Galatians 3:22 — Compare Translations
7 translations compared side by side
Odia - 1840
"କିନ୍ତୁ ଏହା ସତ୍ଯ ନୁହେଁ। ଶାସ୍ତ୍ର ଘୋଷଣା କରେ ଯେ, ସବୁ ଲୋକ ପାପର ଅଧୀନ ଅଟନ୍ତି। ଏଭଳି ଘାଷେଣାର ଉଦ୍ଦେଶ୍ଯ ହେଲା ଯେ, ବିଶ୍ବାସ ମାଧ୍ଯମ ରେ ଲୋକମାନଙ୍କୁ ପ୍ରତିଶୃତି ଦିଆୟିବ। ଯେଉଁମାନେ ଯୀଶୁଖ୍ରୀଷ୍ଟଙ୍କୁ ବିଶ୍ବାସ କରନ୍ତି, ସହେି ଲୋକମାନଙ୍କୁ ପ୍ରତିଶୃତି ଦିଆୟିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ଯେପରି ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ଵାସ ହେତୁ ପ୍ରତିଜ୍ଞା ବିଶ୍ଵାସ କରୁଥିବା ଲୋକମାନଙ୍କୁ ଦିଆଯାଏ, ଏଥିପାଇଁ ଧର୍ମଶାସ୍ତ୍ର ସମସ୍ତ ବିଷୟକୁ ପାପର ଅଧୀନ ବୋଲି ଗଣନା କରିଅଛି ।
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ଧର୍ମଶାସ୍ତ୍ରରେ ଉଲ୍ଲିଖିତ ଅଛି, ସମଗ୍ର ମାନବ ଜାତି ପାପ ଶକ୍ତିର ଅଧୀନ, ତେଣୁ ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସର ଫଳ ସ୍ୱରୂପ ପ୍ରତିଜ୍ଞାତ ଆଶୀର୍ବାଦ ଖ୍ରୀଷ୍ଟବିଶ୍ୱାସୀମାନେ ପାଇବେ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଏହା ସତ୍ୟ ନୁହେଁ। ଶାସ୍ତ୍ର ଘୋଷଣା କରେ ଯେ, ସବୁ ଲୋକ ପାପର ଅଧୀନ ଅଟନ୍ତି। ଏଭଳି ଘୋଷଣାର ଉଦ୍ଦେଶ୍ୟ ହେଲା ଯେ, ବିଶ୍ୱାସ ମାଧ୍ୟମରେ ଲୋକମାନଙ୍କୁ ପ୍ରତିଶୃତି ଦିଆଯିବ। ଯେଉଁମାନେ ଯୀଶୁ ଖ୍ରୀଷ୍ଟଙ୍କୁ ବିଶ୍ୱାସ କରନ୍ତି, ସେହି ଲୋକମାନଙ୍କୁ ପ୍ରତିଶୃତି ଦିଆଯିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ଯେପରି ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ ହେତୁ ପ୍ରତିଜ୍ଞା ବିଶ୍ୱାସ କରୁଥିବା ଲୋକମାନଙ୍କୁ ଦିଆଯାଏ, ଏଥିପାଇଁ ଧର୍ମଶାସ୍ତ୍ର ସମସ୍ତ ବିଷୟକୁ ପାପର ଅଧୀନ ବୋଲି ଗଣନା କରିଅଛି।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ଯେପରି ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ ହେତୁ ପ୍ରତିଜ୍ଞା ବିଶ୍ୱାସ କରୁଥିବା ଲୋକମାନଙ୍କୁ ଦିଆଯାଏ, ଏଥିପାଇଁ ଧର୍ମଶାସ୍ତ୍ର ସମସ୍ତ ବିଷୟକୁ ପାପର ଅଧିନ ବୋଲି ଗଣନା କରିଅଛି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ಪವಿತ್ರ್ ಪುಸ್ತಕ್ ಮನ್ತಾ ಸಗ್ಳೊ ಜಗುಚ್ ಪಾಪಾಚ್ಯಾ ಅದಿಕಾರಾಕ್ ಖಾಯ್ಲ್ ಹಾಯ್ ಅನಿ ತೆಚ್ಯಾಸಾಟ್ನಿ ಜೆಜು ಕ್ರಿಸ್ತಾ ವರ್ತಿ ಥವಲ್ಲ್ಯಾ ವಿಶ್ವಾಸಾಚ್ಯಾ ವೈನಾ ಗೊಸ್ಟ್ ದಿಲ್ಲೆ ದೆನೆ ಜೆ ಕೊನ್ ವಿಶ್ವಾಸ್ ಕರ್ತಾ ತೆಕಾ ದಿವ್ನ್ ಹೊತಾ.