Galatians 3:11 — Compare Translations

7 translations compared side by side

Odia - 1840
"ଏଥିରୁ ସ୍ପଷ୍ଟ ଯେ, କୌଣସି ଲୋକ ବ୍ଯବସ୍ଥା ପାଳନ ଦ୍ବାରା ପରମେଶ୍ବରଙ୍କଠା ରେ ଧାର୍ମିକ ବୋଲି ପ୍ରମାଣିତ ହୁଏ ନାହିଁ। କାରଣ ଶାସ୍ତ୍ର କ ହେ: ବିଶ୍ବାସକୁ ଆଧାର କରି ଧାର୍ମିକ ବ୍ଯକ୍ତି ସଦାକାଳ ପାଇଁ ଜୀବିତ ରହିବ।274"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ବ୍ୟବସ୍ଥା ଦ୍ଵାରା କେହି ଯେ ଈଶ୍ଵରଙ୍କ ସାକ୍ଷାତରେ ଧାର୍ମିକ ଗଣିତ ହୁଏ ନାହିଁ, ଏହା ତ ସ୍ପଷ୍ଟ, “କାରଣ ଧାର୍ମିକ ବିଶ୍ଵାସ ଦ୍ଵାରା ବଞ୍ଚିବ ।”
Odia BSI (ପବିତ୍ର ବାଇବଲ (CL) NT (BSI))
ତେଣୁ ଏଥିରୁ ସ୍ପଷ୍ଟଭାବେ ଜଣାଯାଏ, ବ୍ୟବସ୍ଥା ଦ୍ୱାରା କୌଣସି ବ୍ୟକ୍ତି ଈଶ୍ୱରଙ୍କ ଦୃଷ୍ଟିରେ ଧାର୍ମିକ ହୋଇପାରେ ନାହିଁ, କାରଣ ଧର୍ମଶାସ୍ତ୍ରରେ ଉଲ୍ଲେଖ ଅଛି, “ବିଶ୍ୱାସ ଦ୍ୱାରା ଈଶ୍ୱରଙ୍କ ନିକଟରେ ନିର୍ଦ୍ଦୋଷ ବିବେଚିତ ହେଉଥିବା ବ୍ୟକ୍ତି ହିଁ କେବଳ ବଞ୍ôଚବ।”
Odia Bible ERV 2004 (ପବିତ୍ର ବାଇବଲ)
ଏଥିରୁ ସ୍ପଷ୍ଟ ଯେ, କୌଣସି ଲୋକ ବ୍ୟବସ୍ଥା ପାଳନ ଦ୍ୱାରା ପରମେଶ୍ୱରଙ୍କଠାରେ ଧାର୍ମିକ ବୋଲି ପ୍ରମାଣିତ ହୁଏ ନାହିଁ। କାରଣ ଶାସ୍ତ୍ର କହେ: “ବିଶ୍ୱାସକୁ ଆଧାର କରି ଧାର୍ମିକ ବ୍ୟକ୍ତି ସଦାକାଳ ପାଇଁ ଜୀବିତ ରହିବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୋଶାଙ୍କ ବ୍ୟବସ୍ଥା ଦ୍ୱାରା କେହି ଯେ ଈଶ୍ବରଙ୍କ ସାକ୍ଷାତରେ ଧାର୍ମିକ ଗଣିତ ହୁଏ ନାହିଁ, ଏହା ତ ପବିତ୍ର ଶାସ୍ତ୍ରରେ ସ୍ପଷ୍ଟ, “କାରଣ ଧାର୍ମିକ ବିଶ୍ୱାସ ଦ୍ୱାରା ବଞ୍ଚିବ।”
Odia IRV 2017 (ଓଡିଆ ବାଇବେଲ)
ମୋଶାଙ୍କ ବ୍ୟବସ୍ଥା ଦ୍ୱାରା କେହି ଯେ ଈଶ୍ୱରଙ୍କ ସାକ୍ଷାତରେ ଧାର୍ମିକ ଗଣିତ ହୁଏ ନାହିଁ, ଏହା ତ ସ୍ପଷ୍ଟ, "କାରଣ ଧାର୍ମିକ ବିଶ୍ୱାସ ଦ୍ୱାରା ବଞ୍ଚିବ ।''
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖಾಯ್ದ್ಯಾಂಚ್ಯಾ ವೈನಾ ಕೊನ್‍ಬಿ ನಿತಿವಂತ್ ಹೊಯ್ನಾ ಮನ್ತಲೆ ಕಳುನ್‍ ಯೆಲೆ. ಕಶ್ಯಾಕ್ ಮಟ್ಲ್ಯಾರ್ ಪವಿತ್ರ್ ಪುಸ್ತಕ್ ಮನ್ತಾ “ದೆವಾಚ್ಯಾ ವಾಂಗ್ಡಾ ನಿತಿವಂತ್ ಮನುನ್ ಥವಲ್ಲೊ ಮಾನುಸ್, ಫಕತ್ ವಿಶ್ವಾಸಾ ವೈನಾ ಯೆವ್ಡೆಚ್ ಝಿತ್ತೊ ರ್‍ಹಾತಾ”.