Galatians 2:4 — Compare Translations

7 translations compared side by side

Odia - 1840
"ଆମ୍ଲଭ ଏହି ସମସ୍ଯା ବିଷୟସର କଥାବାର୍ତ୍ତାସହବାକୁ ଆବଶ୍ଯକ ମଲନ କରୁଥିଲୁ। କାରଣ ଆମ୍ଭ ଦଳ ଭିତରକୁସକଲତକ ଭଣ୍ତ ଭାଇ ଲୁଚିଛପି ପଶି ଆସିଥିଲଲ, ଓ ଯୀଶୁଖ୍ରୀଷ୍ଟଙ୍କଠାସର ଥିବା ଆମ୍ଭର ସ୍ବାଧୀନତା ଉପଲର ଗୋଇନ୍ଦାଗିରି କରି ଆମ୍ଭକୁ ଦାସ କରି ରଖିବାକୁସଚଷ୍ଟା କରୁଥିଲଲ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭମାନଙ୍କ ମଧ୍ୟକୁ ଆନୀତ କେତେ ଜଣ ଭଣ୍ତ ଭ୍ରାତା ସକାଶେ ଏପରି ହେଲା; ଖ୍ରୀଷ୍ଟ ଯୀଶୁଙ୍କଠାରେ ଆମ୍ଭମାନଙ୍କର ଯେଉଁ ସ୍ଵାଧୀନତା ଅଛି, ଚର ସ୍ଵରୂପେ ସେଥିର ଛିଦ୍ର ଅନ୍ଵେଷଣ କରି ଆମ୍ଭମାନଙ୍କୁ ଦାସତ୍ଵର ବନ୍ଧନରେ ଆବଦ୍ଧ କରିବା ନିମନ୍ତେ, ସେମାନେ ଗୁପ୍ତରେ ପ୍ରବେଶ କରିଥିଲେ;
Odia BSI (ପବିତ୍ର ବାଇବଲ (CL) NT (BSI))
ଅବଶ୍ୟ କେତେକ ବ୍ୟକ୍ତି ତାଙ୍କୁ ସୁନ୍ନତ କରାଇବାକୁ ଚାହୁଁଥିଲେ। ସେମାନେ ବିଶ୍ୱାସୀ ଭାଇ ବୋଲି ଛଳନା କରି ଗୁପ୍ତଚର ରୂପେ ଦଳରେ ଯୋଗ ଦେଇଥିଲେ। ଖ୍ରୀଷ୍ଟ ଯୀଶୁଙ୍କ ସହିତ ସଂଯୁକ୍ତ ହେବା ଦ୍ୱାରା ଆମେ ଯେଉଁ ସ୍ୱାଧୀନତା ଲାଭ କରିଛୁ, ତାହାର ସନ୍ଧାନ ନେବା ସେମାନଙ୍କର ଉଦ୍ଦେଶ୍ୟ ଥିଲା। ଆମ୍ଭମାନଙ୍କୁ ପୁନର୍ବାର ବ୍ୟବସ୍ଥାର ଦାସ କରିବାକୁ ସେମାନେ ଚାହୁଁଥିଲେ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେ ଏହି ସମସ୍ୟା ବିଷୟରେ କଥାବାର୍ତ୍ତା ହେବାକୁ ଆବଶ୍ୟକ ମନେ କରୁଥିଲୁ। କାରଣ ଆମ୍ଭ ଦଳ ଭିତରକୁ କେତେକ ଭଣ୍ତ ଭାଇ ଲୁଚିଛପି ପଶି ଆସିଥିଲେ, ଓ ଯୀଶୁ ଖ୍ରୀଷ୍ଟଙ୍କଠାରେ ଥିବା ଆମ୍ଭର ସ୍ୱାଧୀନତା ଉପରେ ଗୋଇନ୍ଦାଗିରି କରି ଆମ୍ଭକୁ ଦାସ କରି ରଖିବାକୁ ଚେଷ୍ଟା କରୁଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭମାନଙ୍କ ମଧ୍ୟକୁ ଆନୀତ କେତେ ଜଣ ଭଣ୍ଡ ଭ୍ରାତା ସକାଶେ ଏପରି ହେଲା; ଖ୍ରୀଷ୍ଟ ଯୀଶୁଙ୍କଠାରେ ଆମ୍ଭମାନଙ୍କର ଯେଉଁ ସ୍ୱାଧୀନତା ଅଛି, ଚର ସ୍ୱରୂପେ ସେଥିର ଛିଦ୍ର ଅନ୍ୱେଷଣ କରି ଆମ୍ଭମାନଙ୍କୁ ଦାସତ୍ୱର ବନ୍ଧନରେ ଆବଦ୍ଧ କରିବା ନିମନ୍ତେ ସେମାନେ ଗୁପ୍ତରେ ପ୍ରବେଶ କରିଥିଲେ;
Odia IRV 2017 (ଓଡିଆ ବାଇବେଲ)
ଆମ୍ଭମାନଙ୍କ ମଧ୍ୟକୁ ଆନୀତ କେତେ ଜଣ ଭଣ୍ଡ ଭ୍ରାତା ସକାଶେ ଏପରି ହେଲା; ଖ୍ରୀଷ୍ଟ ଯୀଶୁଙ୍କଠାରେ ଆମ୍ଭମାନଙ୍କର ଯେଉଁ ସ୍ୱାଧୀନତା ଅଛି, ଚର ସ୍ୱରୂପେ ସେଥିର ଛିଦ୍ର ଅନ୍ୱେଷଣ କରି ଆମ୍ଭମାନଙ୍କୁ ଦାସତ୍ୱର ବନ୍ଧନରେ ଆବଦ୍ଧ କରିବା ନିମନ୍ତେ ସେମାନେ ଗୁପ୍ତରେ ପ୍ରବେଶ କରିଥିଲେ;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ಉಲ್ಲ್ಯಾಕ್ನಿ ತೆಕಾ ಸುನ್ನತ್ ಕರ್‍ತಲೆ ಪಾಜೆ ಹೊತ್ತೆ, ಅಮ್ಚಿಚ್ ಭಾವಾ ಮನುನ್ ಸಾಂಗುನ್ ಚೊರಿನ್ ಅಮ್ಚ್ಯಾ ತಾಂಡ್ಯಾತ್ ಗುಸಲ್ಲಿ ಝುಟಿ ಲೊಕಾ, ಹೆನಿ ಜೆಜು ಕ್ರಿಸ್ತಾಚ್ಯಾ ವೈನಾ ಅಮಿ ಜೊಡುನ್ ಘೆತಲ್ಯಾ ತ್ಯಾ ಸುಟ್ಕಾತ್ನಾ ಕಾಡುನ್ ಅಮ್ಕಾ ಗುಲಾಮ್ಪಾನಾತ್ ಲೊಟುನ್ ಘಾಲುಚೆ ಮನುನ್ ಚಿಂತಲ್ಲ್ಯಾನಿ.