Galatians 3:1 — Compare Translations

7 translations compared side by side

Odia - 1840
"ପରମେଶ୍ବରଙ୍କ ଆଶୀର୍ବାଦ ବିଶ୍ବାସ ଦ୍ବାରା ମିଳେ ହେ ଗାଲାତୀୟ ଲୋକେ! ଯୀଶୁଖ୍ରୀଷ୍ଟଙ୍କୁ କିପରି ଭାବରେ କ୍ରୁଶ ଉପରେ ମୃତ୍ଯୁ ଦିଆଗଲା, ତାହା ତୁମ୍ଭକୁ ସ୍ପଷ୍ଟ ଭାବରେ କୁହା ଯାଇଥିଲା। କିନ୍ତୁ ତୁମ୍ଭମାନେେ ମୂର୍ଖ। ତୁମ୍ଭେ କାହାର ଛଳନା ରେ ପଡ଼ିଗଲ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ନିର୍ବୋଧ ଗାଲାତୀୟମାନେ, କିଏ ତୁମ୍ଭମାନଙ୍କୁ ମୋହିତ କଲାଣ? ତୁମ୍ଭମାନଙ୍କ ଚକ୍ଷୁ ସମ୍ମୁଖରେ ତ କ୍ରୁଶରେ ହତ ଯୀଶୁ ଖ୍ରୀଷ୍ଟଙ୍କ ଚିତ୍ର ଅଙ୍କିତ ହୋଇଥିଲା ।
Odia BSI (ପବିତ୍ର ବାଇବଲ (CL) NT (BSI))
ହେ ନିର୍ବୋଧ ଗାଲାତୀୟମାନେ, କିଏ ତୁମ ଉପରେ ଏହି ମନ୍ତ୍ର ପ୍ରୟୋଗ କରିଛି? କ୍ରୁଶ ଉପରେ ଯୀଶୁ ଖ୍ରୀଷ୍ଟଙ୍କ ମୃତ୍ୟୁର ବିବରଣୀ ଅତି ସ୍ପଷ୍ଟ ଭାବରେ ତୁମ ନିକଟରେ ପ୍ରକାଶ କରାଯାଇଛି।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱରଙ୍କ ଆଶୀର୍ବାଦ ବିଶ୍ୱାସ ଦ୍ୱାରା ମିଳେ ହେ ଗାଲାତୀୟ ଲୋକେ! ଯୀଶୁ ଖ୍ରୀଷ୍ଟଙ୍କୁ କିପରି ଭାବରେ କ୍ରୁଶ ଉପରେ ମୃତ୍ୟୁ ଦିଆଗଲା, ତାହା ତୁମ୍ଭକୁ ସ୍ପଷ୍ଟ ଭାବରେ କୁହା ଯାଇଥିଲା। କିନ୍ତୁ ତୁମ୍ଭେମାନେ ମୂର୍ଖ। ତୁମ୍ଭେ କାହାର ଛଳନାରେ ପଡ଼ିଗଲ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ନିର୍ବୋଧ ଗାଲାତୀୟମାନେ, କିଏ ତୁମ୍ଭମାନଙ୍କୁ ମୋହିତ କଲା? ତୁମ୍ଭମାନଙ୍କ ଚକ୍ଷୁ ସମ୍ମୁଖରେ ତ କ୍ରୁଶରେ ହତ ଯୀଶୁ ଖ୍ରୀଷ୍ଟଙ୍କ ଚିତ୍ର ଅଙ୍କିତ ହୋଇଥିଲା।
Odia IRV 2017 (ଓଡିଆ ବାଇବେଲ)
ହେ ନିର୍ବୋଧ ଗାଲାତୀୟମାନେ, କିଏ ତୁମ୍ଭମାନଙ୍କୁ ମୋହିତ କଲା? ତୁମ୍ଭମାନଙ୍କ ଚକ୍ଷୁ ସମ୍ମୁଖରେ ତ କ୍ରୁଶରେ ହତ ଯୀଶୁଖ୍ରୀଷ୍ଟଙ୍କ ଚିତ୍ର ଅଙ୍କିତ ହୋଇଥିଲା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅರೆ ಬುದ್ದ್ ನತ್ತ್ಯಾ ಗಾಲಾತ್‌ಕಾರಾನು!, ತುಮ್ಕಾ ಕೊನ್ ಪಸ್ವುಲೆ? ಕುರ್ಸಾರ್ ಮಾರಲ್ಲ್ಯಾ ಜೆಜು ಕ್ರಿಸ್ತಾಚ್ಯಾ ವಿಶಯಾತ್ ತುಮ್ಚ್ಯಾ ಡೊಳ್ಯಾಚ್ಯಾ ಇದ್ರಾಕ್ ಬರೆ ಕರುನ್ ಸೊಡ್ಸುನ್ ಥವಲ್ಲೆ ಹಾಯ್!