Galatians 3:24 — Compare Translations

7 translations compared side by side

Odia - 1840
"ଅତଏବ, ଖ୍ରୀଷ୍ଟଙ୍କ ଆଗମନ ପୂର୍ବରୁ ବ୍ଯବସ୍ଥା ଆମ୍ଭର ସ୍ବାମୀ ଥିଲା। ତା'ପରେ ଆମ୍ଭେ ବିଶ୍ବାସ ଦ୍ବାରା ପରମେଶ୍ବରଙ୍କ ସହିତ ଧାର୍ମିକ ହେଲୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହି ପ୍ରକାରେ ବିଶ୍ଵାସ ହେତୁ ଆମ୍ଭମାନଙ୍କର ଧାର୍ମିକ ଗଣିତ ହେବା ନିମନ୍ତେ ଖ୍ରୀଷ୍ଟଙ୍କ ଆଗମନ ପର୍ଯ୍ୟନ୍ତ, ବ୍ୟବସ୍ଥା ଆମ୍ଭମାନଙ୍କର ଶିକ୍ଷକ ସ୍ଵରୂପ ହୋଇଥିଲା ।
Odia BSI (ପବିତ୍ର ବାଇବଲ (CL) NT (BSI))
ଖ୍ରୀଷ୍ଟଙ୍କ ଆଗମନ ପର୍ଯ୍ୟନ୍ତ ବ୍ୟବସ୍ଥା ଆମ ତତ୍ତ୍ୱାବଧାରକ ଥିଲା; କିନ୍ତୁ ତା’ପରେ, କେବଳ ବିଶ୍ୱାସ ଦ୍ୱାରା ଆମେ ଈଶ୍ୱରଙ୍କ ସମ୍ମୁଖରେ ନିର୍ଦ୍ଦେଶଷ ବିବେଚିତ ହେବୁ।
Odia Bible ERV 2004 (ପବିତ୍ର ବାଇବଲ)
ଅତଏବ, ଖ୍ରୀଷ୍ଟଙ୍କ ଆଗମନ ପୂର୍ବରୁ ବ୍ୟବସ୍ଥା ଆମ୍ଭର ସ୍ୱାମୀ ଥିଲା। ତା’ପରେ ଆମ୍ଭେ ବିଶ୍ୱାସ ଦ୍ୱାରା ପରମେଶ୍ୱରଙ୍କ ସହିତ ଧାର୍ମିକ ହେଲୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହି ପ୍ରକାରେ ବିଶ୍ୱାସ ହେତୁ ଆମ୍ଭମାନଙ୍କର ଧାର୍ମିକ ଗଣିତ ହେବା ନିମନ୍ତେ ଖ୍ରୀଷ୍ଟଙ୍କ ଆଗମନ ପର୍ଯ୍ୟନ୍ତ, ମୋଶାଙ୍କ ବ୍ୟବସ୍ଥା ଆମ୍ଭମାନଙ୍କର ଶିକ୍ଷକ ସ୍ୱରୂପ ହୋଇଥିଲା।
Odia IRV 2017 (ଓଡିଆ ବାଇବେଲ)
ଏହି ପ୍ରକାରେ ବିଶ୍ୱାସ ହେତୁ ଆମ୍ଭମାନଙ୍କର ଧାର୍ମିକ ଗଣିତ ହେବା ନିମନ୍ତେ ଖ୍ରୀଷ୍ଟଙ୍କ ଆଗମନ ପର୍ଯ୍ୟନ୍ତ, ମୋଶାଙ୍କ ବ୍ୟବସ୍ଥା ଆମ୍ଭମାନଙ୍କର ଶିକ୍ଷକସ୍ୱରୂପ ହୋଇଥିଲା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಸೆ ಹೊವ್ನ್ ಖಾಯ್ದೊ ಕ್ರಿಸ್ತ್ ಯೆಯ್ ಪಾತರ್ ಅಮ್ಕಾ ಚಾಲ್ವುಲಾಗಲ್ಲೊ, ಅಶೆ ವಿಶ್ವಾಸಾಚ್ಯಾ ವೈನಾ ದೆವಾಚ್ಯಾ ವಾಂಗ್ಡಾ ಅಮ್ಕಾ ನಿತಿವಂತ್ ಮನುನ್ ನಿರ್ನಯ್ ಹೊವ್ಕ್ ಸಾಟ್ನಿ.