Galatians 4:12 — Compare Translations
7 translations compared side by side
Odia - 1840
"ଭାଇ ଓ ଭଉଣୀମାନେ ମୁଁ ତୁମ୍ଭମାନଙ୍କ ପରି ଥିଲି, ଅତଏବ ତୁମ୍ଭମାନେେ ବର୍ତ୍ତମାନ ମାେ ପରି ହୁଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ଭାଇମାନେ, ମୁଁ ତୁମ୍ଭମାନଙ୍କୁ ନିବେଦନ କରୁଅଛି, ତୁମ୍ଭେମାନେ ମୋʼ ପରି ହୁଅ, କାରଣ ମୁଁ ତୁମ୍ଭମାନଙ୍କ ପରି ହୋଇଅଛି । ତୁମ୍ଭେମାନେ ମୋʼ ପ୍ରତି କୌଣସି ଅନ୍ୟାୟ କରି ନାହଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଭାଇମାନେ, ତୁମ୍ଭମାନଙ୍କୁ ନିବେଦନ କରୁଛି, ମୋ’ ପରି ହୁଅ। ମୁଁ ତୁମ୍ଭମାନଙ୍କ ପରି ହୋଇଛି ଓ ତୁମ୍ଭେମାନେ ମୋ’ ପ୍ରତି କୌଣସି ମନ୍ଦ ବ୍ୟବହାର କରି ନାହଁ।
Odia Bible ERV 2004 (ପବିତ୍ର ବାଇବଲ)
ଭାଇ ଓ ଭଉଣୀମାନେ ମୁଁ ତୁମ୍ଭମାନଙ୍କ ପରି ଥିଲି, ଅତଏବ ତୁମ୍ଭେମାନେ ବର୍ତ୍ତମାନ ମୋ’ ପରି ହୁଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ଭାଇମାନେ, ମୁଁ ତୁମ୍ଭମାନଙ୍କୁ ନିବେଦନ କରୁଅଛି, ତୁମ୍ଭେମାନେ ମୋʼ ପରି ହୁଅ, କାରଣ ମୁଁ ତୁମ୍ଭମାନଙ୍କ ପରି ହୋଇଅଛି। ତୁମ୍ଭେମାନେ ମୋʼ ପ୍ରତି କୌଣସି ଅନ୍ୟାୟ କରି ନାହଁ।
Odia IRV 2017 (ଓଡିଆ ବାଇବେଲ)
ହେ ଭାଇମାନେ, ମୁଁ ତୁମ୍ଭମାନଙ୍କୁ ନିବେଦନ କରୁଅଛି, ତୁମ୍ଭେମାନେ ମୋ' ପରି ହୁଅ, କାରଣ ମୁଁ ତୁମ୍ଭମାନଙ୍କ ପରି ହୋଇଅଛି। ତୁମ୍ଭେମାନେ ମୋ' ପ୍ରତି କୌଣସି ଅନ୍ୟାୟ କରି ନାହଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಾಜ್ಯಾ ಭಾವಾನು ಅನಿ ಭೆನಿಯಾನು ಮಿಯಾ ಕಸೊ ತುಮ್ಚ್ಯಾ ಸಾರ್ಕೊ ಹೊಲಾ, ತಸೆಚ್ ತುಮಿಬಿ ಮಾಜ್ಯಾ ಸಾರ್ಕೆ ಹೊವಾ, ತುಮಿ ಮಾಕಾ ಕಾಯ್ಬಿ ಅನ್ನ್ಯಾಯ್ ಕರುಕ್ನ್ಯಾಶಿ.