Galatians 2:7 — Compare Translations
7 translations compared side by side
Odia - 1840
"ଏହିସଲାକମାଲନସଦଖିଲଲସଯ, ପରଲମଶ୍ବର ପିତରଙ୍କ ଭଳିସମାଲତସଗାଟିଏ ବିଶଲଷ କାମସଦଇଛନ୍ତି। ପରଲମଶ୍ବର ଯିହୂଦୀମାନଙ୍କୁ ସୁସମାଚାର କହିବା ପାଇଁ ପିତରଙ୍କୁ ନିୟୁକ୍ତ କରିଛନ୍ତି। କିନ୍ତୁ ପରଲମଶ୍ବରସମାଲତ ଅଣଯିହୂଦୀମାନଙ୍କୁ ସୁସମାଚାର କହିବା କାମସଦଇଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ବରଂ ଅନ୍ୟ ପକ୍ଷରେ ଯେତେବେଳେ ସେମାନେ ଦେଖିଲେ ଯେ, ପିତରଙ୍କୁ ଯେପରି ସୁନ୍ନତିମାନଙ୍କ ମଧ୍ୟରେ, ମୋତେ ସେହିପରି ଅସୁନ୍ନତିମାନଙ୍କ ମଧ୍ୟରେ ସୁସମାଚାର ପ୍ରଚାର କରିବାର ଭାର ଅର୍ପିତ ହୋଇଅଛି,
Odia BSI (ପବିତ୍ର ବାଇବଲ (CL) NT (BSI))
ଅପର ପକ୍ଷରେ, ସେମାନେ ଦେଖିଥିଲେ ଯେ, ଈଶ୍ୱର ଯେଉଁପରି ଇହୁଦୀମାନଙ୍କ ନିକଟରେ ସୁସମାଚାର ପ୍ରଚାର କରିବା ଦାୟିତ୍ୱ ପିତରଙ୍କୁ ଦେଇଥିଲେ, ସେହିପରି ଅଣଇହୁଦୀମାନଙ୍କ ନିକଟରେ ସୁସମାଚାର ପ୍ରଚାର କରିବା ଦାୟିତ୍ୱ ମୋତେ ଦେଇଛନ୍ତି,
Odia Bible ERV 2004 (ପବିତ୍ର ବାଇବଲ)
ଏହି ଲୋକମାନେ ଦେଖିଲେ ଯେ, ପରମେଶ୍ୱର ପିତରଙ୍କ ଭଳି ମୋତେ ଗୋଟିଏ ବିଶେଷ କାମ ଦେଇଛନ୍ତି। ପରମେଶ୍ୱର ଯିହୂଦୀମାନଙ୍କୁ ସୁସମାଗ୍ଭର କହିବା ପାଇଁ ପିତରଙ୍କୁ ନିଯୁକ୍ତ କରିଛନ୍ତି। କିନ୍ତୁ ପରମେଶ୍ୱର ମୋତେ ଅଣଯିହୂଦୀମାନଙ୍କୁ ସୁସମାଗ୍ଭର କହିବା କାମ ଦେଇଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ବରଂ ଅନ୍ୟ ପକ୍ଷରେ ଯେତେବେଳେ ସେମାନେ ଦେଖିଲେ ଯେ, ପିତରଙ୍କୁ ଯେପରି ସୁନ୍ନତିପ୍ରାପ୍ତ ଯିହୁଦୀମାନଙ୍କ ମଧ୍ୟରେ, ମୋତେ ସେହିପରି ଅସୁନ୍ନତିପ୍ରାପ୍ତ ଅଣଯିହୁଦୀମାନଙ୍କ ମଧ୍ୟରେ ସୁସମାଚାର ପ୍ରଚାର କରିବାର ଭାର ଅର୍ପିତ ହୋଇଅଛି,
Odia IRV 2017 (ଓଡିଆ ବାଇବେଲ)
ବରଂ ଅନ୍ୟ ପକ୍ଷରେ ଯେତେବେଳେ ସେମାନେ ଦେଖିଲେ ଯେ, ପିତରଙ୍କୁ ଯେପରି ସୁନ୍ନତିପ୍ରାପ୍ତମାନଙ୍କ ମଧ୍ୟରେ, ମୋତେ ସେହିପରି ଅସୁନ୍ନତିପ୍ରାପ୍ତମାନଙ୍କ ମଧ୍ୟରେ ସୁସମାଚାର ପ୍ରଚାର କରିବାର ଭାର ଅର୍ପିତ ହୋଇଅଛି,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆಚ್ಯಾ ಬದ್ಲಾಕ್ ಕಶೆ ಸುನ್ನತ್ ಕರಲ್ಲ್ಯಾಕ್ನಿ ಬರಿ ಖಬರ್ ಪರ್ಗಟ್ ಕರ್ತಲೆ ಕಾಮ್ ಪೆದ್ರುಕ್ ಗಾವ್ಲಾ, ತಸೆಚ್ ಸುನ್ನತ್ ಕರಿನಸಲ್ಲ್ಯಾಕ್ನಿ ಬರಿ ಖಬರ್ ಪರ್ಗಟ್ ಕರ್ತಲಿ ಕಾಮ್ ಮಾಕಾ ಗಾವ್ಲಾ ಮನುನ್ ತೆನಿ ಸಗ್ಳ್ಯಾನಿ ಒಪ್ಪುನ್ ಘೆಟ್ಲ್ಯಾನಿ.