Galatians 3:26 — Compare Translations

7 translations compared side by side

Odia - 1840
"ଖ୍ରୀଷ୍ଟ ଯୀଶୁଙ୍କଠା ରେ ବିଶ୍ବାସ ଦ୍ବାରା ତୁମ୍ଭେ ସମସ୍ତେ ପରମେଶ୍ବରଙ୍କ ସନ୍ତାନଗଣ ଅଟ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ତୁମ୍ଭେମାନେ ସମସ୍ତେ ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ଵାସ ଦ୍ଵାରା ଈଶ୍ଵରଙ୍କର ସନ୍ତାନ ହୋଇଅଛ;
Odia BSI (ପବିତ୍ର ବାଇବଲ (CL) NT (BSI))
ବିଶ୍ୱାସ ଦ୍ୱାରା ଖ୍ରୀଷ୍ଟ ଯୀଶୁଙ୍କ ସହିତ ସଂଯୁକ୍ତ ହୋଇ ତୁମେ ସମସ୍ତେ ଈଶ୍ୱରଙ୍କର ସନ୍ତାନ ହୋଇଛ।
Odia Bible ERV 2004 (ପବିତ୍ର ବାଇବଲ)
ଖ୍ରୀଷ୍ଟ ଯୀଶୁଙ୍କଠାରେ ବିଶ୍ୱାସ ଦ୍ୱାରା ତୁମ୍ଭେ ସମସ୍ତେ ପରମେଶ୍ୱରଙ୍କ ସନ୍ତାନଗଣ ଅଟ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ତୁମ୍ଭେମାନେ ସମସ୍ତେ ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ ଦ୍ୱାରା ଈଶ୍ବରଙ୍କର ସନ୍ତାନ ହୋଇଅଛ;
Odia IRV 2017 (ଓଡିଆ ବାଇବେଲ)
କାରଣ ତୁମ୍ଭେମାନେ ସମସ୍ତେ ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ ଦ୍ୱାରା ଈଶ୍ୱରଙ୍କର ସନ୍ତାନ ହୋଇଅଛ;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಕಶ್ಯಾಕ್ ಮಟ್ಲ್ಯಾರ್ ತುಮಿ ಸಗ್ಳೆ ವಿಶ್ವಾಸಾಚ್ಯಾ ವೈನಾ ಕ್ರಿಸ್ತ್ ಜೆಜುಚ್ಯಾ ಎಕ್ವಟ್ಟಾತ್ ದೆವಾಚಿ ಪೊರಾ ಹೊಲ್ಯಾಸಿ.