Galatians 5:13 — Compare Translations
7 translations compared side by side
Odia - 1840
"ମାେ ଭାଇ ଓ ଭଉଣୀମାନେ! ପରମେଶ୍ବର ତୁମ୍ଭମାନଙ୍କୁ ସ୍ବାଧୀନ ରହିବା ପାଇଁ ବାଛିଛନ୍ତି। କିନ୍ତୁ ଏହି ସ୍ବାଧୀନତାକୁ ତୁମ୍ଭମାନେେ ନିଜ ନିଜର ପାପମୟ ସ୍ବଭାବର ଇଚ୍ଛା ପୂରଣ ନିମନ୍ତେ ବ୍ଯବହାର କର ନାହିଁ। ବରଂ ଏକ ଆ ରକରେ ପ୍ ରମେ ପୂର୍ବକ ସବୋ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ, ହେ ଭାଇମାନେ, ତୁମ୍ଭେମାନେ ସ୍ଵାଧୀନତା ନିମନ୍ତେ ଆହୂତ ହୋଇଅଛ; କେବଳ ତୁମ୍ଭର ସ୍ଵାଧୀନତାକୁ ଶାରୀରିକ ଅଭିଳାଷ ପୂରଣ ନିମନ୍ତେ ସୁଯୋଗ ସ୍ଵରୂପେ ବ୍ୟବହାର ନ କର, ବରଂ ପ୍ରେମରେ ପରସ୍ପର ଦାସ ହୁଅ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଭାଇମାନେ, ତୁମ୍ଭେମାନେ ସ୍ୱାଧୀନ ହେବା ନିମନ୍ତେ ଆହୂତ ହୋଇଥିଲ। କିନ୍ତୁ ସାବଧାନ, କେବଳ ଶାରୀରିକ ଲାଳସା ଚରିତାର୍ଥ କରିବା ପାଇଁ ସେହି ସ୍ୱାଧୀନତା ଯେପରି ବାହାନା ରୂପେ ବ୍ୟବହାର ନ କର। ବରଂ ପ୍ରେମ ଦ୍ୱାରା ପରିଚାଳିତ ହୋଇ ତୁମ୍ଭେମାନେ ପରସ୍ପରର ସେବା କର।
Odia Bible ERV 2004 (ପବିତ୍ର ବାଇବଲ)
ମୋ’ ଭାଇ ଓ ଭଉଣୀମାନେ! ପରମେଶ୍ୱର ତୁମ୍ଭମାନଙ୍କୁ ସ୍ୱାଧୀନ ରହିବା ପାଇଁ ବାଛିଛନ୍ତି। କିନ୍ତୁ ଏହି ସ୍ୱାଧୀନତାକୁ ତୁମ୍ଭେମାନେ ନିଜ ନିଜର ପାପମୟ ସ୍ୱଭାବର ଇଚ୍ଛା ପୂରଣ ନିମନ୍ତେ ବ୍ୟବହାର କର ନାହିଁ। ବରଂ ଏକଆରେକର ପ୍ରେମ ପୂର୍ବକ ସେବା କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ, ହେ ଭାଇମାନେ, ତୁମ୍ଭେମାନେ ସ୍ୱାଧୀନତା ନିମନ୍ତେ ଆହୂତ ହୋଇଅଛ; କେବଳ ତୁମ୍ଭର ସ୍ୱାଧୀନତାକୁ ଶାରୀରିକ ଅଭିଳାଷ ପୂରଣ ନିମନ୍ତେ ସୁଯୋଗ ସ୍ୱରୂପେ ବ୍ୟବହାର ନ କର, ବରଂ ପ୍ରେମରେ ପରସ୍ପରର ସେବା କର।
Odia IRV 2017 (ଓଡିଆ ବାଇବେଲ)
କାରଣ, ହେ ଭାଇମାନେ, ତୁମ୍ଭେମାନେ ସ୍ୱାଧୀନତା ନିମନ୍ତେ ଆହୂତ ହୋଇଅଛ; କେବଳ ତୁମ୍ଭର ସ୍ୱାଧୀନତାକୁ ଶାରୀରିକ ଅଭିଳାଷ ପୂରଣ ନିମନ୍ତେ ସୁଯୋଗ ସ୍ୱରୂପେ ବ୍ୟବହାର ନ କର, ବରଂ ପ୍ରେମରେ ପରସ୍ପରର ସେବା କର ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅನಿ ಮಾಜ್ಯಾ ಭೆನಿಯಾನು ಭಾವಾನು, ದೆವಾನ್ ತುಮ್ಕಾ ಸ್ವತಂತ್ರ್ ರ್ಹಾವ್ಚೆ ಮನುನ್ ಬಲ್ವಲ್ಲೆ ಹಾಯ್, ಖರೆ ಹೆ ಸ್ವತಂತ್ರ್ ತುಮ್ಚ್ಯಾ ಆಂಗಾಚ್ಯಾ ಆಶಾತ್ ಪಡುಕ್ ಎಕ್ ಕಾರನ್ ಹೊವ್ಕ್ ದಿವ್ನಕಾಸಿ. ಹೆಚ್ಯಾ ಬದ್ಲಾಕ್ ಪ್ರೆಮಾನ್ ಎಕಾಮೆಕಾಚಿ ಸೆವಾ ಕರಾ.