Galatians 3:12 — Compare Translations

7 translations compared side by side

Odia - 1840
"କିନ୍ତୁ ବ୍ଯବସ୍ଥା ବିଶ୍ବାସ ଉପରେ ଆଧାରିତ ନୁହେଁ, ପ୍ରତିବଦଳ ରେ ଶାସ୍ତ୍ର କୁ ହେ: ଯେଉଁ ଲୋକ ବ୍ଯବସ୍ଥାର ବିଧିଗୁଡ଼ିକ ପାଳନ କରେ, ସେ ସଗେୁଡ଼ିକ ମାଧ୍ଯମ ରେ ବଞ୍ଚିବ।275"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ବିଶ୍ଵାସ ବ୍ୟବସ୍ଥାର ମୂଳ ବିଷୟ ନୁହେଁ; ବ୍ୟବସ୍ଥାର ମୂଳ ବିଷୟ ଏହି, ଯେ ଏହିସବୁ ପାଳନ କରେ, ସେ ସେଥିରେ ବଞ୍ଚିବ ।
Odia BSI (ପବିତ୍ର ବାଇବଲ (CL) NT (BSI))
ମାତ୍ର ବ୍ୟବସ୍ଥା ସହିତ ବିଶ୍ୱାସର କୌଣସି ସମ୍ପର୍କ ନାହିଁ। ଧର୍ମଶାସ୍ତ୍ରରେ ଉଲ୍ଲେଖ ରହିଛି, “ଯେଉଁ ବ୍ୟକ୍ତି ବ୍ୟବସ୍ଥାର ଦାବୀସଙ୍ଗତ କାର୍ଯ୍ୟ କରେ, ସେ ବଞ୍ଚିବ।”
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ବ୍ୟବସ୍ଥା ବିଶ୍ୱାସ ଉପରେ ଆଧାରିତ ନୁହେଁ, ପ୍ରତିବଦଳରେ ଶାସ୍ତ୍ର କୁହେ: “ଯେଉଁ ଲୋକ ବ୍ୟବସ୍ଥାର ବିଧିଗୁଡ଼ିକ ପାଳନ କରେ, ସେ ସେଗୁଡ଼ିକ ମାଧ୍ୟମରେ ବଞ୍ଚିବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ବିଶ୍ୱାସ ମୋଶାଙ୍କ ବ୍ୟବସ୍ଥାର ମୂଳ ବିଷୟ ନୁହେଁ; ମୋଶାଙ୍କ ବ୍ୟବସ୍ଥାର ମୂଳ ବିଷୟ ଏହି, ଯେ ଏହିସବୁ ପାଳନ କରେ, ସେ ସେଥିରେ ବଞ୍ଚିବ।
Odia IRV 2017 (ଓଡିଆ ବାଇବେଲ)
ଆଉ ବିଶ୍ୱାସ ମୋଶାଙ୍କ ବ୍ୟବସ୍ଥାର ମୂଳ ବିଷୟ ନୁହେଁ; ମୋଶାଙ୍କ ବ୍ୟବସ୍ଥାର ମୂଳ ବିଷୟ ଏହି, ଯେ ଏହି ସବୁ ପାଳନ କରେ, ସେ ସେଥିରେ ବଞ୍ଚିବ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ಖಾಯ್ದ್ಯಾಕ್ನಿ ಅನಿ ವಿಶ್ವಾಸಾಕ್ ಕಾಯ್ಬಿ ಸಮಂದ್ ನಾ, ತೆಚ್ಯಾ ಬದ್ಲಾಕ್ ಪವಿತ್ರ್ ಪುಸ್ತಕ್ ಮನ್ತಾ, “ಜೆ ಕೊನ್ ಖಾಯ್ದ್ಯಾಕ್ ಪಾಜೆ ಹೊಲ್ಲೆ ಸಗ್ಳೆ ಕರ್‍ತಾ, ತೊ ಝಿತ್ತೊ ರ್‍ಹಾತಾ,”