Galatians 5:16 — Compare Translations

7 translations compared side by side

Odia - 1840
"ସେଥିପାଇଁ ମୁଁ କହୁଛି: ଆତ୍ମାଙ୍କର ଅନୁସରଣ କରି ଜୀବନ ଯାପନ କର। ତା ହେଲେ ତୁମ୍ଭମାନେେ ପାପମୟ ସ୍ବଭାବର ଇଚ୍ଛାକୁ ସନ୍ତୁଷ୍ଟ କରିବା ନିମନ୍ତେ କୌଣସି ମନ୍ଦ କାର୍ୟ୍ଯ କରିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୋହର ଭାବ ଏହି, ଆତ୍ମାଙ୍କ ଦ୍ଵାରା ଆଚରଣ କର, ତାହାହେଲେ ତୁମ୍ଭେମାନେ ଶରୀରର ଅଭିଳାଷ ପୂର୍ଣ୍ଣ କରିବ ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ମୋର କହିବାର କଥା ହେଲା, ପବିତ୍ରଆତ୍ମା ତୁମ୍ଭମାନଙ୍କ ଜୀବନକୁ ପରିଚାଳିତ କରନ୍ତୁ। ତା’ହେଲେ ତୁମ୍ଭେମାନେ ଆଉ ମନୁଷ୍ୟର ପ୍ରକୃତିଗତ ଲାଳସାକୁ ଚରିତାର୍ଥ କରିବ ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
ପବିତ୍ରଆତ୍ମା ଓ ମାନବ ପ୍ରକୃତି ସେଥିପାଇଁ ମୁଁ କହୁଛି: ଆତ୍ମାଙ୍କର ଅନୁସରଣ କରି ଜୀବନଯାପନ କର। ତା’ହେଲେ ତୁମ୍ଭେମାନେ ପାପମୟ ସ୍ୱଭାବର ଇଚ୍ଛାକୁ ସନ୍ତୁଷ୍ଟ କରିବା ନିମନ୍ତେ କୌଣସି ମନ୍ଦ କାର୍ଯ୍ୟ କରିବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୋହର ଭାବ ଏହି, ଆତ୍ମାଙ୍କ ଦ୍ୱାରା ଆଚରଣ କର, ତାହାହେଲେ ତୁମ୍ଭେମାନେ ଶରୀରର ଅଭିଳାଷ ପୂର୍ଣ୍ଣ କରିବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ମୋହର ଭାବ ଏହି, ଆତ୍ମାଙ୍କ ଦ୍ୱାରା ଆଚରଣ କର, ତାହାହେଲେ ତୁମ୍ଭେମାନେ ଶରୀରର ଅଭିଳାଷ ପୂର୍ଣ୍ଣ କରିବ ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಸೆ ಹೊವ್ನ್ ಮಿಯಾ ತುಮ್ಕಾ ಸಾಂಗ್ತಲೆ ಕಾಯ್ ಮಟ್ಲ್ಯಾರ್, ಪವಿತ್ರ್ ಆತ್ಮ್ಯಾಕ್ ತುಮ್ಚೆ ಜಿವನ್ ಚಾಲ್ವುಕ್ ಸೊಡಾ, ಅನಿ ತುಮಿ ತುಮ್ಚ್ಯಾ ಆಂಗಾಚ್ಯಾ ಬುರ್ಶ್ಯಾ ಇಚ್ಚ್ಯಾ ಸಾರ್ಕೆ ಚಲುನಕಾಶಿ.