Galatians 3:14 — Compare Translations
7 translations compared side by side
Odia - 1840
"ଖ୍ରୀଷ୍ଟ ଆମ୍ଭକୁ ମୁକ୍ତ କରିବାର ଉଦ୍ଦେଶ୍ଯ ଥିଲା, ଯେପରି ଯେଉଁ ଆଶୀର୍ବାଦସବୁ ଅବ୍ରହାମଙ୍କୁ ପ୍ରତିଜ୍ଞା କରାଯାଇଥିଲା, ତାହା ଖ୍ରୀଷ୍ଟ ଯୀଶୁଙ୍କ ଦ୍ବାରା ଅଣଯିହୂଦୀମାନଙ୍କୁ ପ୍ରଦାନ କରାଯାଇପାରିବ ଏବଂ ଯେପରି ବିଶ୍ବାସ ଦ୍ବାରା ଆମ୍ଭେ ସମସ୍ତେ ସହେି ପ୍ରତିଜ୍ଞା ଦିଆଯାଇଥିବା ଆତ୍ମା ପାଇପାରିବା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିପାଇଁ ଖ୍ରୀଷ୍ଟ ଆମ୍ଭମାନଙ୍କ ନିମନ୍ତେ ଅଭିଶପ୍ତ ହୋଇ ବ୍ୟବସ୍ଥାର ଅଭିଶାପରୁ ଆମ୍ଭମାନଙ୍କୁ ମୂଲ୍ୟ ଦେଇ ମୁକ୍ତ କଲେ; କାରଣ ଲେଖା ଅଛି, ଯେକେହି ଖୁଣ୍ଟରେ ଟଙ୍ଗାଯାଏ, ସେ ଅଭିଶପ୍ତ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଈଶ୍ୱର ଅବ୍ରାହାମଙ୍କୁ ଯେଉଁ ଆଶୀର୍ବାଦ ପ୍ରଦାନ କରିବାକୁ ପ୍ରତିଜ୍ଞା କରିଥିଲେ, ଅଣଇହୁଦୀମାନେ ମଧ୍ୟ ଯେପରି ତାହା ଲାଭ କରି ପାରିବେ, ଏଥିପାଇଁ ଖ୍ରୀଷ୍ଟ ଏହି କାର୍ଯ୍ୟ ସାଧନ କରିଛନ୍ତି। ତେଣୁ ବିଶ୍ୱାସ ଦ୍ୱାରା ଆମେ ମଧ୍ୟ ଈଶ୍ୱରଙ୍କ ପ୍ରତିଶ୍ରୁତି ଅନୁସାରେ ପବିତ୍ର ଆତ୍ମା ଲାଭ କରିପାରିବୁ।
Odia Bible ERV 2004 (ପବିତ୍ର ବାଇବଲ)
ଖ୍ରୀଷ୍ଟ ଆମ୍ଭକୁ ମୁକ୍ତ କରିବାର ଉଦ୍ଦେଶ୍ୟ ଥିଲା, ଯେପରି ଯେଉଁ ଆଶୀର୍ବାଦସବୁ ଅବ୍ରହାମଙ୍କୁ ପ୍ରତିଜ୍ଞା କରାଯାଇଥିଲା, ତାହା ଖ୍ରୀଷ୍ଟ ଯୀଶୁଙ୍କ ଦ୍ୱାରା ଅଣଯିହୂଦୀମାନଙ୍କୁ ପ୍ରଦାନ କରାଯାଇପାରିବ ଏବଂ ଯେପରି ବିଶ୍ୱାସ ଦ୍ୱାରା ଆମ୍ଭେ ସମସ୍ତେ ସେହି ପ୍ରତିଜ୍ଞା ଦିଆଯାଇଥିବା ଆତ୍ମା ପାଇ ପାରିବା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିପାଇଁ ଖ୍ରୀଷ୍ଟ ଆମ୍ଭମାନଙ୍କ ନିମନ୍ତେ ଅଭିଶପ୍ତ ହୋଇ ମୋଶାଙ୍କ ବ୍ୟବସ୍ଥାର ଅଭିଶାପରୁ ଆମ୍ଭମାନଙ୍କୁ ମୂଲ୍ୟ ଦେଇ ମୁକ୍ତ କଲେ; କାରଣ ଯେପରି ପବିତ୍ର ଶାସ୍ତ୍ରରେ ଲେଖାଅଛି, ଯେ କେହି ଖୁଣ୍ଟରେ ଟଙ୍ଗାଯାଏ, ସେ ଅଭିଶପ୍ତ।
Odia IRV 2017 (ଓଡିଆ ବାଇବେଲ)
ଏଥିପାଇଁ ଖ୍ରୀଷ୍ଟ ଆମ୍ଭମାନଙ୍କ ନିମନ୍ତେ ଅଭିଶପ୍ତ ହୋଇ ମୋଶାଙ୍କ ବ୍ୟବସ୍ଥାର ଅଭିଶାପରୁ ଆମ୍ଭମାନଙ୍କୁ ମୂଲ୍ୟ ଦେଇ ମୁକ୍ତ କଲେ; କାରଣ ଲେଖା ଅଛି, ଯେ କେହି ଖୁଣ୍ଟରେ ଟଙ୍ଗାଯାଏ, ସେ ଅଭିଶପ୍ତ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ದೆವಾನ್ ಅಬ್ರಾಹಾಮಾಕ್ ಗೊಸ್ಟ್ ದಿವ್ನ್ ದಿಲ್ಲೊ ಆಶಿರ್ವಾದ್ ಕ್ರಿಸ್ತ್ ಜೆಜುಚ್ಯಾ ವೈನಾ ಜುದೆವ್ ನ್ಹಯ್ ಹೊತ್ತ್ಯಾಕ್ನಿಬಿ ದಿವ್ನ್ ಹೊವ್ಚೆ, ಅನಿ ವಿಶ್ವಾಸಾಚ್ಯಾ ವೈನಾ ಅಮಿ ದೆವಾನ್ ಗೊಸ್ಟ್ ದಿಲ್ಲೊ ಆತ್ಮೊ ಘೆವ್ಚೆ ಮನುನ್ ಕ್ರಿಸ್ತಾನ್ ಅಸೆ ಕರ್ಲ್ಯಾನ್.