Galatians 3:2 — Compare Translations
7 translations compared side by side
Odia - 1840
"ତୁମ୍ଭମାନେେ ମାେତେ ଗୋଟିଏ କଥା କୁହ: ତୁମ୍ଭମାନେେ ପବିତ୍ର ଆତ୍ମାଙ୍କୁ କିପରି ଭାବେ ଗ୍ରହଣ କରିଥିଲ? କ'ଣ ତୁମ୍ଭମାନେେ ବ୍ଯବସ୍ଥା ପାଳନ କରି ଆତ୍ମାଙ୍କୁ ପାଇଥିଲ? ନା! ତୁମ୍ଭମାନେେ ସୁସମାଚାର ଶୁଣି ଓ ବିଶ୍ବାସ କରି ପବିତ୍ର ଆତ୍ମାଙ୍କୁ ସ୍ବୀକାର କରିଥିଲ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ତୁମ୍ଭମାନଙ୍କଠାରୁ କେବଳ ଏହା ଜାଣିବାକୁ ଇଚ୍ଛା କରେ, ତୁମ୍ଭେମାନେ କଅଣ ବ୍ୟବସ୍ଥାର କ୍ରିୟାକର୍ମ ହେତୁ ନା ବିଶ୍ଵାସରେ ଶୁଣିବା ହେତୁ ଆତ୍ମା ପାଇଥିଲ?
Odia BSI (ପବିତ୍ର ବାଇବଲ (CL) NT (BSI))
ଗୋଟିଏ କଥା ମୋତେ କୁହ, ବ୍ୟବସ୍ଥା ପାଳନ କରିବା ଦ୍ୱାରା ତୁମ୍ଭେମାନେ ପବିତ୍ରଆତ୍ମାଙ୍କୁ ପାଇଛ, ନା, ସୁସମାଚାର ଶୁଣି ସେଥିରେ ବିଶ୍ୱାସ କରିବା ଦ୍ୱାରା?
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ ମୋତେ ଗୋଟିଏ କଥା କୁହ: ତୁମ୍ଭେମାନେ ପବିତ୍ରଆତ୍ମାଙ୍କୁ କିପରି ଭାବେ ଗ୍ରହଣ କରିଥିଲ? କ’ଣ ତୁମ୍ଭେମାନେ ବ୍ୟବସ୍ଥା ପାଳନ କରି ଆତ୍ମାଙ୍କୁ ପାଇଥିଲ? ନା! ତୁମ୍ଭେମାନେ ସୁସମାଗ୍ଭର ଶୁଣି ଓ ବିଶ୍ୱାସ କରି ପବିତ୍ରଆତ୍ମାଙ୍କୁ ସ୍ୱୀକାର କରିଥିଲ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ତୁମ୍ଭମାନଙ୍କଠାରୁ କେବଳ ଏହା ଜାଣିବାକୁ ଇଚ୍ଛା କରେ, ତୁମ୍ଭେମାନେ କଅଣ ମୋଶାଙ୍କ ବ୍ୟବସ୍ଥାର କର୍ମ ହେତୁ ନା ବିଶ୍ୱାସରେ ସୁସମାଚାର ଶୁଣିବା ହେତୁ ପବିତ୍ର ଆତ୍ମା ପାଇଥିଲ?
Odia IRV 2017 (ଓଡିଆ ବାଇବେଲ)
ମୁଁ ତୁମ୍ଭମାନଙ୍କଠାରୁ କେବଳ ଏହା ଜାଣିବାକୁ ଇଚ୍ଛା କରେ, ତୁମ୍ଭେମାନେ କ'ଣ ମୋଶାଙ୍କ ବ୍ୟବସ୍ଥାର କ୍ରିୟାକର୍ମ ହେତୁ ନା ବିଶ୍ୱାସରେ ଶୁଣିବା ହେତୁ ଆତ୍ମା ପାଇଥିଲ?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಾಕಾ ತುಮಿ ಎಕ್ ಸಾಂಗಾ: ತುಮಿ ದೆವಾಚೊ ಆತ್ಮೊ ಖಾಯ್ದೊ ಕಾಯ್ ಸಾಂಗ್ತಾ ತೆ ಕರುನ್ ಜೊಡುನ್ ಘೆಟ್ಲ್ಯಾಶಿ, ಕಾಯ್ ಬರಿ ಖಬರ್ ಆಯ್ಕುನ್ ಅನಿ ತೆಚ್ಯಾ ವರ್ತಿ ವಿಶ್ವಾಸ್ ಕರುನ್ ಜೊಡುನ್ ಘೆಟ್ಲ್ಯಾಶಿ?