Galatians 4:5 — Compare Translations
7 translations compared side by side
Odia - 1840
"ବ୍ଯବସ୍ଥାର ଅଧୀନ ରେ ଥିବା ଲୋକମାନଙ୍କୁ ମୁକ୍ତ କରିବା ପାଇଁ ଓ ଆମ୍ଭମାନଙ୍କୁ ପରମେଶ୍ବରଙ୍କ ସନ୍ତାନ ରୂପେ ଗଢି ତୋଳିବା ନିମନ୍ତେ ସେ ଏପରି କରିଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେପରି ସେ ମୂଲ୍ୟ ଦେଇ ବ୍ୟବସ୍ଥାଧୀନ ଲୋକମାନଙ୍କୁ ମୁକ୍ତ କରନ୍ତି, ପୁଣି ଆମ୍ଭେମାନେ ପୁତ୍ରତ୍ଵର ଅଧିକାର ପ୍ରାପ୍ତ ହେଉ ।
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ଆବଶ୍ୟକୀୟ ମୂଲ୍ୟ ଦେଇ ସେହି ବ୍ୟବସ୍ଥାର ବନ୍ଧନରୁ ଅନ୍ୟମାନଙ୍କୁ ମୁକ୍ତ କରାଇବା ଓ ସେମାନଙ୍କୁ ଈଶ୍ୱରଙ୍କ ପୁତ୍ର ହେବାର ସୁଯୋଗ ଦେବା ତାଙ୍କ ଜୀବନର ଉଦ୍ଦେଶ୍ୟ ଥିଲା।
Odia Bible ERV 2004 (ପବିତ୍ର ବାଇବଲ)
ବ୍ୟବସ୍ଥାର ଅଧୀନରେ ଥିବା ଲୋକମାନଙ୍କୁ ମୁକ୍ତ କରିବା ପାଇଁ ଓ ଆମ୍ଭମାନଙ୍କୁ ପରମେଶ୍ୱରଙ୍କ ସନ୍ତାନ ରୂପେ ଗଢ଼ି ତୋଳିବା ନିମନ୍ତେ ସେ ଏପରି କରିଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେପରି ସେ ମୂଲ୍ୟ ଦେଇ ମୋଶାଙ୍କ ବ୍ୟବସ୍ଥାଧୀନ ଲୋକମାନଙ୍କୁ ମୁକ୍ତ କରନ୍ତି, ପୁଣି, ଆମ୍ଭେମାନେ ପୁତ୍ରତ୍ୱର ଅଧିକାରପ୍ରାପ୍ତ ହେଉ।
Odia IRV 2017 (ଓଡିଆ ବାଇବେଲ)
ଯେପରି ସେ ମୂଲ୍ୟ ଦେଇ ମୋଶାଙ୍କ ବ୍ୟବସ୍ଥାଧୀନ ଲୋକମାନଙ୍କୁ ମୁକ୍ତ କରନ୍ତି, ପୁଣି, ଆମ୍ଭେମାନେ ପୁତ୍ରତ୍ୱର ଅଧିକାରପ୍ରାପ୍ତ ହେଉ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಶೆ ರ್ಹಾತಾನಾ ಖಾಯ್ದ್ಯಾಂಚ್ಯಾ ಖಾಯ್ಲ್ ಹೊತ್ತ್ಯಾಕ್ನಿ ಇಕಾತ್ ಘೆವ್ನ್ ಸುಟ್ಕಾ ಕರುಕ್ ಸಾಟ್ನಿ ಯೆಲೊ. ತಸೆ ಹೊವ್ನ್ ಅಮಿ ದೆವಾಚಿ ಲೆಕಾ ಅನಿ ಲೆಕಿಯಾ ಹೊಲಾಂವ್.