Galatians 3:10 — Compare Translations
7 translations compared side by side
Odia - 1840
"କିନ୍ତୁ ଯେଉଁମାନେ ବ୍ଯବସ୍ଥା ପାଳନ ଉପରେ ନିର୍ଭର କରନ୍ତି, ସମାନେେ ଅଭିଶାପଗ୍ରସ୍ତ। କାରଣ, ଯେପରି ବ୍ଯବସ୍ଥାମାନଙ୍କ ରେ ଲଖାେଅଛି: ଯାହା ବ୍ଯବସ୍ଥା272 ରେ ଲଖାେଅଛି ସେ ସବୁକୁ ପୂର୍ଣ୍ଣଭାବରେ ପାଳନ କରିବା ଉଚିତ, ନ ହେଲେ ସେ ଲୋକ ଅଭିଶାପଗ୍ରସ୍ତ ହବେ।273"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଯେତେ ଲୋକ ବ୍ୟବସ୍ଥାର କ୍ରିୟାକର୍ମ କରନ୍ତି, ସେମାନେ ଶାପଗ୍ରସ୍ତ, ଯେଣୁ ଲେଖା ଅଛି, “ଯେକେହି ବ୍ୟବସ୍ଥା ପୁସ୍ତକରେ ଲିଖିତ ସମସ୍ତ କଥା ପାଳନ କରିବା ପାଇଁ ସେଥିରେ ନିତ୍ୟ ପ୍ରବୃତ୍ତ ନ ହୁଏ, ସେ ଶାପଗ୍ରସ୍ତ ।”
Odia BSI (ପବିତ୍ର ବାଇବଲ (CL) NT (BSI))
ଯେଉଁମାନେ ବ୍ୟବସ୍ଥା ପାଳନ ଉପରେ ନିର୍ଭର କରନ୍ତି, ସେମାନେ ଅଭିଶାପର ଆଶଙ୍କା ମଧ୍ୟରେ ଜୀବନ ଯାପନ କରନ୍ତି। କାରଣ ଧର୍ମଶାସ୍ତ୍ରରେ ଉଲ୍ଲେଖ ଅଛି, “ମୋଶାଙ୍କ ବ୍ୟବସ୍ଥା ପୁସ୍ତକରେ ଯାହା ସବୁ ଲେଖା ଯାଇଛି, ଯଦି କେହି ସମ୍ପୂର୍ଣ୍ଣଭାବେ ତାହା ପାଳନ ନ କରେ, ସେ ଈଶ୍ୱରଙ୍କ ଅଭିଶାପର ପାତ୍ର ହେବ।”
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଯେଉଁମାନେ ବ୍ୟବସ୍ଥା ପାଳନ ଉପରେ ନିର୍ଭର କରନ୍ତି, ସେମାନେ ଅଭିଶାପଗ୍ରସ୍ତ। କାରଣ, ଯେପରି ବ୍ୟବସ୍ଥାମାନଙ୍କରେ ଲେଖାଅଛି: “ଯାହା ବ୍ୟବସ୍ଥା ରେ ଲେଖାଅଛି ସେ ସବୁକୁ ପୂର୍ଣ୍ଣଭାବରେ ପାଳନ କରିବା ଉଚିତ୍, ନ ହେଲେ ସେ ଲୋକ ଅଭିଶାପଗ୍ରସ୍ତ ହେବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଯେତେ ଲୋକ ମୋଶାଙ୍କ ବ୍ୟବସ୍ଥାର କ୍ରିୟାକର୍ମ କରନ୍ତି, ସେମାନେ ଶାପଗ୍ରସ୍ତ, ଯେଣୁ ଲେଖାଅଛି, “ଯେ କେହି ମୋଶାଙ୍କ ବ୍ୟବସ୍ଥା ପୁସ୍ତକରେ ଲିଖିତ ସମସ୍ତ କଥା ପାଳନ କରିବା ପାଇଁ ସେଥିରେ ନିତ୍ୟ ପ୍ରବୃତ୍ତ ନ ହୁଏ, ସେ ଶ୍ରାପଗ୍ରସ୍ତ।”
Odia IRV 2017 (ଓଡିଆ ବାଇବେଲ)
କାରଣ ଯେତେ ଲୋକ ମୋଶାଙ୍କ ବ୍ୟବସ୍ଥାର କ୍ରିୟାକର୍ମ କରନ୍ତି, ସେମାନେ ଶାପଗ୍ରସ୍ତ, ଯେଣୁ ଲେଖା ଅଛି, "ଯେ କେହି ମୋଶାଙ୍କ ବ୍ୟବସ୍ଥା ପୁସ୍ତକରେ ଲିଖିତ ସମସ୍ତ କଥା ପାଳନ କରିବା ପାଇଁ ସେଥିରେ ନିତ୍ୟ ପ୍ରବୃତ୍ତ ନ ହୁଏ, ସେ ଶ୍ରାପଗ୍ରସ୍ତ ।''
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆ ಕೊನ್ ಖಾಯ್ದ್ಯಾಕ್ನಿ ಖಾಯ್ಲ್ ಹೊವ್ನ್ ಚಲ್ತಲ್ಯಾ ವರ್ತಿ ಹೊಂದುನ್ ಹಾತ್, ತೆನಿ ಸರಾಪಾತ್ ಹಾತ್, ಕಶ್ಯಾಕ್ ಮಟ್ಲ್ಯಾರ್ ಪವಿತ್ರ್ ಪುಸ್ತಕ್ ಮನ್ತಾ “ಜೆ ಕೊನ್ ಪುಸ್ತಕಾತ್ ಲಿವಲ್ಲ್ಯಾ ಸಗ್ಳ್ಯಾ ಖಾಯ್ದ್ಯಾಕ್ನಿ ಕನ್ನಾಬಿ ಖಾಯ್ಲ್ ಹೊವ್ನ್ ಚಲಿನಸ್ತಾನಾ ರ್ಹಾತಾ, ತೊ ದೆವಾಚ್ಯಾ ಸರಾಪಾತ್ ರ್ಹಾತಾ!”