Galatians 4:7 — Compare Translations
7 translations compared side by side
Odia - 1840
"ଅତଏବ, ତୁମ୍ଭମାନେେ ପୂର୍ବଭଳି ଏବେ ଆଉ ଦାସ ନୁହଁ। ତୁମ୍ଭେ ପରମେଶ୍ବରଙ୍କ ପୁତ୍ର ଅଟ। ତୁମ୍ଭେ ତାହାଙ୍କର ସନ୍ତାନ ହାଇେଥିବାରୁ ସେ ତୁମ୍ଭକୁ ଉତ୍ତରାଧିକାରୀ ଭାବେ ସବୁ ପ୍ରତିଜ୍ଞାତ ବିଷୟ ପ୍ରଦାନ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଣୁ ତୁମ୍ଭେ ଆଉ ଦାସ ନୁହଁ, କିନ୍ତୁ ପୁତ୍ର, ପୁଣି ଯଦି ପୁତ୍ର, ତେବେ ଈଶ୍ଵରଙ୍କ କର୍ତ୍ତୃକ ଉତ୍ତରାଧିକାରୀ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତେଣୁ ତୁମ୍ଭେମାନେ ଆଉ କ୍ରୀତଦାସ ନୁହଁ, ପୁତ୍ର ଅଟ। ତୁମ୍ଭେମାନେ ତାଙ୍କର ପୁତ୍ର ହୋଇଥିବାରୁ, ଈଶ୍ୱର ତାଙ୍କ ପୁତ୍ରମାନଙ୍କ ପାଇଁ ଯାହା କିଛି ରଖିଅଛନ୍ତି, ସେସବୁ ତୁମ୍ଭମାନଙ୍କୁ ଦାନ କରିବେ।
Odia Bible ERV 2004 (ପବିତ୍ର ବାଇବଲ)
ଅତଏବ, ତୁମ୍ଭେମାନେ ପୂର୍ବଭଳି ଏବେ ଆଉ ଦାସ ନୁହଁ। ତୁମ୍ଭେ ପରମେଶ୍ୱରଙ୍କ ପୁତ୍ର ଅଟ। ତୁମ୍ଭେ ତାହାଙ୍କର ସନ୍ତାନ ହୋଇଥିବାରୁ ସେ ତୁମ୍ଭକୁ ଉତ୍ତରାଧିକାରୀ ଭାବେ ସବୁ ପ୍ରତିଜ୍ଞାତ ବିଷୟ ପ୍ରଦାନ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଣୁ ତୁମ୍ଭେ ଆଉ ଦାସ ନୁହଁ, କିନ୍ତୁ ପୁତ୍ର, ପୁଣି, ଯଦି ପୁତ୍ର, ତେବେ ଈଶ୍ବରଙ୍କ କର୍ତ୍ତୃକ ଉତ୍ତରାଧିକାରୀ।
Odia IRV 2017 (ଓଡିଆ ବାଇବେଲ)
ଏଣୁ ତୁମ୍ଭେ ଆଉ ଦାସ ନୁହଁ, କିନ୍ତୁ ପୁତ୍ର, ପୁଣି, ଯଦି ପୁତ୍ର, ତେବେ ଈଶ୍ୱରଙ୍କ କର୍ତ୍ତୃକ ଉତ୍ତରାଧିକାରୀ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಶೆ ರ್ಹಾತಾನಾ, ತುಮಿ ಅನಿ ಫಿಡೆ ಗುಲಾಮ್ ನ್ಹಯ್, ತುಮಿ ಪೊರಾ. ತಸೆ ಮನುನ್ ದೆವ್ ತುಮ್ಕಾ ಅಪ್ನಾಚ್ಯಾ ವಾರಿಸ್ದಾರಾಕ್ ದಿತಲೆ ಸಗ್ಳೆ ದಿತಾ.