Galatians 5:18 — Compare Translations
7 translations compared side by side
Odia - 1840
"କିନ୍ତୁ ଯଦି ତୁମ୍ଭମାନେେ ଆତ୍ମାଙ୍କର ପରିଚାଳିତ ପଥରେ ଚଳୁଛ, ତା' ହେଲେ ତୁମ୍ଭମାନେେ ବ୍ଯବସ୍ଥାର ଅଧୀନ ନୁହଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ଯଦି ତୁମ୍ଭେମାନେ ଆତ୍ମାଙ୍କ ଦ୍ଵାରା ପରିଚାଳିତ ହୁଅ, ତେବେ ବ୍ୟବସ୍ଥାର ଅଧୀନ ନୁହଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯଦି ପବିତ୍ର ଆତ୍ମା ତୁମ୍ଭମାନଙ୍କୁ ପରିଚାଳିତ କରନ୍ତି, ତେବେ ତୁମ୍ଭେମାନେ ଆଉ ମୋଶାଙ୍କ ବ୍ୟବସ୍ଥାର ଅଧୀନ ନୁହଁ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଯଦି ତୁମ୍ଭେମାନେ ଆତ୍ମାଙ୍କର ପରିଗ୍ଭଳିତ ପଥରେ ଚଳୁଛ, ତା’ହେଲେ ତୁମ୍ଭେମାନେ ବ୍ୟବସ୍ଥାର ଅଧୀନ ନୁହଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ଯଦି ତୁମ୍ଭେମାନେ ଈଶ୍ବରଙ୍କ ଆତ୍ମାଙ୍କ ଦ୍ୱାରା ପରିଚାଳିତ ହୁଅ, ତେବେ ମୋଶାଙ୍କ ବ୍ୟବସ୍ଥାର ଅଧୀନ ନୁହଁ।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ଯଦି ତୁମ୍ଭେମାନେ ଆତ୍ମାଙ୍କ ଦ୍ୱାରା ପରିଚାଳିତ ହୁଅ, ତେବେ ମୋଶାଙ୍କ ବ୍ୟବସ୍ଥାର ଅଧୀନ ନୁହଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ಪವಿತ್ರ್ ಆತ್ಮೊ ತುಮ್ಕಾ ಚಾಲ್ವುತಾ ಹೊಲ್ಯಾರ್, ತುಮಿ ಖಾಯ್ದ್ಯಾಚ್ಯಾ ಖಾಯ್ಲ್ ನಾಸಿ ಮನುನ್ ಹೊಲೆ.