Galatians 2:3 — Compare Translations
7 translations compared side by side
Odia - 1840
"ତିତସସମା ସହିତ ଥିଲଲ।ସସ ଜଲଣ ଅଣଯିହୂଦୀସଲାକ ଥିଲଲ। କିନ୍ତୁ ଏହିସଲାକମାଲନ ତିତସଙ୍କୁ ମଧ୍ଯ ସୁନ୍ନତସହବା ପାଇଁ ବାଧ୍ଯ କଲଲ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ମୋହର ସଙ୍ଗୀ ତୀତସ, ଯେ ଗ୍ରୀକ୍ ଲୋକ ଥିଲେ, ସେ ସୁଦ୍ଧା ସୁନ୍ନତ ହେବା ନିମନ୍ତେ ବାଧ୍ୟ କରାଯାଇ ନ ଥିଲେ;
Odia BSI (ପବିତ୍ର ବାଇବଲ (CL) NT (BSI))
ମୋ’ ସଙ୍ଗୀ ତିତସ ଜଣେ ଗ୍ରୀକ୍ ଲୋକ ହୋଇଥିଲେ ହେଁ, ତାଙ୍କୁ ସୁନ୍ନତ ହେବା ନିମନ୍ତେ ବାଧ୍ୟ କରାଯାଇ ନ ଥିଲା।
Odia Bible ERV 2004 (ପବିତ୍ର ବାଇବଲ)
ତୀତସ ମୋ’ ସହିତ ଥିଲେ। ସେ ଜଣେ ଅଣଯିହୂଦୀ ଲୋକ ଥିଲେ। କିନ୍ତୁ ଏହି ଲୋକମାନେ ତୀତସଙ୍କୁ ମଧ୍ୟ ସୁନ୍ନତ ହେବା ପାଇଁ ବାଧ୍ୟ କଲେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ମୋହର ସଙ୍ଗୀ ତୀତସ, ଯେ ଗ୍ରୀକ୍ ଲୋକ ଥିଲେ, ସେ ସୁଦ୍ଧା ସୁନ୍ନତ ହେବା ନିମନ୍ତେ ବାଧ୍ୟ କରାଯାଇ ନ ଥିଲେ;
Odia IRV 2017 (ଓଡିଆ ବାଇବେଲ)
ମାତ୍ର ମୋହର ସଙ୍ଗୀ ତୀତସ, ଯେ ଗ୍ରୀକ୍ ଲୋକ ଥିଲେ, ସେ ସୁଦ୍ଧା ସୁନ୍ନତ ହେବା ନିମନ୍ତେ ବାଧ୍ୟ କରାଯାଇ ନ ଥିଲେ;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಾಜ್ಯಾ ವಾಂಗ್ಡಾ ಹೊತ್ತೊ ತಿತ್ ಗ್ರಿಕಾಂಚೊ ಹೊಲ್ಯಾರ್ಬಿ ತೆಕಾ ಸುನ್ನತ್ ಹೊವ್ಚಿ ಮನುನ್ ಕೊನ್ಬಿ ಬಲ್ವಂತ್ ಕರುಕ್ನಾತ್.