Galatians 2:21 — Compare Translations

7 translations compared side by side

Odia - 1840
"ଏହି ଅନୁଗ୍ରହସହଉଛି ପରଲମଶ୍ବରଙ୍କର। ଏହାସମା ପାଇଁ ବହୁତ ମହତ୍ବପୂର୍ଣ୍ଣ ଅଲଟ। କାରଣ ଯଦି ନିୟମ ଦ୍ବାରା ଧାର୍ମିକ ଗଣିତସହବା ସମ୍ଭବସହାଇଥାଆନ୍ତା, ତାସହଲଲ ଖ୍ରୀଷ୍ଟ ବିନା କାରଣସର ନିଜର ପ୍ରାଣ ବିସର୍ଜନ କରି ନ ଥାଆନ୍ତଲ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ଈଶ୍ଵରଙ୍କ ଅନୁଗ୍ରହକୁ ବ୍ୟର୍ଥ କରୁ ନାହିଁ; କାରଣ ଯଦି ବ୍ୟବସ୍ଥା ଦ୍ଵାରା ଧାର୍ମିକତା ଲାଭ ହୁଏ, ତାହାହେଲେ ଖ୍ରୀଷ୍ଟଙ୍କ ମୃତ୍ୟୁ ଭୋଗ କରିବା ବୃଥା ।
Odia BSI (ପବିତ୍ର ବାଇବଲ (CL) NT (BSI))
ଏଥିପାଇଁ ଈଶ୍ୱରଙ୍କ ଅନୁଗ୍ରହକୁ ମୁଁ କେବେ ଅସ୍ୱୀକାର କରିପାରିବି ନାହିଁ। କାରଣ କେବଳ ବ୍ୟବସ୍ଥା ପାଳନ କରିବା ଦ୍ୱାରା ଯଦି ଜଣେ ଈଶ୍ୱରଙ୍କ ଦୃଷ୍ଟିରେ ଧାର୍ମିକ ହୋଇପାରେ, ତେବେ ଖ୍ରୀଷ୍ଟଙ୍କ ମୃତ୍ୟୁ ମୂଲ୍ୟହୀନ ବୋଲି କହିବାକୁ ହେବ।
Odia Bible ERV 2004 (ପବିତ୍ର ବାଇବଲ)
ଏହି ଅନୁଗ୍ରହ ହେଉଛି ପରମେଶ୍ୱରଙ୍କର। ଏହା ମୋ’ ପାଇଁ ବହୁତ ମହତ୍ତ୍ୱପୂର୍ଣ୍ଣ ଅଟେ। କାରଣ ଯଦି ନିୟମ ଦ୍ୱାରା ଧାର୍ମିକ ଗଣିତ ହେବା ସମ୍ଭବ ହୋଇଥା’ନ୍ତା, ତା’ହେଲେ ଖ୍ରୀଷ୍ଟ ବିନା କାରଣରେ ନିଜର ପ୍ରାଣ ବିସର୍ଜନ କରି ନ ଥାଆନ୍ତେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ଈଶ୍ବରଙ୍କ ଅନୁଗ୍ରହକୁ ବ୍ୟର୍ଥ କରୁ ନାହିଁ; କାରଣ ଯଦି ମୋଶାଙ୍କ ବ୍ୟବସ୍ଥା ଦ୍ୱାରା ଧାର୍ମିକତା ଲାଭ ହୁଏ, ତାହାହେଲେ ଖ୍ରୀଷ୍ଟଙ୍କ ମୃତ୍ୟୁଭୋଗ କରିବା ବୃଥା।
Odia IRV 2017 (ଓଡିଆ ବାଇବେଲ)
ମୁଁ ଈଶ୍ୱରଙ୍କ ଅନୁଗ୍ରହକୁ ବ୍ୟର୍ଥ କରୁ ନାହିଁ; କାରଣ ଯଦି ମୋଶାଙ୍କ ବ୍ୟବସ୍ଥା ଦ୍ୱାରା ଧାର୍ମିକତା ଲାଭ ହୁଏ, ତାହାହେଲେ ଖ୍ରୀଷ୍ଟଙ୍କ ମୃତ୍ୟୁଭୋଗ କରିବା ବୃଥା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ದೆವಾಚಿ ಕುರ್ಪಾ ನಕ್ಕೊ ಮನುಕ್ ಮಿಯಾ ತಯಾರ್ ನಾ, ಕಶ್ಯಾಕ್ ಮಟ್ಲ್ಯಾರ್ ಖಾಯ್ದ್ಯಾಚ್ಯಾ ವೈನಾ ಮಾನುಸ್ ನಿತಿವಂತ್ ಹೊತಾ ಹೊಲ್ಯಾರ್, ಕ್ರಿಸ್ತ್ ಮರಲ್ಲೆ ಕಾಯ್ಬಿ ಫಾಯ್ದ್ಯಾಚೆ ನ್ಹಯ್ ಮನುನ್ ಹೊಲೆ.