Galatians 3:9 — Compare Translations
7 translations compared side by side
Odia - 1840
"ଅବ୍ରହାମ ଏହାକୁ ବିଶ୍ବାସ କଲେ ଓ ସେଥିପାଇଁ ସେ ଆଶୀର୍ବାଦ ଲାଭ କଲେ। ସହେିପରି ଯେଉଁମାନେ ବିଶ୍ବାସ କରନ୍ତି, ସମାନେେ ଅବ୍ରହାମଙ୍କ ପରି ଆଶୀର୍ବାଦ ପାଆନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଣୁ ଯେଉଁମାନେ ବିଶ୍ଵାସୀ, ସେମାନେ ବିଶ୍ଵାସୀ ଅବ୍ରହାମଙ୍କ ସହିତ ଆଶୀର୍ବାଦ ପ୍ରାପ୍ତ ହୁଅନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
ଅବ୍ରାହାମ ବିଶ୍ୱାସ କରି ଆଶୀର୍ବାଦ ପାଇଥିଲେ; ତେଣୁ ଯେଉଁମାନେ ବିଶ୍ୱାସ କରନ୍ତି, ସେମାନେ ସମସ୍ତେ ତାଙ୍କ ପରି ଆଶୀର୍ବାଦ ପାଇବେ।
Odia Bible ERV 2004 (ପବିତ୍ର ବାଇବଲ)
ଅବ୍ରହାମ ଏହାକୁ ବିଶ୍ୱାସ କଲେ ଓ ସେଥିପାଇଁ ସେ ଆଶୀର୍ବାଦ ଲାଭ କଲେ। ସେହିପରି ଯେଉଁମାନେ ବିଶ୍ୱାସ କରନ୍ତି, ସେମାନେ ଅବ୍ରହାମଙ୍କ ପରି ଆଶୀର୍ବାଦ ପାଆନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଣୁ ଯେଉଁମାନେ ବିଶ୍ୱାସୀ, ସେମାନେ ବିଶ୍ୱାସର ପୁରୁଷ ଅବ୍ରହାମଙ୍କ ସହିତ ଆଶୀର୍ବାଦ ପ୍ରାପ୍ତ ହୁଅନ୍ତି।
Odia IRV 2017 (ଓଡିଆ ବାଇବେଲ)
ଏଣୁ ଯେଉଁମାନେ ବିଶ୍ୱାସୀ, ସେମାନେ ବିଶ୍ବାସର ପୁରୁଷ ଅବ୍ରାହାମଙ୍କ ସହିତ ଆଶୀର୍ବାଦ ପ୍ରାପ୍ତ ହୁଅନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹ್ಯಾ ಕಾರನಾಸಾಟ್ನಿ,ಜೆ ಕೊನ್ ವಿಶ್ವಾಸ್ ಕರ್ತಾ ತೆಕಾ ವಿಶ್ವಾಸ್ ಥವಲ್ಲ್ಯಾ ಅಬ್ರಾಹಾಮಾಚ್ಯಾ ವಾಂಗ್ಡಾ ಆಶಿರ್ವಾದ್ ಗಾವ್ತಾ.