Galatians 3:20 — Compare Translations

7 translations compared side by side

Odia - 1840
"ଗୋଟିଏ ପଟ ଥିଲେ, ମଧ୍ଯସ୍ଥତା ଦରକାର ହୁଏ ନାହିଁ ଓ ପରମେଶ୍ବର ହେଉଛନ୍ତି ମାତ୍ର ଜଣେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମଧ୍ୟସ୍ଥ ଗୋଟିଏ ପକ୍ଷର ପ୍ରତିନିଧି ନୁହନ୍ତି, କିନ୍ତୁ ଈଶ୍ଵର ଏକ ।
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ପ୍ରତିଜ୍ଞା ଦାନ ସହିତ କେବଳ ଗୋଟିଏ ପକ୍ଷ ସମ୍ପୃକ୍ତ ଥିଲେ। ସେ ହେଉଛନ୍ତି ସ୍ୱୟଂ ଈଶ୍ୱର।
Odia Bible ERV 2004 (ପବିତ୍ର ବାଇବଲ)
ଗୋଟିଏ ପଟ ଥିଲେ, ମଧ୍ୟସ୍ଥତା ଦରକାର ହୁଏ ନାହିଁ ଓ ପରମେଶ୍ୱର ହେଉଛନ୍ତି ମାତ୍ର ଜଣେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମଧ୍ୟସ୍ଥ ଗୋଟିଏ ପକ୍ଷର ପ୍ରତିନିଧି ନୁହଁନ୍ତି, କିନ୍ତୁ ଈଶ୍ବର ଏକ।
Odia IRV 2017 (ଓଡିଆ ବାଇବେଲ)
ମଧ୍ୟସ୍ଥ ଗୋଟିଏ ପକ୍ଷର ପ୍ରତିନିଧି ନୁହଁନ୍ତି, କିନ୍ତୁ ଈଶ୍ୱର ଏକ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ಎಕುಚ್ ಎಕ್ ಮಾನುಸ್ ರಾತಾನಾ ಮಧ್ಯಸ್ತಾಚಿ ಗರಜ್ ನತ್ತಿ; ದೆವ್ ಎಕ್ಲೊಚ್.