Galatians 4:31 — Compare Translations
7 translations compared side by side
Odia - 1840
"ଅତଏବ ଭାଇ ଓ ଭଉଣୀମାନେ, ଆମ୍ଭେ ଦାସୀପୁତ୍ର ନୋହୁଁ, ମାତ୍ର ସ୍ବାଧୀନ ସ୍ତ୍ରୀର ସନ୍ତାନ ଅଟୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅତଏବ, ଭାଇମାନେ, ଆମ୍ଭେମାନେ ଦାସୀର ସନ୍ତାନ ନୋହୁଁ, କିନ୍ତୁ ସ୍ଵାଧୀନା ସ୍ତ୍ରୀର ସନ୍ତାନ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତେଣୁ ହେ ମୋର ଭାଇମାନେ, ଆମେ କ୍ରୀତଦାସୀର ସନ୍ତାନ ନୋହୁଁ, ବିବାହିତ ସ୍ତ୍ରୀର ସନ୍ତାନ।
Odia Bible ERV 2004 (ପବିତ୍ର ବାଇବଲ)
ଅତଏବ ଭାଇ ଓ ଭଉଣୀମାନେ, ଆମ୍ଭେ ଦାସୀପୁତ୍ର ନୋହୁଁ, ମାତ୍ର ସ୍ୱାଧୀନ ସ୍ତ୍ରୀର ସନ୍ତାନ ଅଟୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅତଏବ, ଭାଇମାନେ, ଆମ୍ଭେମାନେ ଦାସୀର ସନ୍ତାନ ନୋହୁଁ, କିନ୍ତୁ ସ୍ୱାଧୀନା ସ୍ତ୍ରୀର ସନ୍ତାନ।
Odia IRV 2017 (ଓଡିଆ ବାଇବେଲ)
ଅତଏବ, ଭାଇମାନେ, ଆମ୍ଭେମାନେ ଦାସୀର ସନ୍ତାନ ନୋହୁଁ, କିନ୍ତୁ ସ୍ୱାଧୀନା ସ୍ତ୍ରୀର ସନ୍ତାନ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಸೆ ಹೊವ್ನ್ ಮಾಜ್ಯಾ ಭಾವಾನು ಅನಿ ಭೆನಿಯಾನು, ಅಮಿ ಗುಲಾಮ್ಗಿರಿತ್ ಹೊತ್ತಿಚಿ ಪೊರಾ ನ್ಹಯ್, ಅಮಿ ಸ್ವತಂತ್ರ್ ಹೊತ್ತ್ಯಾ ಬಾಯ್ಕೊಮನ್ಸಿಚಿ ಪೊರಾ.