Galatians 5:19 — Compare Translations

7 translations compared side by side

Odia - 1840
"ଆମ୍ଭର ପାପମୟ ସ୍ବଭାବ ଦ୍ବାରା ହେଉଥିବା ପାପପୂର୍ଣ୍ଣ କ୍ରିଯାଗୁଡ଼ିକ ବିଷୟ ରେ ସମସ୍ତେ ଜାଣନ୍ତି। ସଗେୁଡ଼ିକ ହେଲା: ୟୌନ ପାପାଚାର, ଅପବିତ୍ରତା, ଭୋଗବିଳାସ,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଶରୀରର କାର୍ଯ୍ୟଗୁଡ଼ାକ ତ ସ୍ପଷ୍ଟ ରୂପେ ଜଣା: ବ୍ୟଭିଚାର, ଅଶୁଚିତା,
Odia BSI (ପବିତ୍ର ବାଇବଲ (CL) NT (BSI))
ମନୁଷ୍ୟ ପ୍ରକୃତିର କାର୍ଯ୍ୟକଳାପ ସମସ୍ତଙ୍କୁ ଜଣା। ତାହା ଅନୈତିକତା, ଅଶୁଚିତା, ଅଶ୍ଲୀଳତା, ପ୍ରତିମା ପୂଜା, ଗୁଣି ଗାରୁଡ଼ି ଆଦି କୁକର୍ମରେ ପ୍ରକାଶ ପାଏ। ଲୋକମାନେ ପରସ୍ପରର ଶତ୍ରୁ ହୋଇ କଳହ କରିଥାନ୍ତି; ସେମାନେ ଈର୍ଷାପରାୟଣ, କ୍ରୋଧୀ ଓ ଦୁରାକାଂକ୍ଷୀ ହୋଇଥାନ୍ତି ଓ ସେମାନେ ବିଭିନ୍ନ ଦଳ ଓ ଉପଦଳରେ ବିଭକ୍ତ ହୋଇଥାଆନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭର ପାପମୟ ସ୍ୱଭାବ ଦ୍ୱାରା ହେଉଥିବା ପାପପୂର୍ଣ୍ଣ କ୍ରିୟାଗୁଡ଼ିକ ବିଷୟରେ ସମସ୍ତେ ଜାଣନ୍ତି। ସେଗୁଡ଼ିକ ହେଲା: ଯୌନ ପାପାଗ୍ଭର, ଅପବିତ୍ରତା, ଭୋଗବିଳାସ,
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଶରୀରର କାର୍ଯ୍ୟଗୁଡ଼ାକ ତ ସ୍ପଷ୍ଟ ରୂପେ ଜଣା, ବ୍ୟଭିଚାର, ଅଶୁଚିତା
Odia IRV 2017 (ଓଡିଆ ବାଇବେଲ)
ଶରୀରର କାର୍ଯ୍ୟଗୁଡ଼ାକ ତ ସ୍ପଷ୍ଟରୂପେ ଜଣା: ବ୍ୟଭିଚାର, ଅଶୁଚିତା
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಾನ್ಸಾಚೊ ಸ್ವಬಾವ್ ಕರ್‍ತಲಿ ಕಾಮಾ ದಿಸುನ್ಗೆತ್ ಹಾತ್, ಅನೈತಿಕ್ ಸಮಂದ್, ಪೊಜ್ಡೆಪಾನ್ ಅನಿ ಮರ್‍ಯಾದ್ಗೆಡಿಪಾನ್,