Galatians 5:15 — Compare Translations
7 translations compared side by side
Odia - 1840
"ଯଦି ତୁମ୍ଭେ ଏକ ଆ ରକେକୁ ଆଘାତ ପ୍ରଦାନ କରୁଥାଅ, ଓ ତଦ୍ଦ୍ବାରା ପରସ୍ପରକୁ ଗ୍ରାସ କରି ଚାଲ, ତା ହେଲେ ତୁମ୍ଭମାନେେ ନିଜେ ନିଜେ ସମ୍ପୂର୍ଣ୍ଣ ଭାବେ ନଷ୍ଟ ହାଇେ ୟିବ। ତେଣୁ ସାବଧାନ ରୁହ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ତୁମ୍ଭେମାନେ ଯଦି କାମୁଡ଼ାକାମୁଡ଼ି ହୋଇ ପରସ୍ପରକୁ ଗ୍ରାସ କର, ତେବେ ସାବଧାନ, ଯେପରି ପରସ୍ପର ଦ୍ଵାରା ବିନଷ୍ଟ ନ ହୁଅ ।
Odia BSI (ପବିତ୍ର ବାଇବଲ (CL) NT (BSI))
ମାତ୍ର ଯଦି ତୁମ୍ଭେମାନେ ପଶୁ ପରି ଆଚରଣ କରି ପରସ୍ପରକୁ ଆଘାତ କରୁଥାଅ ଓ ପରସ୍ପରର କ୍ଷତି କରୁଥାଅ, ତେବେ ସତର୍କ ହୁଅ, ନଚେତ୍ ହୁଏତ ତୁମ୍ଭେମାନେ ପରସ୍ପରକୁ ସମ୍ପୂର୍ଣ୍ଣରୂପେ ବିନଷ୍ଟ କରିଦେବ।
Odia Bible ERV 2004 (ପବିତ୍ର ବାଇବଲ)
ଯଦି ତୁମ୍ଭେ ଏକଆରେକକୁ ଆଘାତ ପ୍ରଦାନ କରୁଥାଅ, ଓ ତଦ୍ଦ୍ୱାରା ପରସ୍ପରକୁ ଗ୍ରାସ କରି ଗ୍ଭଲ, ତା’ହେଲେ ତୁମ୍ଭେମାନେ ନିଜେ ନିଜେ ସମ୍ପୂର୍ଣ୍ଣ ଭାବେ ନଷ୍ଟ ହୋଇ ଯିବ। ତେଣୁ ସାବଧାନ ରୁହ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ତୁମ୍ଭେମାନେ ଯଦି କାମୁଡ଼ାକାମୁଡ଼ି ହୋଇ ପରସ୍ପରକୁ ଗ୍ରାସ କର, ତେବେ ସାବଧାନ, ଯେପରି ପରସ୍ପର ଦ୍ୱାରା ବିନଷ୍ଟ ନ ହୁଅ।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ତୁମ୍ଭେମାନେ ଯଦି କାମୁଡ଼ାକାମୁଡ଼ି ହୋଇ ପରସ୍ପରକୁ ଗ୍ରାସ କର, ତେବେ ସାବଧାନ, ଯେପରି ପରସ୍ପର ଦ୍ୱାରା ବିନଷ୍ଟ ନ ହୁଅ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ತುಮಿ ಅಪಾಯ್ ಕರ್ತಲ್ಯಾ ಜನಾವರಾಂಚ್ಯಾ ಸಾರ್ಕೆ ದುಕ್ವುತಲೆ ಅನಿ ಎಕಾಮೆಕಾಕ್ ಅಪಾಯ್ ಕರ್ಲ್ಯಾಸಿ ತರ್ ಉಶ್ಯಾರ್ಕಿನ್ ರ್ಹಾವಾ! ಎಕಾಮೆಕಾಕ್ ಸತ್ತ್ಯಾನಾಸ್ ಹೊವ್ನ್ ಜಾತ್ಯಾಶಿ.