Galatians 3:13 — Compare Translations
7 translations compared side by side
Odia - 1840
"ଖ୍ରୀଷ୍ଟ ଆମ୍ଭ ନିମନ୍ତେ ଅଭିଶାପ ନିଜେ ଗ୍ରହଣ କଲେ ଏବଂ ଆମ୍ଭକୁ ବ୍ଯବସ୍ଥାର ଅଭିଶାପରୁ ମୁକ୍ତ କଲେ। ଶାସ୍ତ୍ର କୁ ହେ: ଯେଉଁ ଲୋକର ଶରୀରକୁ ଗଛ ରେ ଟାଙ୍ଗି ଦିଆ ଯାଏ,276 ସେ ଲୋକଟି ଅଭିଶାପଗ୍ରସ୍ତ।277"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯୀଶୁ ଖ୍ରୀଷ୍ଟଙ୍କ ହେତୁ ଅବ୍ରହାମଙ୍କର ଆଶୀର୍ବାଦ ଯେପରି ବିଜାତିମାନଙ୍କ ପ୍ରତି ବର୍ତ୍ତେ, ପୁଣି ଆମ୍ଭେମାନେ ଯେପରି ବିଶ୍ଵାସ ହେତୁ ପ୍ରତିଜ୍ଞାତ ଆତ୍ମା ପ୍ରାପ୍ତ ହେଉ,
Odia BSI (ପବିତ୍ର ବାଇବଲ (CL) NT (BSI))
ମାତ୍ର ଖ୍ରୀଷ୍ଟ ଆମ ପାଇଁ ଅଭିଶପ୍ତ ହୋଇ ବ୍ୟବସ୍ଥାରେ ଉଲ୍ଲିଖିତ ଅଭିଶାପରୁ ଆମକୁ ମୁକ୍ତ କରିଛନ୍ତି। ଧର୍ମଶାସ୍ତ୍ରରେ ଲେଖାଅଛି, “ଯେ ବୃକ୍ଷରେ ଟଙ୍ଗାଯାଇ ମୃତ୍ୟୁଦଣ୍ଡ ଭୋଗ କରେ, ସେ ଈଶ୍ୱରଙ୍କ ଦ୍ୱାରା ଅଭିଶପ୍ତ!”
Odia Bible ERV 2004 (ପବିତ୍ର ବାଇବଲ)
ଖ୍ରୀଷ୍ଟ ଆମ୍ଭ ନିମନ୍ତେ ଅଭିଶାପ ନିଜେ ଗ୍ରହଣ କଲେ ଏବଂ ଆମ୍ଭକୁ ବ୍ୟବସ୍ଥାର ଅଭିଶାପରୁ ମୁକ୍ତକଲେ। ଶାସ୍ତ୍ର କୁହେ: “ଯେଉଁ ଲୋକର ଶରୀରକୁ ଗଛରେ ଟାଙ୍ଗି ଦିଆ ଯାଏ, ସେ ଲୋକଟି ଅଭିଶାପଗ୍ରସ୍ତ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଅବ୍ରହାମଙ୍କର ଆଶୀର୍ବାଦ ଯେପରି ଅଣଯିହୁଦୀମାନଙ୍କ ପ୍ରତି ବର୍ତ୍ତେ, ପୁଣି ଆମ୍ଭେମାନେ ଯେପରି ବିଶ୍ୱାସ ହେତୁ ପ୍ରତିଜ୍ଞାତ ଆତ୍ମା ପ୍ରାପ୍ତ ହେଉ,
Odia IRV 2017 (ଓଡିଆ ବାଇବେଲ)
ଯୀଶୁଖ୍ରୀଷ୍ଟଙ୍କ ହେତୁ ଅବ୍ରାହାମଙ୍କର ଆଶୀର୍ବାଦ ଯେପରି ଅଣଯିହୂଦୀମାନଙ୍କ ପ୍ରତିବର୍ତ୍ତେ, ପୁଣି, ଆମ୍ଭେମାନେ ଯେପରି ବିଶ୍ୱାସ ହେତୁ ପ୍ରତିଜ୍ଞାତ ଆତ୍ମା ପ୍ରାପ୍ତ ହେଉ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ಸರಾಪಾತ್ ಹೊತ್ತ್ಯಾ ಅಮ್ಕಾ ಖಾಯ್ದ್ಯಾನ್ ಹಾನ್ತಲ್ಯಾ ಸರಾಪಾತ್ನಾ ಸೊಡ್ವುಸಾಟ್ನಿ; ಕ್ರಿಸ್ತಾನ್ ತೊ ಸರಾಪ್ ಅಪ್ನಾ ವರ್ತಿ ಘೆಟ್ಲ್ಯಾನ್, ಕಶ್ಯಾಕ್ ಮಟ್ಲ್ಯಾರ್ ಪವಿತ್ರ್ ಪುಸ್ತಕ್ ಮನ್ತಾ “ಜೆ ಕೊನಾಕ್ ಝಾಡಾಕ್ ಲೊಂಬಾತ್ ಘಾಟಲ್ಲೆ ಹಾಯ್ ತೊ ದೆವಾಚ್ಯಾ ಸರಾಪಾತ್ ಹಾಯ್”.