Galatians 2:19 — Compare Translations
7 translations compared side by side
Odia - 1840
"ମୁଁ ବ୍ଯବସ୍ଥା ପାଇଁ ଆଉ ବଞ୍ଚି ରହି ନାହିଁ। କାରଣ ବ୍ଯବସ୍ଥାସମାର ମୃତ୍ଯୁ ଘଟାଇଲା। କିନ୍ତୁ ମୁଁ ପରଲମଶ୍ବରଙ୍କ ପାଇଁ ଜୀବନଯାପନ କରୁଛି, ମୁଁ ଖ୍ରୀଷ୍ଟଙ୍କ ସହିତ କ୍ରୁଶ ଉପଲର ମୃତ୍ଯୁଲଭାଗ କରିସାରିଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଣୁ ଈଶ୍ଵରଙ୍କ ଉଦ୍ଦେଶ୍ୟରେ ଜୀବିତ ହେବା ନିମନ୍ତେ ମୁଁ ବ୍ୟବସ୍ଥା ଦ୍ଵାରା ବ୍ୟବସ୍ଥା ପ୍ରତି ମୃତ ହୋଇଅଛି ।
Odia BSI (ପବିତ୍ର ବାଇବଲ (CL) NT (BSI))
ବ୍ୟବସ୍ଥା ପ୍ରତି ମୁଁ ସମ୍ପୂର୍ଣ୍ଣ ମୃତ - ସେହି ବ୍ୟବସ୍ଥା ଦ୍ୱାରା ହିଁ ମୁଁ ନିହତ ହୋଇଛି। କିନ୍ତୁ ମୁଁ ଏବେ ଈଶ୍ୱରଙ୍କ ପାଇଁ ସଜୀବ। ଖ୍ରୀଷ୍ଟଙ୍କ ସହିତ ତାଙ୍କ କ୍ରୁଶ ଉପରେ ମୁଁ ମଧ୍ୟ ନିହତ ହୋଇଛି।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ବ୍ୟବସ୍ଥା ପାଇଁ ଆଉ ବଞ୍ଚି ରହି ନାହିଁ। କାରଣ ବ୍ୟବସ୍ଥା ମୋର ମୃତ୍ୟୁ ଘଟାଇଲା। କିନ୍ତୁ ମୁଁ ପରମେଶ୍ୱରଙ୍କ ପାଇଁ ଜୀବନଯାପନ କରୁଛି, ମୁଁ ଖ୍ରୀଷ୍ଟଙ୍କ ସହିତ କ୍ରୁଶ ଉପରେ ମୃତ୍ୟୁଭୋଗ କରିସାରିଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଣୁ ଈଶ୍ବରଙ୍କ ଉଦ୍ଦେଶ୍ୟରେ ଜୀବିତ ହେବା ନିମନ୍ତେ ମୁଁ ମୋଶାଙ୍କ ବ୍ୟବସ୍ଥା ଦ୍ୱାରା ମୋଶାଙ୍କ ବ୍ୟବସ୍ଥା ପ୍ରତି ମୃତ ହୋଇଅଛି।
Odia IRV 2017 (ଓଡିଆ ବାଇବେଲ)
ଯେଣୁ ଈଶ୍ୱରଙ୍କ ଉଦ୍ଦେଶ୍ୟରେ ଜୀବିତ ହେବା ନିମନ୍ତେ ମୁଁ ମୋଶାଙ୍କ ବ୍ୟବସ୍ଥା ଦ୍ୱାରା ମୋଶାଙ୍କ ବ୍ୟବସ୍ଥା ପ୍ରତି ମୃତ ହୋଇଅଛି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ದೆವಾಸಾಟ್ನಿ ಮಿಯಾ ಜಿವನ್ ಕರುಸಾಟಿ ಖಾಯ್ದ್ಯಾಚ್ಯಾ ವೈನಾ ಖಾಯ್ದ್ಯಾಕ್ ಮಿಯಾ ಮರ್ಲಾ ಅನಿ ಹೆಚ್ಯಾ ವೈನಾ ಕ್ರಿಸ್ತಾಚ್ಯಾ ವಾಂಗ್ಡಾ ಮಾಕಾ ಕುರ್ಸಾರ್ ಮಾರುನ್ ಹೊಲಾ.