Galatians 3:27 — Compare Translations

7 translations compared side by side

Odia - 1840
"ତୁମ୍ଭେ ଯେତେଲୋକ ଖ୍ରୀଷ୍ଟଙ୍କଠା ରେ ବାପ୍ତିସ୍ମ ଗ୍ରହଣ କରିଛ, ତୁମ୍ଭମାନେେ ତାହାଙ୍କୁ ବସ୍ତ୍ରରୂପେ ପରିଧାନ କରିଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଣୁ ତୁମ୍ଭେମାନେ ଯେତେ ଲୋକ ଖ୍ରୀଷ୍ଟଙ୍କ ଉଦ୍ଦେଶ୍ୟରେ ବାପ୍ତିଜିତ ହୋଇଅଛ, ତୁମ୍ଭେମାନେ ସମସ୍ତେ ଖ୍ରୀଷ୍ଟଙ୍କୁ ପରିଧାନ କରିଅଛ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଜଳଦୀକ୍ଷା ଦ୍ୱାରା ତୁମ୍ଭେମାନେ ଖ୍ରୀଷ୍ଟଙ୍କ ସଙ୍ଗେ ଏକ ହୋଇଛ ଏବଂ ବର୍ତ୍ତମାନ ଯୀଶୁ ଖ୍ରୀଷ୍ଟଙ୍କ ଜୀବନଯୂପ ବସ୍ତ୍ର ପରିଧାନ କରିଅଛ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ଯେତେଲୋକ ଖ୍ରୀଷ୍ଟଙ୍କଠାରେ ବାପ୍ତିସ୍ମ ଗ୍ରହଣ କରିଛ, ତୁମ୍ଭେମାନେ ତାହାଙ୍କୁ ବସ୍ତ୍ରରୂପେ ପରିଧାନ କରିଛ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଣୁ ତୁମ୍ଭେମାନେ ଯେତେ ଲୋକ ଖ୍ରୀଷ୍ଟଙ୍କ ଉଦ୍ଦେଶ୍ୟରେ ବାପ୍ତିଜିତ ହୋଇଅଛ, ତୁମ୍ଭେମାନେ ସମସ୍ତେ ଖ୍ରୀଷ୍ଟଙ୍କୁ ପରିଧାନ କରିଅଛ।
Odia IRV 2017 (ଓଡିଆ ବାଇବେଲ)
ଯେଣୁ ତୁମ୍ଭେମାନେ ଯେତେ ଲୋକ ଖ୍ରୀଷ୍ଟଙ୍କ ଉଦ୍ଦେଶ୍ୟରେ ବାପ୍ତିଜିତ ହୋଇଅଛ, ତୁମ୍ଭେମାନେ ସମସ୍ତେ ଖ୍ରୀଷ୍ଟଙ୍କୁ ପରିଧାନ କରିଅଛ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತುಮಿ ಜೆಜು ಕ್ರಿಸ್ತಾಚ್ಯಾ ಎಕ್ವಟ್ಟಾತ್ ಬಾಲ್ತಿಮ್ ಘೆಟ್ಲ್ಯಾಶಿ ಅನಿ ಅತ್ತಾ ತುಮಿ ಕ್ರಿಸ್ತಾಕುಚ್ ನೆಸ್ಲ್ಯಾಸಿ.