Galatians 3:15 — Compare Translations
7 translations compared side by side
Odia - 1840
"ଭାଇ ଓ ଭଉଣୀମାନେ! ମୁଁ ଗୋଟିଏ ଉଦାହରଣ ଦେଉଛି: ଜଣେ ଲୋକ ଅନ୍ୟ ଜଣଙ୍କ ସହିତ କରିଥିବା ଚୁକ୍ତି ବିଷୟ ରେ ଭାବ। ସହେି ଚୁକ୍ତିଟି ଅନୁମାଦେିତ ହାଇଗେଲା ପରେ, ସେଥି ରେ କୌଣସି ପରିବର୍ତ୍ତନ ହାଇପୋ ରେ ନାହିଁ। ତାହାକୁ ଅଟକାଇ ରଖିହୁଏ ନାହିଁ ଓ ସେଥି ରେ ୟୋଡ଼ା ଯାଇପା ରେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ଭାଇମାନେ, ମୁଁ ମନୁଷ୍ୟ ଭାବରେ କହୁଅଛି; ଇଚ୍ଛାପତ୍ର ମନୁଷ୍ୟ ଦ୍ଵାରା କରାଗଲେ ସୁଦ୍ଧା ଯେତେବେଳେ ତାହା ସ୍ଥିରୀକୃତ ହୁଏ, ସେତେବେଳେ କେହି ତାହା ଅନ୍ୟଥା କରି ପାରେ ନାହିଁ ବା ସେଥିରେ କିଛି ଯୋଗ କରି ପାରେ ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଭାଇମାନେ! ମୁଁ ଗୋଟିଏ ସାଧାରଣ ଉଦାହରଣ ଦେଉଛି: ଯେତେବେଳେ ଦୁଇ ଜଣ କୌଣସି ବିଷୟରେ ଗୋଟିଏ ଚୁକ୍ତି ସ୍ୱାକ୍ଷର କରନ୍ତି, କେହି ସେ ଚୁକ୍ତି ଭଙ୍ଗ କରିପାରେ ନାହିଁ ବା ସେଥିରେ କିଛି ଯୋଗ କରିପାରେ ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
ବ୍ୟବସ୍ଥା ଓ ପ୍ରତିଜ୍ଞା ଭାଇ ଓ ଭଉଣୀମାନେ! ମୁଁ ଗୋଟିଏ ଉଦାହରଣ ଦେଉଛି: ଜଣେ ଲୋକ ଅନ୍ୟ ଜଣକ ସହିତ କରିଥିବା ଚୁକ୍ତି ବିଷୟରେ ଭାବ। ସେହି ଚୁକ୍ତିଟି ଅନୁମୋଦିତ ହୋଇଗଲା ପରେ, ସେଥିରେ କୌଣସି ପରିବର୍ତ୍ତନ ହୋଇପାରେ ନାହିଁ। ତାହାକୁ ଅଟକାଇ ରଖିହୁଏ ନାହିଁ ଓ ସେଥିରେ ଯୋଡ଼ା ଯାଇପାରେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ଭାଇମାନେ, ମୁଁ ମନୁଷ୍ୟ ଭାବରେ କହୁଅଛି; ଚୁକ୍ତି ମନୁଷ୍ୟ ଦ୍ୱାରା କରାଗଲେ ସୁଦ୍ଧା ଯେତେବେଳେ ତାହା ସ୍ଥିରୀକୃତ ହୁଏ, ସେତେବେଳେ କେହି ତାହା ଅନ୍ୟଥା କରିପାରେ ନାହିଁ ବା ସେଥିରେ କିଛି ଯୋଗ କରିପାରେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ହେ ଭାଇମାନେ, ମୁଁ ମନୁଷ୍ୟ ଭାବରେ କହୁଅଛି; ଚୁକ୍ତି ମନୁଷ୍ୟ ଦ୍ୱାରା କରାଗଲେ ସୁଦ୍ଧା ଯେତେବେଳେ ତାହା ସ୍ଥିରୀକୃତ ହୁଏ, ସେତେବେଳେ କେହି ତାହା ଅନ୍ୟଥା କରି ପାରେ ନାହିଁ ବା ସେଥିରେ କିଛି ଯୋଗ କରି ପାରେ ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಭಾವಾನು ಅನಿ ಭೆನಿಯಾನು, ಮಿಯಾ ತುಮ್ಕಾ ಎಕ್ ಉದಾರನ್ ದಿತಾ ಎಕ್ಲೊ ಅನಿ ಎಕ್ಲ್ಯಾ ವಾಂಗ್ಡಾ ಗೊಸ್ಟ್ ದಿತಲ್ಯಾ ವಿಶಯಾತ್ ಚಿಂತುನ್ ಬಗಾ, ದೊಗೆ ಜಾನಾನಿ ಎಕ್ ಕರಾರಾಕ್ ತಯಾರ್ ಹೊವ್ನ್ ತೆನಿ ಸಹಿ ಘಾಟಲ್ಲ್ಯಾ ತನ್ನಾ ಕೊನ್ಬಿ ತೆ ಮೊಡುಕ್ ಹೊಯ್ನಾ, ನಾಜಾಲ್ಯಾರ್ ತೆಕಾ ಕಾಯ್ಬಿ ಜಾಸ್ತಿಚೆ ಮಿಳ್ವುಕ್ ಹೊಯ್ನಾ.