Galatians 3:28 — Compare Translations
7 translations compared side by side
Odia - 1840
"ଅତଏବ ଖ୍ରୀଷ୍ଟଙ୍କଠା ରେ ତୁମ୍ଭେ ସମସ୍ତେ ଏକ ହାଇେଥିବା କାରଣରୁ ଯିହୂଦୀ ଓ ଗ୍ରୀକ୍, ଦାସ ଓ ସ୍ବାଧୀନଲୋକ, ପୁରୁଷ ଓ ମହିଳା କାହାରି ଭିତ ରେ କୌଣସି ଭଦେ ରହିଲା ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯିହୁଦୀ କି ଗ୍ରୀକ୍, ଦାସ କି ସ୍ଵାଧୀନ, ପୁରୁଷ କି ସ୍ତ୍ରୀ, ତୁମ୍ଭମାନଙ୍କ ମଧ୍ୟରେ କିଛିର ହିଁ ପ୍ରଭେଦ ନାହିଁ, କାରଣ ଖ୍ରୀଷ୍ଟ ଯୀଶୁଙ୍କଠାରେ ତୁମ୍ଭେମାନେ ଏକ, ।
Odia BSI (ପବିତ୍ର ବାଇବଲ (CL) NT (BSI))
ତେଣୁ ଇହୁଦୀ ଓ ଅଣଇହୁଦୀ, କ୍ରୀତଦାସ ଓ ସ୍ୱାଧୀନ ନାଗରିକ, ପୁରୁଷ କିମ୍ବା ସ୍ତ୍ରୀ ମଧ୍ୟରେ ଆଉ କୌଣସି ପାର୍ଥକ୍ୟ ନାହିଁ। ତୁମେ ସମସ୍ତେ ଯୀଶୁ ଖ୍ରୀଷ୍ଟଙ୍କ ସହିତ ସଂଯୁକ୍ତ ହୋଇ ଏକ ହୋଇଅଛ।
Odia Bible ERV 2004 (ପବିତ୍ର ବାଇବଲ)
ଅତଏବ ଖ୍ରୀଷ୍ଟଙ୍କଠାରେ ତୁମ୍ଭେ ସମସ୍ତେ ଏକ ହୋଇଥିବା କାରଣରୁ ଯିହୂଦୀ ଓ ଗ୍ରୀକ୍, ଦାସ ଓ ସ୍ୱାଧୀନଲୋକ, ପୁରୁଷ ଓ ମହିଳା କାହାରି ଭିତରେ କୌଣସି ଭେଦ ରହିଲା ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯିହୁଦୀ କି ଗ୍ରୀକ୍, ଦାସ କି ସ୍ୱାଧୀନ, ପୁରୁଷ କି ସ୍ତ୍ରୀ, ତୁମ୍ଭମାନଙ୍କ ମଧ୍ୟରେ କିଛିର ହିଁ ପ୍ରଭେଦ ନାହିଁ, କାରଣ ଖ୍ରୀଷ୍ଟ ଯୀଶୁଙ୍କଠାରେ ତୁମ୍ଭେମାନେ ଏକ।
Odia IRV 2017 (ଓଡିଆ ବାଇବେଲ)
ଯିହୂଦୀ କି ଗ୍ରୀକ୍, ଦାସ କି ସ୍ୱାଧୀନ, ପୁରୁଷ କି ସ୍ତ୍ରୀ, ତୁମ୍ଭମାନଙ୍କ ମଧ୍ୟରେ କିଛିର ହିଁ ପ୍ରଭେଦ ନାହିଁ, କାରଣ ଖ୍ରୀଷ୍ଟ ଯୀଶୁଙ୍କଠାରେ ତୁମ୍ଭେମାନେ ଏକ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಶೆ ರ್ಹಾತಾನಾ, ಜುದೆವ್ ಅನಿ ಗ್ರಿಕ್ ಅಸಲ್ಲ್ಯಾಂಚ್ಯಾ ಮದ್ದಿ ಗುಲಾಮ್ ಅನಿ ಸ್ವತಂತ್ರ್ ಅಸಲ್ಲ್ಯಾ ಮದ್ದಿ ಘೊವ್ಮಾನ್ಸಾ ಅನಿ ಬಾಯ್ಕೊಮಾನ್ಸಾಂಚ್ಯಾ ಮದ್ದಿ ಕಸ್ಲೊಬಿ ಬೆದ್ ನಾ ತುಮಿ ಸಗ್ಳೆ ಜಾನಾ ಕ್ರಿಸ್ತಾ ಜೆಜುಚ್ಯಾ ಎಕ್ವಟ್ಟಾತ್ ಎಕ್ ಹೊವ್ನ್ ಹಾಸಿ.