Galatians 4:19 — Compare Translations
7 translations compared side by side
Odia - 1840
"ମାେ ପ୍ରିୟ ସନ୍ତାନଗଣ! ମୁଁ ତୁମ୍ଭମାନଙ୍କ ପାଇଁ ପୁଣି ଥରେ ଜଣେ ମା' ପରି ପ୍ରସବବଦନୋ ଅନୁଭବ କରୁଛି ଓ ତୁମ୍ଭମାନେେ ଯେପର୍ୟ୍ଯନ୍ତ ପ୍ରକୃତ ରେ ଖ୍ରୀଷ୍ଟ ଯୀଶୁଙ୍କ ଭଳି ନ ହାଇେଛ, ସପେର୍ୟ୍ଯନ୍ତ ମୁଁ ଏପ୍ରକାର କଷ୍ଟ ଅନୁଭବ କରୁଥିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ମୋହର ପିଲାମାନେ, ଯେପର୍ଯ୍ୟନ୍ତ ତୁମ୍ଭମାନଙ୍କ-ଠାରେ ଖ୍ରୀଷ୍ଟ ମୂର୍ତ୍ତିମାନ ହୋଇ ନାହାନ୍ତି, ସେପର୍ଯ୍ୟନ୍ତ ତୁମ୍ଭମାନଙ୍କ ସକାଶେ ପୁନର୍ବାର ପ୍ରସବବେଦନାରେ ବ୍ୟଥିତ ହେଉଅଛି ।
Odia BSI (ପବିତ୍ର ବାଇବଲ (CL) NT (BSI))
ହେ ମୋର ପ୍ରିୟ ପିଲାମାନେ, ତୁମ୍ଭମାନଙ୍କୁ ଖ୍ରୀଷ୍ଟଙ୍କ ଅନୁରୂପ କରି ଗଢ଼ିବା ପାଇଁ ମୁଁ ପୁନର୍ବାର ପ୍ରସବ ବେଦନାର ଯନ୍ତ୍ରଣା ଅନୁଭବ କରୁଛି।
Odia Bible ERV 2004 (ପବିତ୍ର ବାଇବଲ)
ମୋ’ ପ୍ରିୟ ସନ୍ତାନଗଣ! ମୁଁ ତୁମ୍ଭମାନଙ୍କ ପାଇଁ ପୁଣି ଥରେ ଜଣେ ମା’ ପରି ପ୍ରସବବେଦନା ଅନୁଭବ କରୁଛି ଓ ତୁମ୍ଭେମାନେ ଯେପର୍ଯ୍ୟନ୍ତ ପ୍ରକୃତରେ ଖ୍ରୀଷ୍ଟ ଯୀଶୁଙ୍କ ଭଳି ନ ହୋଇଛ, ସେପର୍ଯ୍ୟନ୍ତ ମୁଁ ଏପ୍ରକାର କଷ୍ଟ ଅନୁଭବ କରୁଥିବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ମୋହର ପିଲାମାନେ, ଯେପର୍ଯ୍ୟନ୍ତ ତୁମ୍ଭମାନଙ୍କଠାରେ ଖ୍ରୀଷ୍ଟ ମୂର୍ତ୍ତିମାନ ହୋଇ ନାହାନ୍ତି, ସେପର୍ଯ୍ୟନ୍ତ ତୁମ୍ଭମାନଙ୍କ ସକାଶେ ମୁଁ ପୁନର୍ବାର ପ୍ରସବ ବେଦନାରେ ବ୍ୟଥିତ ହେଉଅଛି।
Odia IRV 2017 (ଓଡିଆ ବାଇବେଲ)
ହେ ମୋହର ପିଲାମାନେ, ଯେପର୍ଯ୍ୟନ୍ତ ତୁମ୍ଭମାନଙ୍କଠାରେ ଖ୍ରୀଷ୍ଟରୂପ ହୋଇନାହିଁ, ସେପର୍ଯ୍ୟନ୍ତ ତୁମ୍ଭମାନଙ୍କ ସକାଶେ ମୁଁ ପୁନର୍ବାର ପ୍ରସବ ବେଦନାରେ ବ୍ୟଥିତ ହେଉଅଛି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಾಜ್ಯಾ ಪ್ರೆಮಾಚ್ಯಾ ಪೊರಾಂಚ್ಯಾ ಸಾರ್ಕೆ ಹೊತ್ತ್ಯಾ ಗಾಲಾತ್ಕಾರಾನು, ಪೊರ್ ಹೊತಾನಾ ತರಾಸ್ ಸೊಸ್ತಲ್ಯಾ ಅವ್ಸಿ ಸಾರ್ಕೆ ಮಿಯಾ ತುಮ್ಚ್ಯಾ ವಿಶಯಾತ್ ತರಾಸಾನ್ ಭರಲ್ಲೊ ಹಾಂವ್. ಕ್ರಿಸ್ತಾಚೊ ಸ್ವಬಾವ್ ತುಮ್ಚ್ಯಾ ಭುತ್ತುರ್ ದಿಸುನ್ ಯೆಯ್ ಪತರ್ ಮಾಕಾ ಅಸ್ಲ್ಯಾ ತರಾಸಾಚೊ ಅನ್ಭೊಗ್ ಹೊತಾ.