Galatians 3:21 — Compare Translations
7 translations compared side by side
Odia - 1840
"ଏହାର ଅର୍ଥ କ'ଣ ଏହା ଯେ ବ୍ଯବସ୍ଥା ପରମେଶ୍ବରଙ୍କ ପ୍ରତିଜ୍ଞାଗୁଡ଼ିକର ବିରୋଧୀ ଅଟେ? ଲୋକଙ୍କ ଭିତ ରେ ଜୀବନ ଭଳି ବ୍ଯବସ୍ଥା ଯଦି ଦିଆଯାଇ ପାରିଥାଆନ୍ତା, ତବେେ ସହେି ବ୍ଯବସ୍ଥା ଦ୍ବାରା ପରମେଶ୍ବରଙ୍କ ସହିତ ଆମ୍ଭେ ପ୍ରକୃତ ରେ ଧାର୍ମିକ ହାଇେ ପାରିଥାଆନ୍ତୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ ବ୍ୟବସ୍ଥା କି ଈଶ୍ଵରଙ୍କ ପ୍ରତିଜ୍ଞାସମୂହର ବିରୁଦ୍ଧ? ତାହା କେବେ ହେଁ ନ ହେଉ; କାରଣ ଯଦି ଜୀବନ ଦେବାକୁ ସମର୍ଥ ଏପରି ବ୍ୟବସ୍ଥା ଦତ୍ତ ହୋଇଥାଆନ୍ତା, ତେବେ ଧାର୍ମିକତା ପ୍ରକୃତରେ ବ୍ୟବସ୍ଥାମୂଳକ ହୁଅନ୍ତା ।
Odia BSI (ପବିତ୍ର ବାଇବଲ (CL) NT (BSI))
ଏହାର ଅର୍ଥ କ’ଣ? ବ୍ୟବସ୍ଥା କ’ଣ ଈଶ୍ୱରଙ୍କ ପ୍ରତିଜ୍ଞାର ବିରୋଧ କରେ? ନା, କଦାପି ନୁହେଁ। କାରଣ ମନୁଷ୍ୟକୁ ଜୀବନ ଦେବା ଭଳି ଯଦି ଗୋଟିଏ ବ୍ୟବସ୍ଥା କରାଯାଇ ଥାଆନ୍ତା, ତେବେ ତାହା ପାଳନ କରିବା ଦ୍ୱାରା ହିଁ ମନୁଷ୍ୟ ଈଶ୍ୱରଙ୍କ ଦୃଷ୍ଟିରେ ନିର୍ଦ୍ଦୋଷ ବିବେଚିତ ହୋଇପାରି ଥାଆନ୍ତା।
Odia Bible ERV 2004 (ପବିତ୍ର ବାଇବଲ)
ମୋଶାଙ୍କ ନିୟମର ପ୍ରୟୋଜନ ଏହାର ଅର୍ଥ କ’ଣ ଏହା ଯେ ବ୍ୟବସ୍ଥା ପରମେଶ୍ୱରଙ୍କ ପ୍ରତିଜ୍ଞାଗୁଡ଼ିକର ବିରୋଧୀ ଅଟେ? ଲୋକଙ୍କ ଭିତରେ ଜୀବନ ଭଳି ବ୍ୟବସ୍ଥା ଯଦି ଦିଆଯାଇ ପାରିଥା’ନ୍ତା, ତେବେ ସେହି ବ୍ୟବସ୍ଥା ଦ୍ୱାରା ପରମେଶ୍ୱରଙ୍କ ସହିତ ଆମ୍ଭେ ପ୍ରକୃତରେ ଧାର୍ମିକ ହୋଇ ପାରିଥାଆନ୍ତୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ ମୋଶାଙ୍କ ବ୍ୟବସ୍ଥା କି ଈଶ୍ବରଙ୍କ ପ୍ରତିଜ୍ଞାସମୂହର ବିରୁଦ୍ଧ? ତାହା କେବେ ହେଁ ନ ହେଉ; କାରଣ ଯଦି ଜୀବନ ଦେବାକୁ ସମର୍ଥ ଏପରି ମୋଶାଙ୍କ ବ୍ୟବସ୍ଥା ଦିଆଯାଇଥାଆନ୍ତା, ତେବେ ଧାର୍ମିକତା ପ୍ରକୃତରେ ମୋଶାଙ୍କ ବ୍ୟବସ୍ଥାମୂଳକ ହୁଅନ୍ତା।
Odia IRV 2017 (ଓଡିଆ ବାଇବେଲ)
ତେବେ ମୋଶାଙ୍କ ବ୍ୟବସ୍ଥା କି ଈଶ୍ୱରଙ୍କ ପ୍ରତିଜ୍ଞାସମୂହର ବିରୁଦ୍ଧ? ତାହା କେବେ ହେଁ ନ ହେଉ; କାରଣ ଯଦି ଜୀବନ ଦେବାକୁ ସମର୍ଥ ଏପରି ମୋଶାଙ୍କ ବ୍ୟବସ୍ଥା ଦିଆଯାଇଥାନ୍ତା, ତେବେ ଧାର୍ମିକତା ପ୍ରକୃତରେ ମୋଶାଙ୍କ ବ୍ୟବସ୍ଥାମୂଳକ ହୁଅନ୍ତା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹೆಚೊ ಅರ್ಥ್ ಖಾಯ್ದೊ ದೆವಾಚ್ಯಾ ಗೊಸ್ಟಿಯಾಕ್ನಿ ವಿರೊದ್ ಹೊವ್ನ್ ಹಾಯ್ ಮನುನ್ ಹೊಲೆ ಕಾಯ್? ಕನ್ನಾಚ್ ನಾ! ಕಶ್ಯಾಕ್ ಮಟ್ಲ್ಯಾರ್ ಜೆ ಮಾನ್ಸಾಕ್ನಾ ಘೆಟಲ್ಲೊ ಖಾಯ್ದೊ ಜಿವ್ ಹಾನ್ತಾ ಮಟ್ಲ್ಯಾರ್, ತೆಕಾ ಖಾಲ್ತಿ ಹೊವ್ನ್ ಚಲುನ್ ದೆವಾಚ್ಯಾ ವಾಂಗ್ಡಾ ಜಾವ್ನ್ ನಿತಿವಂತ್ ಮನುನ್ ಘೆವ್ಕ್ ಹೊಯ್ ಹೊತ್ತೆ.