Galatians 5:1 — Compare Translations
7 translations compared side by side
Odia - 1840
"ଆମ୍ଭେ ସମସ୍ତେ ଏବେ ସ୍ବାଧୀନ। ଖ୍ରୀଷ୍ଟ ଆମ୍ଭକୁ ସ୍ବାଧୀନ କରିଛନ୍ତି। ଦୃଢ଼ ଭାବରେ ରହିଥାଅ। ପୁଣି ଥରେ ଦାସତ୍ବର ବନ୍ଧନ ନିକଟରେ ନିଜ ନିଜକୁ ସମର୍ପଣ କର ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସ୍ଵାଧୀନତା ନିମନ୍ତେ ଖ୍ରୀଷ୍ଟ ଆମ୍ଭମାନଙ୍କୁ ମୁକ୍ତ କରିଅଛନ୍ତି; ଅତଏବ ସ୍ଥିର ହୋଇ ରୁହ ଏବଂ ଦାସତ୍ଵ ଯୁଆଳିରେ। ଆଉ ଥରେ ଯୋଚା ନ ଯାଅ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଆମେ ସ୍ୱାଧୀନ। ଖ୍ରୀଷ୍ଟ ଆମକୁ ସ୍ୱାଧୀନ କରି ଅଛନ୍ତି। ତେଣୁ ତୁମ୍ଭେମାନେ ସ୍ୱାଧୀନତାରେ ଅଟଳ ରୁହ। ପୁନର୍ବାର ଦାସତ୍ୱ ବନ୍ଧନରେ ଆବଦ୍ଧ ହେବା ପାଇଁ ନିଜକୁ ପ୍ରଶ୍ରୟ ଦିଅ ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
ସ୍ୱାଧୀନ ରହିଥାଅ ଆମ୍ଭେ ସମସ୍ତେ ଏବେ ସ୍ୱାଧୀନ। ଖ୍ରୀଷ୍ଟ ଆମ୍ଭକୁ ସ୍ୱାଧୀନ କରିଛନ୍ତି। ଦୃଢ଼ ଭାବରେ ରହିଥାଅ। ପୁଣି ଥରେ ଦାସତ୍ୱର ବନ୍ଧନ ନିକଟରେ ନିଜ ନିଜକୁ ସମର୍ପଣ କର ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସ୍ୱାଧୀନତା ନିମନ୍ତେ ଖ୍ରୀଷ୍ଟ ଆମ୍ଭମାନଙ୍କୁ ମୁକ୍ତ କରିଅଛନ୍ତି; ଅତଏବ ସ୍ଥିର ହୋଇ ରୁହ ଏବଂ ଦାସତ୍ୱ ଜୁଆଳିରେ ଆଉ ଥରେ ଯୋଚା ନ ଯାଅ।
Odia IRV 2017 (ଓଡିଆ ବାଇବେଲ)
ସ୍ୱାଧୀନତା ନିମନ୍ତେ ଖ୍ରୀଷ୍ଟ ଆମ୍ଭମାନଙ୍କୁ ମୁକ୍ତ କରିଅଛନ୍ତି; ଅତଏବ ସ୍ଥିର ହୋଇ ରୁହ ଏବଂ ଦାସତ୍ୱ ଯୁଆଳିରେ ଆଉ ଥରେ ଯୋଚା ନ ଯାଅ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಕ್ರಿಸ್ತಾನ್ ಅಮ್ಕಾ ಸ್ವತಂತ್ರ್ ಕರಲ್ಲೆ ಹಾಯ್, ತಸೆ ರ್ಹಾತಾನಾ ಸ್ವತಂತ್ರ್ ಹೊವ್ನ್ ರ್ಹಾವಾ ಅನಿ ಪರ್ತುನ್ ತುಮ್ಕಾಚ್ ತುಮಿ ಗುಲಾಮ್ಗಿರಿಕ್ ದಿವ್ನಕಾಸಿ.