Galatians 4:25 — Compare Translations

7 translations compared side by side

Odia - 1840
"ହାଗାର ଆରବ ଦେଶସ୍ଥିତ ସୀନୟ ପର୍ବତର ପ୍ରତୀକ। ଏବେ ତାହା ଆଜିର ୟିରୁଶାଲମକୁ ସଂକତେ କରେ। ଏହା ନିଜ ସନ୍ତାନମାନଙ୍କ ସହିତ ଦାସତ୍ବ ରେ ପଡ଼ିଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହାଗାର, ଏହି ଶଦ୍ଦ ଆରବରେ ସୀନୟ ପର୍ବତକୁ ବୁଝାଏ, ପୁଣି, ତାହା ବର୍ତ୍ତମାନ ଯିରୂଶାଲମର ସମତୁଲ୍ୟ, କାରଣ ଏ ଆପଣା ସନ୍ତାନମାନଙ୍କ ସହିତ ଦାସତ୍ଵରେ ରହିଅଛି ।
Odia BSI (ପବିତ୍ର ବାଇବଲ (CL) NT (BSI))
ଆରବ ଦେଶରେ ଅବସ୍ଥିତ ସିନାଇ ପର୍ବତ ସ୍ୱରୂପ ହାଗାର ବର୍ତ୍ତମାନର ଯିରୂଶାଲମ ନଗର ସଦୃଶ। ହାଗାର ପରି ଯିରୂଶାଲମ ଓ ତା’ର ଅଧିବାସୀମାନେ ବର୍ତ୍ତମାନ ଦାସତ୍ୱ ବନ୍ଧନରେ ଆବଦ୍ଧ।
Odia Bible ERV 2004 (ପବିତ୍ର ବାଇବଲ)
ହାଗାର ଆରବ ଦେଶସ୍ଥିତ ସୀନୟ ପର୍ବତର ପ୍ରତୀକ। ଏବେ ତାହା ଆଜିର ଯିରୁଶାଲମକୁ ସଂକେତ କରେ। ଏହା ନିଜ ସନ୍ତାନମାନଙ୍କ ସହିତ ଦାସତ୍ୱରେ ପଡ଼ିଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହାଗାର, ଏହି ଶବ୍ଦ ଆରବ ଦେଶରେ ସୀନୟ ପର୍ବତକୁ ବୁଝାଏ, ପୁଣି, ତାହା ବର୍ତ୍ତମାନ ଯିରୂଶାଲମ ସହରର ସମତୁଲ୍ୟ, କାରଣ ଏ ଆପଣା ସନ୍ତାନମାନଙ୍କ ସହିତ ଦାସତ୍ୱରେ ରହିଅଛି।
Odia IRV 2017 (ଓଡିଆ ବାଇବେଲ)
ହାଗାର, ଏହି ଶବ୍ଦ ଆରବରେ ସୀନୟ ପର୍ବତକୁ ବୁଝାଏ, ପୁଣି, ତାହା ବର୍ତ୍ତମାନ ଯିରୂଶାଲମର ସମତୁଲ୍ୟ, କାରଣ ଏ ଆପଣା ସନ୍ତାନମାନଙ୍କ ସହିତ ଦାସତ୍ୱରେ ରହିଅଛି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಸೆ ಹೊವ್ನ್ ಹಾಗಾರಾ ಅರೆಬಿಯಾತ್ಲ್ಯಾ ಸಿನಾಯ್ ಮಡ್ಡಿ ಸಾರ್ಕಿ ಹಾಯ್, ಜುದೆವಾಂಚೆ ಶಾರ್ ಹೊವ್ನ್ ಹೊತ್ತ್ಯಾ ಜರುಜಲೆಮಾಕ್, ಅತ್ತಾಚ್ಯಾ ಜೆರುಜಲೆಮ್ ಶಾರಾಚಿ ಪ್ರತಿರುಪ್ ಹೊವ್ನ್ ಹಾಯ್, ಕಶ್ಯಾಕ್ ಮಟ್ಲ್ಯಾರ್, ತೆ ಅಪ್ಲ್ಯಾ ಸಗ್ಳ್ಯಾ ಲೊಕಾಂಚ್ಯಾ ವಾಂಗ್ಡಾ ಗುಲಾಮ್ಗಿರಿತ್ ಹಾಯ್.