Galatians 5:17 — Compare Translations

7 translations compared side by side

Odia - 1840
"ଆମ୍ଭର ପାପମୟ ସ୍ବଭାବର ଇଚ୍ଛା ପବିତ୍ର ଆତ୍ମାଙ୍କର ବିରୋଧୀ ଓ ପବିତ୍ର ଆତ୍ମା ପାପମୟ ସ୍ବଭାବର ବିରୋଧୀ ଅଟନ୍ତି। ଏହି ଦୁଇ ବିଷୟ ପରସ୍ପରର ବିରୋଧୀ ଅଟନ୍ତି। ସେଥିପାଇଁ ତୁମ୍ଭମାନେେ ପ୍ରକୃତ ରେ ଯାହା କରିବାକୁ ଇଚ୍ଛା କର, ତାହା କରି ପାର ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଶରୀରର ଅଭିଳାଷ ଆତ୍ମାଙ୍କ ପ୍ରତିକୂଳ, ଆଉ ଆତ୍ମାଙ୍କ ଅଭିଳାଷ ଶରୀରର ପ୍ରତିକୂଳ, ଯେଣୁ ଏହି ଦୁଇ ପରସ୍ପରର ବିପରୀତ; ଫଳତଃ ତୁମ୍ଭେମାନେ ଯାହା ଯାହା ଇଚ୍ଛା କର, ସେହିସବୁ କରି ପାର ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ମନୁଷ୍ୟ ପ୍ରକୃତି ପବିତ୍ର ଆତ୍ମାଙ୍କ ଇଚ୍ଛାର ବିରୋଧୀ। ସେହିପରି ପବିତ୍ର ଆତ୍ମାଙ୍କ ଇଚ୍ଛା, ମନୁଷ୍ୟ ପ୍ରକୃତିର ବିରୋଧୀ। ଏମାନେ ପରସ୍ପରର ଶତ୍ରୁ। ତେଣୁ ତୁମ୍ଭେମାନେ ଯାହା କରିବାକୁ ଇଚ୍ଛା କର, ତାହା କରିବାକୁ ଅସମର୍ଥ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭର ପାପମୟ ସ୍ୱଭାବର ଇଚ୍ଛା ପବିତ୍ରଆତ୍ମାଙ୍କର ବିରୋଧୀ ଓ ପବିତ୍ରଆତ୍ମା ପାପମୟ ସ୍ୱଭାବର ବିରୋଧୀ ଅଟନ୍ତି। ଏହି ଦୁଇ ବିଷୟ ପରସ୍ପରର ବିରୋଧୀ ଅଟନ୍ତି। ସେଥିପାଇଁ ତୁମ୍ଭେମାନେ ପ୍ରକୃତରେ ଯାହା କରିବାକୁ ଇଚ୍ଛା କର, ତାହା କରି ପାର ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଶରୀରର ଅଭିଳାଷ ଆତ୍ମାଙ୍କ ପ୍ରତିକୂଳ, ଆଉ ଆତ୍ମାଙ୍କ ଅଭିଳାଷ ଶରୀରର ପ୍ରତିକୂଳ, ଯେଣୁ ଏହି ଦୁଇ ପରସ୍ପରର ବିପରୀତ; ଫଳତଃ ତୁମ୍ଭେମାନେ ଯାହା ଯାହା ଇଚ୍ଛା କର, ସେହିସବୁ କରିପାର ନାହିଁ।
Odia IRV 2017 (ଓଡିଆ ବାଇବେଲ)
କାରଣ ଶରୀରର ଅଭିଳାଷ ଆତ୍ମାଙ୍କ ପ୍ରତିକୂଳ, ଆଉ ଆତ୍ମାଙ୍କ ଅଭିଳାଷ ଶରୀରର ପ୍ରତିକୂଳ, ଯେଣୁ ଏହି ଦୁଇ ପରସ୍ପରର ବିପରୀତ; ଫଳତଃ ତୁମ୍ଭେମାନେ ଯାହା ଯାହା ଇଚ୍ଛା କର, ସେହି ସବୁ କରି ପାର ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಕಶ್ಯಾಕ್ ಮಟ್ಲ್ಯಾರ್ ಅಮ್ಚೊ ಮಾನ್ಸಾಚೊ ಸ್ವಬಾವ್ ಪವಿತ್ರ್ ಆತ್ಮ್ಯಾಕ್ ಪಾಜೆ ಹೊಲ್ಲೆ ಕರಿನಾ, ಅನಿ ಪವಿತ್ರ್ ಆತ್ಮೊ ಮಾನ್ಸಾಚ್ಯಾ ಸ್ವಬಾವಾಕ್ ವಿರೊದ್ ಅಸಲ್ಲೆ ಕರ್‍ತಾ, ತೆನಿ ದೊಗೆಬಿ ಎಕಾಮೆಕಾಕ್ ದುಶ್ಮನ್, ಹೆಚ್ಯಾಸಾಟ್ನಿ ತುಮಿ ಕಾಯ್ ಕರುಚೆ ಮನುನ್ ಯವಜ್ತ್ಯಾಶಿ ತೆ ತುಮ್ಚ್ಯಾನ್ ಕರುಕ್ ಹೊಯ್ನಾ.