Galatians 4:9 — Compare Translations

7 translations compared side by side

Odia - 1840
"କିନ୍ତୁ ଏବେ ତୁମ୍ଭମାନେେ ପ୍ରକୃତ ପରମେଶ୍ବରଙ୍କ ପରିଚୟ ପାଇଅଛ। ପ୍ରକୃତ ରେ ପରମେଶ୍ବରଙ୍କ ଦ୍ବାରା ପରିଚୟ ପାଇଅଛ। ତବେେ ତୁମ୍ଭମାନେେ ପୂର୍ବରୁ ପାଳନ କରୁଥିବା ଦୁର୍ବଳ ଓ ଅଦରକାରୀ ନିୟମଗୁଡ଼ିକ ପ୍ରତି କାହିଁକି ପୁଣି ଆକୃଷ୍ଟ ହେଉଛ? ତୁମ୍ଭମାନେେ କ'ଣ ପୁଣି ଦାସ ହବୋକୁ ଇଚ୍ଛା କର?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ଏବେ ଈଶ୍ଵରଙ୍କ ପରିଚୟ ପାଇଅଛ; ବରଞ୍ଚ ଈଶ୍ଵରଙ୍କ ଦ୍ଵାରା ପରିଚିତ ହୋଇଅଛ, ତେବେ କିପରି ଆଉ ଥରେ ଦୁର୍ବଳ ଓ ଅକିଞ୍ଚନ ପ୍ରାଥମିକ ବିଷୟଗୁଡ଼ାକ ପ୍ରତି ଫେରିଯାଇ ପୁନର୍ବାର ସେହିସବୁର ଦାସ ହେବାକୁ ଇଚ୍ଛା କରୁଅଛ?
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ବର୍ତ୍ତମାନ ତୁମ୍ଭେମାନେ ଈଶ୍ୱରଙ୍କୁ ଜାଣି ଅଛ, ଅଥବା ମୁଁ କହିବି, ବର୍ତ୍ତମାନ ଈଶ୍ୱର ତୁମ୍ଭମାନଙ୍କୁ ଜାଣିଛନ୍ତି। ତେବେ ଏହା କିପରି ସମ୍ଭବ ଯେ, ତୁମ୍ଭେମାନେ ପୁଣି ଥରେ ସେହି ହୀନବଳ, ଦୟନୀୟ ଦେବଦେବୀମାନଙ୍କ ନିକଟକୁ ଫେରି ଯିବାକୁ ଚାହୁଁଛ? ତୁମ୍ଭେମାନେ କାହିଁକି ପୁନର୍ବାର ସେମାନଙ୍କ ଦାସ ହେବାକୁ ଇଚ୍ଛା କରୁଛ?
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଏବେ ତୁମ୍ଭେମାନେ ପ୍ରକୃତ ପରମେଶ୍ୱରଙ୍କ ପରିଚୟ ପାଇଅଛ। ପ୍ରକୃତରେ ପରମେଶ୍ୱରଙ୍କ ଦ୍ୱାରା ପରିଚୟ ପାଇଅଛ। ତେବେ ତୁମ୍ଭେମାନେ ପୂର୍ବରୁ ପାଳନ କରୁଥିବା ଦୁର୍ବଳ ଓ ଅଦରକାରୀ ନିୟମଗୁଡ଼ିକ ପ୍ରତି କାହିଁକି ପୁଣି ଆକୃଷ୍ଟ ହେଉଛ? ତୁମ୍ଭେମାନେ କ’ଣ ପୁଣି ଦାସ ହେବାକୁ ଇଚ୍ଛା କର?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ଏବେ ଈଶ୍ବରଙ୍କ ପରିଚୟ ପାଇଅଛ; ବରଂ ଈଶ୍ବରଙ୍କ ଦ୍ୱାରା ପରିଚିତ ହୋଇଅଛ, ତେବେ କିପରି ଆଉ ଥରେ ଦୁର୍ବଳ ଓ ଅକିଞ୍ଚନ ମୌଳିକ ବିଷୟଗୁଡ଼ିକ ପ୍ରତି ଫେରିଯାଇ ପୁନର୍ବାର ସେହି ସବୁର ଦାସ ହେବାକୁ ଇଚ୍ଛା କରୁଅଛ?
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ଏବେ ଈଶ୍ୱରଙ୍କ ପରିଚୟ ପାଇଅଛ; ବରଂ ଈଶ୍ୱରଙ୍କ ଦ୍ୱାରା ପରିଚିତ ହୋଇଅଛ, ତେବେ କିପରି ଆଉ ଥରେ ଦୁର୍ବଳ ଓ ଅକିଞ୍ଚନ ପ୍ରାଥମିକ ବିଷୟଗୁଡ଼ାକ ପ୍ରତି ଫେରିଯାଇ ପୁନର୍ବାର ସେହି ସବୁର ଦାସ ହେବାକୁ ଇଚ୍ଛା କରୁଅଛ?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅತ್ತಾ ತರಿಬಿ ಖರ್‍ಯಾ ದೆವಾಕ್ ಕಳ್ವುನ್ ಘೆಟ್ಲ್ಯಾಶಿ, ಖರೆ ಸಾಂಗುಚೆ ಹೊಲ್ಯಾರ್ ತುಮ್ಕಾ ಕಳ್ವುನ್ ಘೆಟಲ್ಲೆ ದೆವಾನುಚ್, ಅಶೆ ರ್‍ಹಾತಾನಾ, ತುಮಿ ಅದ್ದಿಚ್ಯಾನ್ ಪಾಳುನ್ಗೆತ್ ಯೆಲ್ಲ್ಯಾ ಬಳ್ ನಸಲ್ಲ್ಯಾ ಅನಿ ಫಾಯ್ದ್ಯಾಕ್ ಪಡಿನಸಲ್ಲ್ಯಾ ನೆಮಾಕ್ನಿ ಕಶ್ಯಾಕ್ ಫಾಟಿ ಪರ್ತುನ್ ಜಾವ್ಚೆ? ತೆಂಕಾ ಅನಿಪರ್ತುನ್ ಗುಲಾಮ್ ಹೊವ್ಚೆ ಮನುನ್ ಕರ್ಲ್ಯಾಸಿ ಕಾಯ್?