Galatians 4:30 — Compare Translations

7 translations compared side by side

Odia - 1840
"କିନ୍ତୁ ଶାସ୍ତ୍ର କ'ଣ କୁ ହେ? ଦାସୀ ନାରୀ ଓ ତାହାର ପୁତ୍ରକୁ ବାହାର କରିଦିଅ। ସ୍ବାଧୀନ ସ୍ତ୍ରୀର ପୁତ୍ର ପିତାର ସମସ୍ତ ସମ୍ପତ୍ତିର ଉତ୍ତରାଧିକାରୀ ହବେ। କିନ୍ତୁ ଦାସୀପୁତ୍ର କିଛି ପାଇବ ନାହିଁ।278"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଶାସ୍ତ୍ର କଅଣ କୁହେ? ଦାସୀ ଓ ତାʼର ପୁତ୍ରକୁ ବାହାର କରିଦିଅ; କାରଣ ଦାସୀର ପୁତ୍ର ସ୍ଵାଧୀନା ସ୍ତ୍ରୀର ପୁତ୍ର ସହିତ ଉତ୍ତରାଧିକାରୀ ହେବ ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ମାତ୍ର ଏ ସମ୍ପର୍କରେ ଶାସ୍ତ୍ର କ’ଣ କହେ? ସେଥିରେ ଲେଖାଅଛି, “କ୍ରୀତଦାସୀ ଓ ତାହାର ପୁତ୍ରକୁ ବହିଷ୍କାର କର, କାରଣ ବିବାହିତା ସ୍ତ୍ରୀର ପୁତ୍ର ସହିତ କ୍ରୀତଦାସୀର ପୁତ୍ର ପୈତୃକ ସମ୍ପତ୍ତିରେ ଅଂଶୀଦାର ହୋଇପାରିବ ନାହିଁ।”
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଶାସ୍ତ୍ର କ’ଣ କୁହେ? “ଦାସୀ ନାରୀ ଓ ତାହାର ପୁତ୍ରକୁ ବାହାର କରିଦିଅ। ସ୍ୱାଧୀନ ସ୍ତ୍ରୀର ପୁତ୍ର ପିତାର ସମସ୍ତ ସମ୍ପତ୍ତିର ଉତ୍ତରାଧିକାରୀ ହେବ। କିନ୍ତୁ ଦାସୀପୁତ୍ର କିଛି ପାଇବ ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଶାସ୍ତ୍ର କଅଣ କୁହେ? ଦାସୀ ଓ ତାହାର ପୁତ୍ରକୁ ବାହାର କରିଦିଅ; କାରଣ ଦାସୀର ପୁତ୍ର ସ୍ୱାଧୀନା ସ୍ତ୍ରୀର ପୁତ୍ର ସହିତ ଉତ୍ତରାଧିକାରୀ ହେବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଶାସ୍ତ୍ର କ'ଣ କୁହେ? ଦାସୀ ଓ ତା'ର ପୁତ୍ରକୁ ବାହାର କରିଦିଅ; କାରଣ ଦାସୀର ପୁତ୍ର ସ୍ୱାଧୀନା ସ୍ତ୍ରୀର ପୁତ୍ର ସହିତ ଉତ୍ତରାଧିକାରୀ ହେବ ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ಪವಿತ್ರ್ ಪುಸ್ತಕ್ ಕಾಯ್ ಸಾಂಗ್ತಾ? ತೆ ಮನ್ತಾ, ಗುಲಾಮ್ ಬಾಯ್ಕೊಮನ್ಸಿಕ್ ಅನಿ ತಿಚ್ಯಾ ಲೆಕಾಕ್ ಭಾಯ್ರ್ ಘಾಲಾ, ಸ್ವತಂತ್ರ್ ಬಾಯ್ಕೊಮನ್ಸಿಚ್ಯಾ ವಾಂಗ್ಡಾ; ಗುಲಾಮ್ ಬಾಯ್ಕೊಮನ್ಸಿಚ್ಯಾ ಲೆಕಾಕ್ ಬಾಬಾಚ್ಯಾ ಆಸ್ತಿತ್ ವಾಟೊ ನಾ.