Galatians 3:6 — Compare Translations

7 translations compared side by side

Odia - 1840
"ଅବ୍ରହାମଙ୍କ ବିଷୟ ରେ ଶାସ୍ତ୍ର ମଧ୍ଯ ଏହି କଥା କୁ ହେ: ଅବ୍ରହାମ ପରମେଶ୍ବରଙ୍କୁ ବିଶ୍ବାସ କଲେ ଓ ପରମେଶ୍ବର ତାହାଙ୍କ ନିଜ ସହିତ ଅବ୍ରହାମଙ୍କୁ ଧାର୍ମିକ କରିବା ପାଇଁ ତାହାଙ୍କର ବିଶ୍ବାସକୁ ଗ୍ରହଣ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେପରି ଅବ୍ରହାମ ଈଶ୍ଵରଙ୍କୁ ବିଶ୍ଵାସ କଲେ, ଆଉ ତାଙ୍କ ପକ୍ଷରେ ତାହା ଧାର୍ମିକତା ବୋଲି ଗଣିତ ହେଲା ।
Odia BSI (ପବିତ୍ର ବାଇବଲ (CL) NT (BSI))
ଅବ୍ରାହାମଙ୍କ କଥା ସ୍ମରଣ କର। ଶାସ୍ତ୍ରରେ ଲେଖାଅଛି, “ସେ ଈଶ୍ୱରଙ୍କଠାରେ ବିଶ୍ୱାସ କଲେ ଓ ତାଙ୍କର ବିଶ୍ୱାସ ହେତୁ ଈଶ୍ୱର ତାଙ୍କୁ ଧାର୍ମିକ ରୂପେ ଗ୍ରହଣ କଲେ।”
Odia Bible ERV 2004 (ପବିତ୍ର ବାଇବଲ)
ଅବ୍ରହାମଙ୍କ ବିଷୟରେ ଶାସ୍ତ୍ର ମଧ୍ୟ ଏହି କଥା କୁହେ: “ଅବ୍ରହାମ ପରମେଶ୍ୱରଙ୍କୁ ବିଶ୍ୱାସ କଲେ ଓ ପରମେଶ୍ୱର ତାହାଙ୍କ ନିଜ ସହିତ ଅବ୍ରହାମଙ୍କୁ ଧାର୍ମିକ କରିବା ପାଇଁ ତାହାଙ୍କର ବିଶ୍ୱାସକୁ ଗ୍ରହଣ କଲେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେପରି ଅବ୍ରହାମ ଈଶ୍ବରଙ୍କୁ ବିଶ୍ୱାସ କଲେ, ଆଉ ତାହାଙ୍କ ପକ୍ଷରେ ତାହା ଧାର୍ମିକତା ବୋଲି ଗଣିତ ହେଲା।
Odia IRV 2017 (ଓଡିଆ ବାଇବେଲ)
ଯେପରି ଅବ୍ରାହାମ ଈଶ୍ୱରଙ୍କୁ ବିଶ୍ୱାସ କଲେ, ଆଉ ତାଙ୍କ ପକ୍ଷରେ ତାହା ଧାର୍ମିକତା ବୋଲି ଗଣିତ ହେଲା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಬ್ರಾಹಾಮಾನ್ ದೆವಾಚ್ಯಾ ವರ್‍ತಿ ವಿಶ್ವಾಸ್ ಕರ್‍ಲ್ಯಾನ್ ಅನಿ ತ್ಯಾ ವಿಶ್ವಾಸಾನುಚ್ ತೆಕಾ ನಿತಿವಂತ್ ಕರ್‍ಲ್ಯಾನ್.