Galatians 5:10 — Compare Translations
7 translations compared side by side
Odia - 1840
"ପ୍ରଭୁଙ୍କଠା ରେ ମାରେ ବିଶ୍ବାସ ଅଛି ଯେ, ତୁମ୍ଭମାନେେ ଏହିଭଳି ଭିନ୍ନ ମତାମତକୁ ବିଶ୍ବାସ କରିବ ନାହିଁ। ଯେଉଁ ଲୋକ ତୁମ୍ଭମାନଙ୍କୁ ବିଚଳିତ କରୁଛି, ସେ ୟିଏ ହେଉ ନା କାହିଁକି ଦଣ୍ଡ ପାଇବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ ଯେ ଅନ୍ୟ ପ୍ରକାର ବିଚାର କରିବ ନାହିଁ, ଏହା ମୁଁ ତୁମ୍ଭମାନଙ୍କ ବିଷୟରେ ପ୍ରଭୁଙ୍କଠାରେ ଦୃଢ଼ ବିଶ୍ଵାସ କରୁଅଛି; କିନ୍ତୁ ଯେ ତୁମ୍ଭମାନଙ୍କୁ ଅସ୍ଥିର କରୁଅଛି, ସେ ଯେକେହି ହେଉ, ଆପଣାର ଦଣ୍ତ ବହନ କରିବ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେ ଯାହାହେଉ, ଏ ପର୍ଯ୍ୟନ୍ତ ତୁମ୍ଭମାନଙ୍କ ଉପରେ ମୋର ଆସ୍ଥା ରହିଛି। ଯେହେତୁ ଆମେ ସମସ୍ତେ ପ୍ରଭୁଙ୍କ ସହିତ ସଂଯୁକ୍ତ ହୋଇଛୁ, ମୋର ଦୃଢ଼ ବିଶ୍ୱାସ, ତୁମ୍ଭେମାନେ ମୋ’ ମତର ବିରୋଧ କରିବ ନାହିଁ। ପୁଣି ଯେଉଁ ଲୋକ ତୁମ୍ଭମାନଙ୍କୁ ବିଭ୍ରାନ୍ତ କରୁଛି, ସେ ଯେ କେହି ହେଉନା କାହିଁକି, ତାକୁ ଈଶ୍ୱର ସମୁଚିତ ଦଣ୍ଡ ଦେବେ।
Odia Bible ERV 2004 (ପବିତ୍ର ବାଇବଲ)
ପ୍ରଭୁଙ୍କଠାରେ ମୋର ବିଶ୍ୱାସ ଅଛି ଯେ, ତୁମ୍ଭେମାନେ ଏହିଭଳି ଭିନ୍ନ ମତାମତକୁ ବିଶ୍ୱାସ କରିବ ନାହିଁ। ଯେଉଁ ଲୋକ ତୁମ୍ଭମାନଙ୍କୁ ବିଚଳିତ କରୁଛି, ସେ ଯିଏ ହେଉ ନା କାହିଁକି ଦଣ୍ଡ ପାଇବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେମାନେ ଯେ ଅନ୍ୟ ପ୍ରକାର ବିଚାର କରିବ ନାହିଁ, ଏହା ମୁଁ ତୁମ୍ଭମାନଙ୍କ ବିଷୟରେ ପ୍ରଭୁଙ୍କଠାରେ ଦୃଢ଼ ବିଶ୍ୱାସ କରୁଅଛି; କିନ୍ତୁ ଯେ ତୁମ୍ଭମାନଙ୍କୁ ଅସ୍ଥିର କରୁଅଛି, ସେ ଯେକେହି ହେଉ, ଆପଣାର ଦଣ୍ଡ ବହନ କରିବ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେମାନେ ଯେ ଅନ୍ୟ ପ୍ରକାର ବିଚାର କରିବ ନାହିଁ, ଏହା ମୁଁ ତୁମ୍ଭମାନଙ୍କ ବିଷୟରେ ପ୍ରଭୁଙ୍କଠାରେ ଦୃଢ଼ ବିଶ୍ୱାସ କରୁଅଛି; କିନ୍ତୁ ଯେ ତୁମ୍ଭମାନଙ୍କୁ ଅସ୍ଥିର କରୁଅଛି, ସେ ଯେ କେହି ହେଉ, ଆପଣାର ଦଣ୍ଡ ବହନ କରିବ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ಅಜುನ್ಬಿ ಧನಿಯಾಚ್ಯಾ ಎಕ್ವಟ್ಟಾ ವೈನಾ ತುಮ್ಚ್ಯಾ ವಿಶಯಾತ್ ಮಾಕಾ ಬರೊಸೊ ಹಾಯ್, ಅಮ್ಚೊ ಜಿವ್ ತುಮಿ; ತ್ಯಾ ತುಮ್ಕಾ ಬೆಜಾರ್ ಕರ್ತಲ್ಯಾ ಮಾನ್ಸಾಚ್ಯಾ ದುಸ್ರ್ಯಾ ವಾಟೆನ್ ಜಯ್ನ್ಯಾಶಿ ಮನುನ್, ಮಿಯಾ ಬರೊಸೊ ಕರಿನಾ ಸಾರ್ಕೆ ಕರ್ತಾ. ತೊ ಕೊನ್ಬಿ ರ್ಹಾಂವ್ದಿತ್ ತೆಕಾ ದೆವಾಕ್ನಾ ಶಿಕ್ಷಾ ಗಾವ್ತಾ.