Galatians 2:8 — Compare Translations

7 translations compared side by side

Odia - 1840
"ପରଲମଶ୍ବର ପିତରଙ୍କୁ ଜଲଣ ପ୍ସରରିତ ରୂଲପର କାମ କରିବା ଶକ୍ତି ପ୍ରଦାନ କରିଥିଲଲ।ସସ ଯିହୂଦୀମାନଙ୍କର ଜଲଣ ପ୍ସରରିତ। ପରଲମଶ୍ବରସମାଲତ ମଧ୍ଯ ଜଲଣ ପ୍ସରରିତ ଭାବଲର କାମ କରିବା ପାଇଁ ଶକ୍ତି ପ୍ରଦାନ କରିଛନ୍ତି। କିନ୍ତୁ ମୁଁ ଅଣଯିହୂଦୀମାନଙ୍କ ପାଇଁ ପ୍ସରରିତ ଅଲଟ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
(କାରଣ ସୁନ୍ନତିମାନଙ୍କ ନିକଟରେ ପ୍ରେରିତପଦର କର୍ମ କରିବା ନିମନ୍ତେ ଯେ ପିତରଙ୍କୁ ସକ୍ଷମ କଲେ, ବିଜାତିମାନଙ୍କ ନିକଟରେ ସେହି କର୍ମ କରିବାକୁ ସେ ମୋତେ ମଧ୍ୟ ସକ୍ଷମ କଲେ),
Odia BSI (ପବିତ୍ର ବାଇବଲ (CL) NT (BSI))
କାରଣ ପିତର ଯେପରି ଇହୁଦୀମାନଙ୍କ ନିମନ୍ତେ ପ୍ରେରିତ ଶିଷ୍ୟ ରୂପେ ନିଯୁକ୍ତ ହୋଇଥିଲେ, ମୁଁ ମଧ୍ୟ ଠିକ୍ ସେହିପରି ଈଶ୍ୱରଙ୍କ ଶକ୍ତି ଦ୍ୱାରା ଅଣଇହୁଦୀମାନଙ୍କ ନିମନ୍ତେ ପ୍ରେରିତ ଶିଷ୍ୟ ରୂପେ ନିଯୁକ୍ତ ହୋଇଛି।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ପିତରଙ୍କୁ ଜଣେ ପ୍ରେରିତ ରୂପରେ କାମ କରିବା ଶକ୍ତି ପ୍ରଦାନ କରିଥିଲେ। ସେ ଯିହୂଦୀମାନଙ୍କର ଜଣେ ପ୍ରେରିତ। ପରମେଶ୍ୱର ମୋତେ ମଧ୍ୟ ଜଣେ ପ୍ରେରିତ ଭାବରେ କାମ କରିବା ପାଇଁ ଶକ୍ତି ପ୍ରଦାନ କରିଛନ୍ତି। କିନ୍ତୁ ମୁଁ ଅଣଯିହୂଦୀମାନଙ୍କ ପାଇଁ ପ୍ରେରିତ ଅଟେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
(କାରଣ ସୁନ୍ନତିମାନଙ୍କ ନିକଟରେ ପ୍ରେରିତପଦର କର୍ମ କରିବା ନିମନ୍ତେ ଯେ ପିତରଙ୍କୁ ସକ୍ଷମ କଲେ, ଅଣଯିହୁଦୀମାନଙ୍କ ନିକଟରେ ସେହି କର୍ମ କରିବାକୁ ସେ ମୋତେ ମଧ୍ୟ ସକ୍ଷମ କଲେ),
Odia IRV 2017 (ଓଡିଆ ବାଇବେଲ)
(କାରଣ ସୁନ୍ନତିମାନଙ୍କ ନିକଟରେ ପ୍ରେରିତପଦର କର୍ମ କରିବା ନିମନ୍ତେ ଯେ ପିତରଙ୍କୁ ସକ୍ଷମ କଲେ, ଅଣଯିହୂଦୀମାନଙ୍କ ନିକଟରେ ସେହି କର୍ମ କରିବାକୁ ସେ ମୋତେ ମଧ୍ୟ ସକ୍ଷମ କଲେ),
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಕಶ್ಯಾಕ್ ಮಟ್ಲ್ಯಾರ್ ಸುನ್ನತ್ ಕರಲ್ಲ್ಯಾಂಚೊ ಅಪೊಸ್ತಲ್ ಹೊವ್ಕ್ ಪೆದ್ರುಕ್ ಎಚುನ್ ಕಾಡಲ್ಲ್ಯಾನುಚ್; ಜುದೆವ್ ನ್ಹಯ್ ಹೊತ್ತ್ಯಾಂಚೊ ಅಪೊಸ್ತಲ್ ಹೊವ್ಕ್ ಮನುನ್ ಮಾಕಾಬಿ ಎಚುನ್ ಕಾಡ್ಲ್ಯಾನ್.