Galatians 5:14 — Compare Translations

7 translations compared side by side

Odia - 1840
"ସମସ୍ତ ନିୟମ ଗୋଟିଏ ଆଦେଶର ସାର ଭାବରେ ସମାହିତ ହାଇେଛି: ନିଜକୁ ପ୍ ରମେ କଲା ପରି ଅନ୍ୟ ସମସ୍ତ ଲୋକଙ୍କୁ ପ୍ ରମେ କର।280"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ସମସ୍ତ ବ୍ୟବସ୍ଥା ଏହି ଗୋଟିଏ ବାକ୍ୟରେ ସିଦ୍ଧ ହୁଏ, “ତୁମ୍ଭେ ଆପଣା ପ୍ରତିବାସୀକି ଆତ୍ମତୁଲ୍ୟ ପ୍ରେମ କର ।”
Odia BSI (ପବିତ୍ର ବାଇବଲ (CL) NT (BSI))
କାରଣ ଗୋଟିଏ ମାତ୍ର ଆଜ୍ଞାରେ ସମସ୍ତ ବ୍ୟବସ୍ଥାର ସାରମର୍ମ ନିହିତ ଅଛି: “ତୁମ ପ୍ରତିବାସୀକୁ ଆତ୍ମତୁଲ୍ୟ ପ୍ରେମ କର।”
Odia Bible ERV 2004 (ପବିତ୍ର ବାଇବଲ)
ସମସ୍ତ ନିୟମ ଗୋଟିଏ ଆଦେଶର ସାର ଭାବରେ ସମାହିତ ହୋଇଛି: “ନିଜକୁ ପ୍ରେମ କଲା ପରି ଅନ୍ୟ ସମସ୍ତ ଲୋକଙ୍କୁ ପ୍ରେମ କର।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ସମସ୍ତ ମୋଶାଙ୍କ ବ୍ୟବସ୍ଥା ଏହି ଗୋଟିଏ ବାକ୍ୟରେ ସିଦ୍ଧ ହୁଏ, “ତୁମ୍ଭେ ଆପଣା ପ୍ରତିବାସୀକୁ ଆତ୍ମତୁଲ୍ୟ ପ୍ରେମ କର।”
Odia IRV 2017 (ଓଡିଆ ବାଇବେଲ)
କାରଣ ସମସ୍ତ ମୋଶାଙ୍କ ବ୍ୟବସ୍ଥା ଏହି ଗୋଟିଏ ବାକ୍ୟରେ ସିଦ୍ଧ ହୁଏ, "ତୁମ୍ଭେ ଆପଣା ପ୍ରତିବାସୀକୁ ଆତ୍ମତୁଲ୍ୟ ପ୍ରେମ କର ।''
Odia NTS2024 2024 (ದೆವಾಚಿ ಖರಿ ಖಬರ್)
“ಕಶ್ಯಾಕ್ ಮಟ್ಲ್ಯಾರ್ ತುಮಿ ತುಮ್ಚೊ ಕರ್ತ್ಯಾಶಿ ತಸೊ ತುಮ್ಚ್ಯಾ ಅಜುಭಾಜುಚ್ಯಾಂಚೊ ಪ್ರೆಮ್ ಕರಾ” ಮನ್ತಲ್ಯಾ ಖಾಯ್ದ್ಯಾ ವರ್‍ತಿ ಸಗ್ಳೆ ಮೊಯ್ಜೆಚೆ ಖಾಯ್ದೆ ಇಬೆ ಹಾತ್.