Galatians 3:19 — Compare Translations

7 translations compared side by side

Odia - 1840
"ତା' ହେଲେ ବ୍ଯବସ୍ଥାର ପ୍ରଯୋଜନ କ'ଣ? ଲୋକମାନଙ୍କ ଭୂଲ୍ କାମଗୁଡ଼ିକୁ ଦଖାଇବୋ ଲାଗି ବ୍ଯବସ୍ଥାକୁ ପ୍ରତିଜ୍ଞା ସହିତ ଯୋଗ କରାଯାଇଥିଲା। ଅବ୍ରହାମଙ୍କ ବିଶଷେ ସନ୍ତାନଙ୍କ ଆସିବା ପର୍ୟ୍ଯନ୍ତ ବ୍ଯବସ୍ଥା ଜାରି ରହିବାର ଥିଲା। ପରମେଶ୍ବରଙ୍କ ପ୍ରତିଶୃତି ଏହି ସନ୍ତାନଙ୍କ ସମ୍ବନ୍ଧ ରେ ଥିଲା। ବ୍ଯବସ୍ଥାଗୁଡ଼ିକ ସ୍ବର୍ଗଦୂତମାନଙ୍କ ଜରିଆ ରେ ଦିଆଯାଇଥିଲା। ସ୍ବର୍ଗଦୂତମାନେ ମାଶାଙ୍କେ ମଧ୍ଯସ୍ଥତା ରେ ମନୁଷ୍ଯମାନଙ୍କୁ ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ ବ୍ୟବସ୍ଥା କାହିଁକି ଦତ୍ତ ହେଲା? ଯେଉଁ ସନ୍ତାନଙ୍କୁ ଲକ୍ଷ୍ୟ କରି ପ୍ରତିଜ୍ଞା କରାଯାଇଥିଲା, ତାହାଙ୍କ ନ ଆସିବା ପର୍ଯ୍ୟନ୍ତ ତାହା ଆଜ୍ଞାଲଙ୍ଘନ ହେତୁ ଯୋଗ କରାଗଲା, ପୁଣି ତାହା ଦୂତମାନଙ୍କ ଦ୍ଵାରା ଜଣେ ମଧ୍ୟସ୍ଥଙ୍କ ହସ୍ତରେ ସ୍ଥାପିତ ହୋଇଥିଲା ।
Odia BSI (ପବିତ୍ର ବାଇବଲ (CL) NT (BSI))
ତେବେ ବ୍ୟବସ୍ଥା କାହିଁକି ପ୍ରଦତ୍ତ ହେଲା? ମନୁଷ୍ୟର ଅସତ୍ କାର୍ଯ୍ୟ ସବ ଦର୍ଶାଇ ଦେବା ତାହାର ଉଦ୍ଦେଶ୍ୟ ଥିଲା ଏବଂ ଅବ୍ରାହାମଙ୍କର ଯେଉଁ ବଂଶଧରଙ୍କୁ ଲକ୍ଷ୍ୟ କରି ଈଶ୍ୱର ଉକ୍ତ ପ୍ରତିଜ୍ଞା କରିଥିଲେ, ସେହି ବ୍ୟକ୍ତିଙ୍କର ଆଗମନ ପର୍ଯ୍ୟନ୍ତ ବ୍ୟବସ୍ଥାର ଆବଶ୍ୟକତା ଥିଲା। ଜଣେ ମନୁଷ୍ୟର ମଧ୍ୟସ୍ଥତାରେ ସ୍ୱର୍ଗଦୂତମାନଙ୍କ ଦ୍ୱାରା ବ୍ୟବସ୍ଥା ପ୍ରଦତ୍ତ ହୋଇଥିଲା।
Odia Bible ERV 2004 (ପବିତ୍ର ବାଇବଲ)
ତା’ହେଲେ ବ୍ୟବସ୍ଥାର ପ୍ରୟୋଜନ କ’ଣ? ଲୋକମାନଙ୍କ ଭୂଲ୍ କାମଗୁଡ଼ିକୁ ଦେଖାଇବା ଲାଗି ବ୍ୟବସ୍ଥାକୁ ପ୍ରତିଜ୍ଞା ସହିତ ଯୋଗ କରାଯାଇଥିଲା। ଅବ୍ରହାମଙ୍କ ବିଶେଷ ସନ୍ତାନଙ୍କ ଆସିବା ପର୍ଯ୍ୟନ୍ତ ବ୍ୟବସ୍ଥା ଜାରି ରହିବାର ଥିଲା। ପରମେଶ୍ୱରଙ୍କ ପ୍ରତିଶୃତି ଏହି ସନ୍ତାନଙ୍କ ସମ୍ବନ୍ଧରେ ଥିଲା। ବ୍ୟବସ୍ଥାଗୁଡ଼ିକ ସ୍ୱର୍ଗଦୂତମାନଙ୍କ ଜରିଆରେ ଦିଆଯାଇଥିଲା। ସ୍ୱର୍ଗଦୂତମାନେ ମୋଶାଙ୍କ ମଧ୍ୟସ୍ଥତାରେ ମନୁଷ୍ୟମାନଙ୍କୁ ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ ମୋଶାଙ୍କ ବ୍ୟବସ୍ଥା କାହିଁକି ଦିଆଗଲା? ଯେଉଁ ସନ୍ତାନଙ୍କୁ ଲକ୍ଷ୍ୟ କରି ପ୍ରତିଜ୍ଞା କରାଯାଇଥିଲା, ତାହାଙ୍କ ନ ଆସିବା ପର୍ଯ୍ୟନ୍ତ ତାହା ଆଜ୍ଞାଲଙ୍ଘନ ହେତୁ ଯୋଗ କରାଗଲା, ପୁଣି, ତାହା ଦୂତମାନଙ୍କ ଦ୍ୱାରା ଜଣେ ମଧ୍ୟସ୍ଥଙ୍କ ହସ୍ତରେ ସ୍ଥାପିତ ହୋଇଥିଲା।
Odia IRV 2017 (ଓଡିଆ ବାଇବେଲ)
ତେବେ ମୋଶାଙ୍କ ବ୍ୟବସ୍ଥା କାହିଁକି ଦିଆଗଲା? ଯେଉଁ ସନ୍ତାନଙ୍କୁ ଲକ୍ଷ୍ୟ କରି ପ୍ରତିଜ୍ଞା କରାଯାଇଥିଲା, ତାହାଙ୍କ ନ ଆସିବା ପର୍ଯ୍ୟନ୍ତ ତାହା ଆଜ୍ଞାଲଙ୍ଘନ ହେତୁ ଯୋଗ କରାଗଲା, ପୁଣି, ତାହା ଦୂତମାନଙ୍କ ଦ୍ୱାରା ଜଣେ ମଧ୍ୟସ୍ଥଙ୍କ ହସ୍ତରେ ସ୍ଥାପିତ ହୋଇଥିଲା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಸೆ ಹೊಲ್ಯಾರ್ ಖಾಯ್ದ್ಯಾಚೊ ಉದ್ದೆಸ್ ಕಾಯ್? ಹೆ ಖಾಲಿ ಚುಕ್ ಖಲೆ ಮನುನ್ ದಾಕ್ವುಸಾಟ್ನಿ ಹಾಯ್, ಅನಿ ಹಿ ಗೊಸ್ಟ್ ಕರಲ್ಲಿ ಅಬ್ರಾಹಾಮಾಚಿ ಪಿಳ್ಗಿ ಯೆಯ್ ಪಾತರ್ ಮನುನ್ ಹೊತ್ತೆ. ಖಾಯ್ದೊ ದೆವಾಚ್ಯಾ ದುತಾಂಚ್ಯಾ ವೈನಾ ಎಕ್ ಮಾನ್ಸಾಕ್ ಮಧ್ಯಸ್ತ್ ಕರುನ್ ದಿವ್ನ್ ಹೊಲೊ.