Galatians 3:29 — Compare Translations
7 translations compared side by side
Odia - 1840
"ଯଦି ତୁମ୍ଭମାନେେ ସମସ୍ତେ ଖ୍ରୀଷ୍ଟଙ୍କର ଅଟ, ତବେେ ସ୍ବଭାବତଃ ତୁମ୍ଭେ ଅବ୍ରହାମଙ୍କ ବଂଶଜ ମଧ୍ଯ ଅଟ, ଓ ପରମେଶ୍ବର ଅବ୍ରହାମଙ୍କୁ ଯେଉଁ ପ୍ରତିଶୃତି ଦଇେଥିଲେ, ସହେି ପ୍ରତିଶୃତିର ମଧ୍ଯ ତୁମ୍ଭେ ଉତ୍ତରାଧିକାରୀ ଅଟ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଯଦି ତୁମ୍ଭେମାନେ ଖ୍ରୀଷ୍ଟଙ୍କର, ତେବେ ତୁମ୍ଭେମାନେ ତ ଅବ୍ରହାମଙ୍କ ବଂଶ, ପ୍ରତିଜ୍ଞା ଅନୁସାରେ ଉତ୍ତରାଧିକାରୀ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତୁମ୍ଭେମାନେ ମଧ୍ୟ ଅବ୍ରହାମଙ୍କ ବଂଶଧର ଏବଂ ଈଶ୍ୱର ଯାହା ପ୍ରତିଜ୍ଞା କରିଅଛନ୍ତି, ତାହା ଲାଭ କରିବ।
Odia Bible ERV 2004 (ପବିତ୍ର ବାଇବଲ)
ଯଦି ତୁମ୍ଭେମାନେ ସମସ୍ତେ ଖ୍ରୀଷ୍ଟଙ୍କର ଅଟ, ତେବେ ସ୍ୱଭାବତଃ ତୁମ୍ଭେ ଅବ୍ରହାମଙ୍କ ବଂଶଜ ମଧ୍ୟ ଅଟ, ଓ ପରମେଶ୍ୱର ଅବ୍ରହାମଙ୍କୁ ଯେଉଁ ପ୍ରତିଶୃତି ଦେଇଥିଲେ, ସେହି ପ୍ରତିଶୃତିର ମଧ୍ୟ ତୁମ୍ଭେ ଉତ୍ତରାଧିକାରୀ ଅଟ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଯଦି ତୁମ୍ଭେମାନେ ଖ୍ରୀଷ୍ଟଙ୍କର, ତେବେ ତୁମ୍ଭେମାନେ ତ ଅବ୍ରହାମଙ୍କ ବଂଶ, ପ୍ରତିଜ୍ଞା ଅନୁସାରେ ଉତ୍ତରାଧିକାରୀ।
Odia IRV 2017 (ଓଡିଆ ବାଇବେଲ)
ଆଉ ଯଦି ତୁମ୍ଭେମାନେ ଖ୍ରୀଷ୍ଟଙ୍କର, ତେବେ ତୁମ୍ଭେମାନେ ତ ଅବ୍ରାହାମଙ୍କ ବଂଶ, ପ୍ରତିଜ୍ଞା ଅନୁସାରେ ଉତ୍ତରାଧିକାରୀ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತುಮಿ ಕ್ರಿಸ್ತಾಚಿ ಲೊಕಾ ಹೊಯ್ ಹೊಲ್ಯಾಸಿ ಹೊಲ್ಯಾರ್, ತುಮಿ ಅಬ್ರಾಹಾಮಾಚಿ ಪಿಳ್ಗಿ ಅನಿ ದೆವಾನ್ ಜೆ ಕಾಯ್ ಗೊಸ್ಟ್ ದಿಲ್ಯಾನಾಯ್ ತೆಚೆ ತುಮಿಬಿ ವಾರಿಸ್ದಾರ್ ಹೊತ್ಯಾಶಿ.