Galatians 5:11 — Compare Translations

7 translations compared side by side

Odia - 1840
"ମାେ ଭାଇ ଓ ଭଉଣୀମାନେ! ମୁଁ ତୁମ୍ଭମାନଙ୍କୁ ଶିଖାଇ ନାହିଁ ଯେ, ଲୋକେ ସୁନ୍ନତ ହବୋ ନିହାତି ଆବଶ୍ଯକ। ଯଦି ମୁଁ ଏହା ଶିଖାଇଛି, ତା ହେଲେ ମାେତେ କାହିଁକି ତାଡ଼ନା ଆସୁଛି? ମୁଁ ଯଦି ଏହା ପ୍ରଚାର କରିଥିଲି, ତା' ହେଲେ କ୍ରୁଶ ସମ୍ବନ୍ଧୀୟ ମାରେ ଶିକ୍ଷା ଲୋକଙ୍କୁ ବ୍ଯତିବ୍ଯସ୍ତ କରି ପକାଇ ନ ଥାନ୍ତା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ହେ ଭାଇମାନେ, ଯଦି ମୁଁ ଏବେ ସୁଦ୍ଧା ସୁନ୍ନତବିଧି ପ୍ରଚାର କରୁଅଛି, ତେବେ କାହିଁକି ମୁଁ ଏଯାଏ ତାଡ଼ନା ଭୋଗ କରୁଅଛି? ତାହାହେଲେ କ୍ରୁଶ ତ ଆଉ ବିଘ୍ନର କାରଣ ନୁହେଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ଭାଇମାନେ, ମୁଁ ଯଦି ଆଜିଯାଏ ସୁନ୍ନତର ପ୍ରୟୋଜନୀୟତା ସପକ୍ଷରେ ପ୍ରଚାର କରୁଥାଏ, ତେବେ ମୁଁ ଏବେ ମଧ୍ୟ କାହିଁକି ନିର୍ଯ୍ୟାତିତ ହେଉଛି? ଯଦି ମୁଁ ତାହା କରୁଥାଏ, ତାହାହେଲେ ସେଥି ସଙ୍ଗେ ସଙ୍ଗେ ଖ୍ରୀଷ୍ଟଙ୍କ କ୍ରୁଶ ବିଷୟରେ ପ୍ରଚାର କରିବା ଦ୍ୱାରା ମୋର କିଛି ଅସୁବିଧା ହୋଇ ନ ଥାଆନ୍ତା।
Odia Bible ERV 2004 (ପବିତ୍ର ବାଇବଲ)
ମୋ’ ଭାଇ ଓ ଭଉଣୀମାନେ! ମୁଁ ତୁମ୍ଭମାନଙ୍କୁ ଶିଖାଇ ନାହିଁ ଯେ, ଲୋକେ ସୁନ୍ନତ ହେବା ନିହାତି ଆବଶ୍ୟକ। ଯଦି ମୁଁ ଏହା ଶିଖାଇଛି, ତା’ହେଲେ ମୋତେ କାହିଁକି ତାଡ଼ନା ଆସୁଛି? ମୁଁ ଯଦି ଏହା ପ୍ରଗ୍ଭର କରିଥିଲି, ତା’ହେଲେ କ୍ରୁଶ ସମ୍ବନ୍ଧୀୟ ମୋର ଶିକ୍ଷା ଲୋକଙ୍କୁ ବ୍ୟତିବ୍ୟସ୍ତ କରି ପକାଇ ନ ଥା’ନ୍ତା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ହେ ଭାଇମାନେ, ଯଦି ମୁଁ ଏବେ ସୁଦ୍ଧା ସୁନ୍ନତ ବିଧି ପ୍ରଚାର କରୁଅଛି, ତେବେ କାହିଁକି ମୁଁ ଏଯାଏଁ ତାଡ଼ନା ଭୋଗ କରୁଅଛି? ତାହାହେଲେ କ୍ରୁଶ ତ ଆଉ ବିଘ୍ନର କାରଣ ନୁହେଁ।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ହେ ଭାଇମାନେ, ଯଦି ମୁଁ ଏବେ ସୁଦ୍ଧା ସୁନ୍ନତ ବିଧି ପ୍ରଚାର କରୁଅଛି, ତେବେ କାହିଁକି ମୁଁ ଏଯାଏ ତାଡ଼ନା ଭୋଗ କରୁଅଛି? ତାହାହେଲେ କ୍ରୁଶ ତ ଆଉ ବିଘ୍ନର କାରଣ ନୁହେଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ಭಾವಾನು ಅನಿ ಭೆನಿಯಾನು, ಮಿಯಾ ಅಜುನ್‍ಬಿ ಸುನ್ನತಿಚ್ಯಾ ವಿಶಯಾತ್ ಪರ್ಗಟ್ ಕರ್‍ತಾ ಹೊಲ್ಯಾರ್; ಮಿಯಾ ಅಜುನ್‍ಬಿ ತರಾಸ್ ಸೊಸುಕ್ ಪಾಜೆ? ತೆ ಖರೆ ಹೊಯ್ ಹೊಲ್ಯಾರ್, ಮಿಯಾ ಕ್ರಿಸ್ತಾಚ್ಯಾ ಕುರ್ಸಾಚ್ಯಾ ವಿಶಯಾತ್ ಪರ್ಗಟ್ ಕರ್‍ತಲೆ ಕಸ್ಲ್ಯಾಬಿ ತರಾಸಾಕ್ ಕಾರನ್ ಹೊಯ್ನಾ ಮನುನ್ ಹೊಲೆ.