Galatians 4:3 — Compare Translations

7 translations compared side by side

Odia - 1840
"ଠିକ୍ ସହେିପରି ଆମ୍ଭମାନେେ ଶିଶୁଥିବା ସମୟରେ ଆମ୍ଭେ ମଧ୍ଯ ସଂସାରର ଅନୁପୟୋଗୀ ନୀତିନିୟମଗୁଡ଼ିକର ଦାସ ଥିଲୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହିପରି ଆମ୍ଭେମାନେ ମଧ୍ୟ ଯେତେବେଳେ ଧର୍ମରେ ନାବାଳକ ଥିଲୁ, ସେତେବେଳେ ଜଗତର ପ୍ରାଥମିକ ବିଷୟଗୁଡ଼ାକର ଦାସ ଥିଲୁ;
Odia BSI (ପବିତ୍ର ବାଇବଲ (CL) NT (BSI))
ଠିକ୍ ସେହିପରି ଆମେ ମଧ୍ୟ ଆଧ୍ୟାତ୍ମିକଭାବେ ପ୍ରାପ୍ତବୟସ୍କ ହେବା ପୂର୍ବରୁ, ବିଶ୍ୱ ଉପରେ କର୍ତ୍ତୃତ୍ୱ କରୁଥିବା ଶକ୍ତିମାନଙ୍କର ଦାସ ଥିଲୁ।
Odia Bible ERV 2004 (ପବିତ୍ର ବାଇବଲ)
ଠିକ୍ ସେହିପରି ଆମ୍ଭେମାନେ ଶିଶୁଥିବା ସମୟରେ ଆମ୍ଭେ ମଧ୍ୟ ସଂସାରର ଅନୁପଯୋଗୀ ନୀତିନିୟମଗୁଡ଼ିକର ଦାସ ଥିଲୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହିପରି ଆମ୍ଭେମାନେ ମଧ୍ୟ ଯେତେବେଳେ ଧର୍ମରେ ନାବାଳକ ଥିଲୁ, ସେତେବେଳେ ଜଗତର ମୌଳିକ ବିଷୟଗୁଡ଼ାକର ଦାସ ଥିଲୁ
Odia IRV 2017 (ଓଡିଆ ବାଇବେଲ)
ସେହିପରି ଆମ୍ଭେମାନେ ମଧ୍ୟ ଯେତେବେଳେ ଧର୍ମରେ ନାବାଳକ ଥିଲୁ, ସେତେବେଳେ ଜଗତର ପ୍ରାଥମିକ ବିଷୟଗୁଡ଼ାକର ଦାସ ଥିଲୁ
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಸೆಚ್ ಅಮಿಬಿ ಆತ್ಮಿಕ್ ರಿತಿಚ್ಯಾನ್ ವಾಡುಚ್ಯಾ ಅದ್ದಿ ಜಗಾಚ್ಯಾ ಆತ್ಮ್ಯಾಂಚ್ಯಾ ಚಾಲ್ನುಕಿಕ್ ಗುಲಾಮ್ ಹೊವ್ನ್ ಹೊತ್ತಾಂವ್.