Galatians 3:16 — Compare Translations

7 translations compared side by side

Odia - 1840
"ସେ ଚୁକ୍ତିକୁ ମଧ୍ଯ ଏଡ଼ାଇ ଦଇେ ହୁଏ ନାହିଁ। ସହେିପରି ପରମେଶ୍ବର ଅବ୍ରହାମ ଓ ତାହାଙ୍କ ସନ୍ତାନଙ୍କୁ ପ୍ରତିଶୃତି ଦଇେଥିଲେ। କିନ୍ତୁ ସେ ତାହାଙ୍କର ସମସ୍ତ ବଂଶଧର ପାଇଁ ଏହି ପ୍ରତିଜ୍ଞା ଦଇେ ନ ଥିଲେ। ତା'ର ଅର୍ଥ ଜଣେ ମାତ୍ର ବ୍ଯକ୍ତିଙ୍କୁ ପ୍ରତିଜ୍ଞା କରାଯାଇଥିଲା ଏବଂ ସହେି ବ୍ଯକ୍ତି ଜଣକ ହେଉଛନ୍ତି ଖ୍ରୀଷ୍ଟ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅବ୍ରହାମ ଓ ତାହାଙ୍କ ସନ୍ତାନ ପ୍ରତି ପ୍ରତିଜ୍ଞାସମୂହ ଉକ୍ତ ହୋଇଥିଲା । ଅନେକଙ୍କୁ ଲକ୍ଷ୍ୟ କରି ସନ୍ତାନମାନଙ୍କୁ ବୋଲି କୁହାଯାଏ ନାହିଁ, କିନ୍ତୁ ଜଣଙ୍କୁ ଅର୍ଥାତ୍ ଖ୍ରୀଷ୍ଟଙ୍କୁ ଲକ୍ଷ୍ୟ କରି ତୁମ୍ଭର ସନ୍ତାନକୁ ବୋଲି କୁହାଯାଏ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଅବ୍ରାହାମ ଓ ତାଙ୍କର ବଂଶଧର ନିକଟରେ ଈଶ୍ୱର ତାଙ୍କର ପ୍ରତିଜ୍ଞା କରିଥିଲେ। କିନ୍ତୁ ଏ ସମ୍ପର୍କରେ “ତୁମର ବଂଶଧରମାନଙ୍କ ପାଇଁ”, ଅର୍ଥାତ୍ ଅନେକ ଲୋକଙ୍କ ପାଇଁ ବୋଲି ଶାସ୍ତ୍ରରେ ଉଲ୍ଲେଖ ନାହିଁ। କେବଳ “ତୁମ ବଂଶଧର ପାଇଁ” ବୋଲି ଉଲ୍ଲେଖ ଅଛି। ତେଣୁ ସେହି ଶାସ୍ତ୍ରୋକ୍ତି କେବଳ ଜଣେ ବ୍ୟକ୍ତି, ଅର୍ଥାତ୍ ଖ୍ରୀଷ୍ଟଙ୍କ ପ୍ରତି ଉଦ୍ଦିଷ୍ଟ।
Odia Bible ERV 2004 (ପବିତ୍ର ବାଇବଲ)
ସେ ଚୁକ୍ତିକୁ ମଧ୍ୟ ଏଡ଼ାଇ ଦେଇ ହୁଏ ନାହିଁ। ସେହିପରି ପରମେଶ୍ୱର ଅବ୍ରହାମ “ଓ ତାହାଙ୍କ ସନ୍ତାନଙ୍କୁ” ପ୍ରତିଶୃତି ଦେଇଥିଲେ। କିନ୍ତୁ “ସେ ତାହାଙ୍କର ସମସ୍ତ ବଂଶଧର” ପାଇଁ ଏହି ପ୍ରତିଜ୍ଞା ଦେଇ ନ ଥିଲେ। ତା’ର ଅର୍ଥ ଜଣେ ମାତ୍ର ବ୍ୟକ୍ତିଙ୍କୁ ପ୍ରତିଜ୍ଞା କରାଯାଇଥିଲା ଏବଂ ସେହି ବ୍ୟକ୍ତି ଜଣକ ହେଉଛନ୍ତି ଖ୍ରୀଷ୍ଟ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅବ୍ରହାମ ଓ ତାହାଙ୍କ ସନ୍ତାନ ପ୍ରତି ପ୍ରତିଜ୍ଞାସମୂହ ଉକ୍ତ ହୋଇଥିଲା। ଅନେକଙ୍କୁ ଲକ୍ଷ୍ୟ କରି ସନ୍ତାନମାନଙ୍କୁ ବୋଲି କୁହାଯାଏ ନାହିଁ, କିନ୍ତୁ ଜଣଙ୍କୁ ଅର୍ଥାତ୍‍ ଖ୍ରୀଷ୍ଟଙ୍କୁ ଲକ୍ଷ୍ୟ କରି ତୁମ୍ଭର ସନ୍ତାନକୁ ବୋଲି କୁହାଯାଏ।
Odia IRV 2017 (ଓଡିଆ ବାଇବେଲ)
ଅବ୍ରାହାମ ଓ ତାହାଙ୍କ ସନ୍ତାନ ପ୍ରତି ପ୍ରତିଜ୍ଞାସମୂହ ଉକ୍ତ ହୋଇଥିଲା । ଅନେକଙ୍କୁ ଲକ୍ଷ୍ୟ କରି ସନ୍ତାନମାନଙ୍କୁ ବୋଲି କୁହାଯାଏ ନାହିଁ, କିନ୍ତୁ ଜଣଙ୍କୁ ଅର୍ଥାତ୍‍ ଖ୍ରୀଷ୍ଟଙ୍କୁ ଲକ୍ଷ୍ୟ କରି ତୁମ୍ଭର ସନ୍ତାନକୁ ବୋଲି କୁହାଯାଏ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ದೆವಾನ್ ಅಬ್ರಾಹಾಮಾಕ್ ಅನಿ ತೆಚ್ಯಾ ಪಿಳ್ಗಿಕ್ ಗೊಸ್ಟಿಯಾ ದಿಲ್ಯಾನ್, ಪವಿತ್ರ್ ಪುಸ್ತಕ್ ಪಿಳ್ಗಿಯಾಕ್ನಿ ಮನುನ್ ಸಾಂಗಿನಾ ತಸೆ ಮಟ್ಲ್ಯಾರ್ ಲೈ ಲೊಕಾ ಮನುನ್ ಹೊತಾ ಖರೆ ತೆ “ಪಿಳ್ಗಿಕ್” ಮನ್ತಾ, ಕಶ್ಯಾಕ್ ಮಟ್ಲ್ಯಾರ್ ತೊ ಎಕ್ಲ್ಯಾಕುಚ್ ದಾಕ್ವುತಾ, ತೊ ಎಕ್ಲೊ ಕೊನ್ ಮಟ್ಲ್ಯಾರ್ ಕ್ರಿಸ್ತ್.