Galatians 4:8 — Compare Translations

7 translations compared side by side

Odia - 1840
"ପୂର୍ବରୁ ତୁମ୍ଭେ ପରମେଶ୍ବରଙ୍କୁ ଜାଣି ନ ଥିଲ। ତୁମ୍ଭମାନେେ ମିଥ୍ଯା ଦବେତାମାନଙ୍କର ଦାସ ଥିଲ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ପୂର୍ବରେ ତୁମ୍ଭେମାନେ ଈଶ୍ଵରଙ୍କୁ ନ ଜାଣି, ଯେଉଁମାନେ ପ୍ରକୃତରେ ଈଶ୍ଵର ନୁହନ୍ତି, ସେମାନଙ୍କର ଦାସ ଥିଲ;
Odia BSI (ପବିତ୍ର ବାଇବଲ (CL) NT (BSI))
ଅତୀତରେ ତୁମ୍ଭେମାନେ ଈଶ୍ୱରଙ୍କୁ ଜାଣି ନ ଥିଲ, ତେଣୁ ଯେଉଁମାନେ ପ୍ରକୃତରେ ଈଶ୍ୱର ନୁହଁନ୍ତି, ସେହିଭଳି ମିଥ୍ୟା ଦେବଦେବୀମାନଙ୍କର ଦାସ ଥିଲ।
Odia Bible ERV 2004 (ପବିତ୍ର ବାଇବଲ)
ଗାଲାତୀୟ ଖ୍ରୀଷ୍ଟିୟାନମାନଙ୍କ ପ୍ରତି ପାଉଲଙ୍କ ପ୍ରେମ ପୂର୍ବରୁ ତୁମ୍ଭେ ପରମେଶ୍ୱରଙ୍କୁ ଜାଣି ନ ଥିଲ। ତୁମ୍ଭେମାନେ ମିଥ୍ୟା ଦେବତାମାନଙ୍କର ଦାସ ଥିଲ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ପୂର୍ବରେ ତୁମ୍ଭେମାନେ ଈଶ୍ବରଙ୍କୁ ନ ଜାଣି, ଯେଉଁମାନେ ପ୍ରକୃତରେ ଈଶ୍ବର ନୁହଁନ୍ତି, ସେମାନଙ୍କର ଦାସ ଥିଲ;
Odia IRV 2017 (ଓଡିଆ ବାଇବେଲ)
ମାତ୍ର ପୂର୍ବରେ ତୁମ୍ଭେମାନେ ଈଶ୍ୱରଙ୍କୁ ନ ଜାଣି, ଯେଉଁମାନେ ପ୍ରକୃତରେ ଈଶ୍ୱର ନୁହଁନ୍ତି, ସେମାନଙ୍କର ଦାସ ଥିଲ;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಫಾಟಿ ತುಮ್ಕಾ ದೆವಾಚಿ ವಳಕ್ ನತ್ತಿ, ಅನಿ ತುಮಿ ಸ್ವಭಾವಾನ್ ದೆವ್ ನ್ಹಯ್ ಹೊತ್ತ್ಯಾಕ್ನಿ ಗುಲಾಮಾ ಹೊವ್ನ್ ಹೊತ್ತ್ಯಾಶಿ.