Galatians 2:5 — Compare Translations

7 translations compared side by side

Odia - 1840
"କିନ୍ତୁସସହି ଭଣ୍ଡ ଭାଇମାଲନ ଯାହା କରିବାକୁ ଚାହୁଁଥିଲଲ,ସସଥିସର ଆମ୍ଲଭସକୗଣସି ମଲତ ସମ୍ମତସହଲୁ ନାହିଁ। ଆମ୍ଲଭ ଇଚ୍ଛା କଲୁସଯ, ତୁମ୍ଭମାନଙ୍କ ଭିତସର ସୁସମାଚାର ସତ୍ଯ ରହିଥାଉ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ସୁସମାଚାରର ସତ୍ୟ ଯେପରି ତୁମ୍ଭମାନଙ୍କ ନିକଟରେ ସ୍ଥାୟୀ ହୋଇ ରହେ, ଏଥିପାଇଁ ଆମ୍ଭେମାନେ ଦଣ୍ତେମାତ୍ର ଅଧୀନତା ସ୍ଵୀକାର କରି ସେମାନଙ୍କର ବଶବର୍ତ୍ତୀ ହୋଇ ନ ଥିଲୁ ।
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ତୁମ୍ଭମାନଙ୍କ ପାଇଁ ସୁସମାଚାରର ସତ୍ୟକୁ ବଜାୟ ରଖିବା ପାଇଁ ଆମେ ସେହି ପ୍ରଚାରକମାନଙ୍କୁ କ୍ଷଣେ ହେଲେ ପ୍ରଶ୍ରୟ ଦେଇ ନ ଥିଲୁ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ସେହି ଭଣ୍ଡ ଭାଇମାନେ ଯାହା କରିବାକୁ ଗ୍ଭହୁଁଥିଲେ, ସେଥିରେ ଆମ୍ଭେ କୌଣସିମତେ ସମ୍ମତ ହେଲୁ ନାହିଁ। ଆମ୍ଭେ ଇଚ୍ଛା କଲୁ ଯେ, ତୁମ୍ଭମାନଙ୍କ ଭିତରେ ସୁସମାଗ୍ଭର ସତ୍ୟ ରହିଥାଉ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ସୁସମାଚାରର ସତ୍ୟ ଯେପରି ତୁମ୍ଭମାନଙ୍କ ନିକଟରେ ସ୍ଥାୟୀ ହୋଇ ରହେ, ଏଥିପାଇଁ ଆମ୍ଭେମାନେ ଦଣ୍ଡେମାତ୍ର ଅଧୀନତା ସ୍ୱୀକାର କରି ସେମାନଙ୍କର ବଶବର୍ତ୍ତୀ ହୋଇ ନ ଥିଲୁ।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ସୁସମାଚାରର ସତ୍ୟ ଯେପରି ତୁମ୍ଭମାନଙ୍କ ନିକଟରେ ସ୍ଥାୟୀ ହୋଇ ରହେ, ଏଥିପାଇଁ ଆମ୍ଭେମାନେ ଦଣ୍ଡେମାତ୍ର ଅଧୀନତା ସ୍ୱୀକାର କରି ସେମାନଙ୍କର ବଶବର୍ତ୍ତୀ ହୋଇ ନ ଥିଲୁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ಖರ್ಯಾ ಬರ್‍ಯಾ ಖಬ್ರಿಚೆ ಶಿಕಾಪ್ ತುಮ್ಚ್ಯಾ ಮದ್ದಿ ಘಟ್ಟ್ ರ್‍ಹಾಯ್ ಸಾರ್ಕೆ ಕರುಕ್ ಸಾಟ್ನಿ ಹ್ಯಾ ಮಾನ್ಸಾಕ್ನಿ ಅಮಿ ಎಕ್ ಉಲ್ಲೊಸೊ ಎಳ್ ಸೈತ್ ಸೊಡುಕ್ನಾವ್.