Galatians 4:23 — Compare Translations
7 translations compared side by side
Odia - 1840
"ଅବ୍ରହାମଙ୍କ ଦାସୀପୁତ୍ର ଶାରୀରିକ ସ୍ବଭାବର ପଦ୍ଧତି ରେ ଜନ୍ମ ହେଲା। କିନ୍ତୁ ସ୍ବାଧୀନ ସ୍ତ୍ରୀଠାରୁ ଯେଉଁ ପୁତ୍ରଟି ଜନ୍ମ ହେଲା, ପରମେଶ୍ବର ଅବ୍ରହାମଙ୍କୁ ଦଇେଥିବା ପ୍ରତିଜ୍ଞା ଅନୁସାରେ ସେ ଜାତ ହେଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେ ଦାସୀର ପୁତ୍ର, ସେ ଶାରୀରିକ ସ୍ଵଭାବା-ନୁସାରେ ଜାତ ହେଲା; ମାତ୍ର ଯେ ସ୍ଵାଧୀନା ସ୍ତ୍ରୀର ପୁତ୍ର, ସେ ପ୍ରତିଜ୍ଞା ବଳରେ ଜାତ ହେଲା ।
Odia BSI (ପବିତ୍ର ବାଇବଲ (CL) NT (BSI))
କ୍ରୀତଦାସୀର ପୁତ୍ର ସ୍ୱାଭାବିକ ଭାବରେ ଜନ୍ମ ଲାଭ କରିଥିଲା। ମାତ୍ର ତାଙ୍କ ବିବାହିତା ସ୍ତ୍ରୀଙ୍କ ପୁତ୍ର ଈଶ୍ୱରଙ୍କ ପ୍ରତିଜ୍ଞା ଅନୁସାରେ ଜନ୍ମ ଲାଭ କରିଥିଲା।
Odia Bible ERV 2004 (ପବିତ୍ର ବାଇବଲ)
ଅବ୍ରହାମଙ୍କ ଦାସୀପୁତ୍ର ଶାରୀରିକ ସ୍ୱଭାବର ପଦ୍ଧତିରେ ଜନ୍ମ ହେଲା। କିନ୍ତୁ ସ୍ୱାଧୀନ ସ୍ତ୍ରୀଠାରୁ ଯେଉଁ ପୁତ୍ରଟି ଜନ୍ମ ହେଲା, ପରମେଶ୍ୱର ଅବ୍ରହାମଙ୍କୁ ଦେଇଥିବା ପ୍ରତିଜ୍ଞା ଅନୁସାରେ ସେ ଜାତ ହେଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେ ଦାସୀର ପୁତ୍ର, ସେ ଶାରୀରିକ ସ୍ୱଭାବାନୁସାରେ ଜାତ ହେଲା; ମାତ୍ର ଯେ ସ୍ୱାଧୀନା ସ୍ତ୍ରୀର ପୁତ୍ର, ସେ ପ୍ରତିଜ୍ଞା ବଳରେ ଜାତ ହେଲା।
Odia IRV 2017 (ଓଡିଆ ବାଇବେଲ)
ଯେ ଦାସୀର ପୁତ୍ର, ସେ ଶାରୀରିକ ସ୍ୱଭାବାନୁସାରେ ଜାତ ହେଲା; ମାତ୍ର ଯେ ସ୍ୱାଧୀନା ସ୍ତ୍ରୀର ପୁତ୍ର, ସେ ପ୍ରତିଜ୍ଞା ବଳରେ ଜାତ ହେଲା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಗುಲಾಮ್ ಬಾಯ್ಕೊಮನ್ಸಿಕ್ ಜಲ್ಮಲ್ಲೊ ಲೆಕ್ ಸ್ವಾಭಾವಿಕ್ ರಿತಿನ್ ಜಲಮ್ಲೊ, ಖರೆ ತೆಚೊ ಸ್ವತಂತ್ರ್ ಬಾಯ್ಕೊಮನ್ಸಿಕ್ನಾ ಜಲಮಲ್ಲೊ ಲೆಕ್ ದೆವಾನ್ ದಿಲ್ಲ್ಯಾ ಗೊಸ್ಟಿಚೊ ಪ್ರತಿಫಳ್ ಹೊಲ್ಲೊ.