Galatians 4:21 — Compare Translations

7 translations compared side by side

Odia - 1840
"ଏବେ ମଧ୍ଯ ତୁମ୍ଭମାନଙ୍କ ଭିତରୁ କେତକେ ବ୍ଯବସ୍ଥା ଅଧିନ ରେ ରହିବାକୁ ଇଚ୍ଛା କରୁଛ। ତୁମ୍ଭମାନେେ ଜାଣ କି ବ୍ଯବସ୍ଥା କ'ଣ କୁ ହେ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ବ୍ୟବସ୍ଥାର ଅଧୀନ ହେବାକୁ ଇଚ୍ଛା କରୁଅଛ ଯେ ତୁମ୍ଭେମାନେ, ମୋତେ କୁହ ତ, ତୁମ୍ଭେମାନେ କଅଣ ବ୍ୟବସ୍ଥାର ବାକ୍ୟ ଶୁଣୁ ନାହଁ?
Odia BSI (ପବିତ୍ର ବାଇବଲ (CL) NT (BSI))
ଯେଉଁମାନେ ବ୍ୟବସ୍ଥାର ବଶବର୍ତ୍ତୀ ହୋଇ ରହିବାକୁ ଚାହାନ୍ତି, ମୁଁ ସେମାନଙ୍କୁ ପଚାରେ, ବ୍ୟବସ୍ଥାରେ କ’ଣ ଉଲ୍ଲେଖ ଅଛି, ତାହା ତୁମ୍ଭେମାନେ ଜାଣି ନାହଁ?
Odia Bible ERV 2004 (ପବିତ୍ର ବାଇବଲ)
ସାରା ଓ ହାଗାରର ଉଦାହରଣ ଏବେ ମଧ୍ୟ ତୁମ୍ଭମାନଙ୍କ ଭିତରୁ କେତେକ ବ୍ୟବସ୍ଥା ଅଧୀନରେ ରହିବାକୁ ଇଚ୍ଛା କରୁଛ। ତୁମ୍ଭେମାନେ ଜାଣ କି ବ୍ୟବସ୍ଥା କ’ଣ କୁହେ?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୋଶାଙ୍କ ବ୍ୟବସ୍ଥାର ଅଧୀନ ହେବାକୁ ଇଚ୍ଛା କରୁଅଛ ଯେ ତୁମ୍ଭେମାନେ, ମୋତେ କୁହ ତ, ତୁମ୍ଭେମାନେ କଅଣ ମୋଶାଙ୍କ ବ୍ୟବସ୍ଥାର ବାକ୍ୟ ଶୁଣୁ ନାହଁ?
Odia IRV 2017 (ଓଡିଆ ବାଇବେଲ)
ମୋଶାଙ୍କ ବ୍ୟବସ୍ଥାର ଅଧିନ ହେବାକୁ ଇଚ୍ଛା କରୁଅଛ ଯେ ତୁମ୍ଭେମାନେ, ମୋତେ କୁହ ତ, ତୁମ୍ଭେମାନେ କ'ଣ ମୋଶାଙ୍କ ବ୍ୟବସ୍ଥାର ବାକ୍ୟ ଶୁଣୁ ନାହଁ?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮೊಯ್ಜೆಚ್ಯಾ ಖಾಯ್ದ್ಯಾಂಚ್ಯಾ ಖಾಯ್ಲ್ ಹೊವ್ನ್ ಚಲ್ತಲ್ಯಾನು, ಮಿಯಾ ತುಮ್ಕಾ ಇಚಾರ್ತಾ, ಖಾಯ್ದೊ ಕಾಯ್ ಸಾಂಗ್ತಾ ಮನ್ತಲೆ ತುಮ್ಕಾ ಗೊತ್ತ್ ಹಾಯ್ ಕಾಯ್?