାକୁ ଗଲେ, ମୁଁ ଅପରାଧୀ ହେବି।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଯେଉଁ ବିଷୟ ଗୁଡ଼ିକୁ ଆମ୍ଭେ ଛାଡ଼ି ଦେଇ ସାରିଛୁ, ମୁଁ ଯଦି ସେହିଗୁଡ଼ିକର ପୁନଃ ପ୍ରଗ୍ଭର ଆରମ୍ଭ କରେ, ତା’ହେଲେ ଏହା ଭୂଲ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ମୁଁ ଯେଉଁ ଯେଉଁ ମୋଶାଙ୍କ ବ୍ୟବସ୍ଥା ଭାଙ୍ଗିଅଛି, ସେହିସବୁ ଯଦି ଆଉ ଥରେ ନିର୍ମାଣ କରେ, ତେବେ ମୁଁ ନିଜକୁ ଅପରାଧୀ ବୋଲି ପ୍ରମାଣ କରୁଅଛି।
Odia IRV 2017 (ଓଡିଆ ବାଇବେଲ)
କାରଣ ମୁଁ ଯାହା ଯାହା ଭାଙ୍ଗିଅଛି, ସେହି ସବୁ ଯଦି ଆଉ ଥରେ ନିର୍ମାଣ କରେ, ତେବେ ମୁଁ ନିଜକୁ ଅପରାଧୀ ବୋଲି ପ୍ରମାଣ କରୁଅଛି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಿಯಾಚ್ ಮೊಡುನ್ ಟಾಕಲ್ಲೆ ಮಿಯಾ ಅನಿಪರ್ತುನ್ ಭಾಂದ್ತಾ ಹೊಲ್ಯಾರ್, ಖರೆಚ್ ಮಿಯಾ ಎಕ್ ಚುಕಿದಾರ್ ಮನುನ್ ಹೊಲೆ.